-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ବିଶେଷ

ମନଇଚ୍ଛା ପ୍ରଦର୍ଶିତ ହେବନି କଣ୍ଟେଣ୍ଟ୍, ଏଣିକି ଓଟିଟି ପ୍ଲାଟଫର୍ମ ପାଇଁ ଆସିବ ଗାଇଡଲାଇନ୍

07-Feb-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ):  ଇଣ୍ଟରନେଟ୍ ତଥା ଓ୍ୱେବରେ ପ୍ରଦର୍ଶିତ ହେଉଥିବା ଓଟିଟି କଣ୍ଟେଣ୍ଟ୍ ପାଇଁ ନୂଆ ନିୟମାବଳୀ ଆଣିବେ ସରକାର । ଏନେଇ ଲୋକସଭାର ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଦେକର ।

ପ୍ରକାଶ ଜାଭଦେକର କହିଛନ୍ତି ଯେ, ଇଣ୍ଟରନେଟ୍ ଓ ମୋବାଇଲ ଆସୋସିଏସନ ଅଫ୍ ଇଣ୍ଡିଆ ବା ଆଇଏଏମଏଆଇ ଓଟିଟି ଡିଜିଟାଲ କଣ୍ଟେଣ୍ଟ୍ ପାଇଁ ନିୟମାବଳୀ ଆଣିବେ । କେଉଁ କଣ୍ଟେଣ୍ଟ୍ ପ୍ରଦର୍ଶିତ ହେବ ଓ କଣ ପ୍ରଦର୍ଶିତ ହୋଇପାରିବ ନାହିଁ ତାହା ଉପରେ ଗାଇଡଲାଇନ୍ ରହିବ ।

ସେ ଆହୁରି କହିଛନ୍ତି ଯେ, ଅନେକ ବିଶେଷଜ୍ଞଙ୍କ ସହ ଏଦିଗରେ ଆଲୋଚନା କରାଯାଉଛି । କେଉଁ ବିଷୟ ସ୍ଥାନ ପାଇବ କଣ ନୁହେଁ ତାହା ନିର୍ଦ୍ଧାରଣ ହେବ । ବିଏଏଆରସି ବା ବାର୍କର କାଉନସିନ୍ ଏଦିଗରେ ଯତ୍ନଶୀଳ ରହିଛି । ଏବେସୁଦ୍ଧା ମୋଟ୍ ୧୧ଟି  ଓଟିଟି ପ୍ଲାଟଫର୍ମ ବିରୋଧରେ ଏଫଆଇଆର ଦାଖଲ ହୋଇଛି । ଓଟିଟି କଣ୍ଟେଣ୍ଟକୁ ଅଡିଟ୍ କରାଯିବ ।

ଏତତ୍ ବ୍ୟତୀତ ଓଟିଟି ପ୍ଲାଟଫର୍ମସ୍‌ରେ ଉପଲବ୍ଧ କିଛି ଓ୍ବେବ୍‌ ସିରିଜ୍‌ ବିରୋଧରେ ଅନେକ ଅଭିଯୋଗ ମିଳିଛି। ଓଟିଟିରେ ରିଲିଜ୍‌ ହେଉଥିବା ଫିଲ୍ମ, ସିରିଏଲ୍‌, ଡିଜିଟାଲ୍‌ ସମାଚାର ପତ୍ର, କେବୁଲ ଟେଲିଭିଜନ୍‌ ନେଟ୍‌ଓ୍ବର୍କ (ରେଗୁଲେସନ୍‌) ଆକ୍ଟ ବା ସେନ୍ସର ବୋର୍ଡ ଅଧିନରେ ଆସୁ ନାହିଁ। ଖୁବଶୀଘ୍ର ଏଥି ପାଇଁ ନିର୍ଦେଶ ଜାରି କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଏପରିକି ଟିଆରପି ଓ ଘରୋଇ ଚ୍ୟାନେଲ ପାଇଁ ମଧ୍ୟ ନୂଆ ଗାଇଡଲାଇନ ଆସିବ ବୋଲି ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like