-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

28-Apr-2026



(ରଂଜିତ ମହାନ୍ତି )
 ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ବରୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୬୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୨ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୧ ଗୋଟି    ଅଭିଯୋଗର ଶୁଣାଣି  କରାଯାଇଥିଲା।  ୧୫ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଯାଜପୁର  ଅତିରିକ୍ତ ଜିଲ୍ଲାପାଳ,  ଶ୍ରୀ ଯୁଧିଷ୍ଠିର ନାଏକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମାଝୀ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦେବୀପ୍ରସାଦ ମହାନ୍ତି,  ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ,  ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା. ବିଜୟ କୁମାର ମିଶ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ,  ବରୀ ଶ୍ରୀ ଲମ୍ବୋଦର ଖୁଣ୍ଟିଆ, ତହସିଲଦାର , ବରୀ ଦିପ୍ତିମୟୀ ବେହେରା ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like