-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||     

HOME   ଜିଲ୍ଲା

ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""

28-Apr-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ବ୍ଲକ ଅଧିନସ୍ଥ କେଲିଆ ଶୈବପୀଠ ଏକ ପର୍ଯ୍ୟଟନସ୍ଥଳୀ  ଓ ଧର୍ମାନୁଷ୍ଠାନ କହିଲେ ଚଲେ।ମନ୍ଦିର ଚତୁର୍ପାସର ମୋନରମା ଭରା ଶୋଭା ସତେଯେପତି ପର୍ଯ୍ୟଟକ ମାନଙ୍କୁ ସ୍ଵାଗତ କରିବାରେ ତତ୍ପର ହୋଇ ଉଠିଛି | ନବରଙ୍ଗପୁର ଜଲିା ସେଦରମହକୁମା ଠାରୁ ୪୫ କିମିି ତଥା ଡାବୁଗାଁ ବ୍ଲକ ସଦରମହକୁମା ଠାରୁ ୧୩ କିମି ଦୂରରେ ରହଛିି କେଲିଆ  ଶୈବପୀଠ । ମାନ୍ୟତା ଅନୁସାରେ ଏଠାରେ ପୂଜା ପାଉଥିବା ବାବା ଝାଡେସ୍ୱର ମହାଦେବଙ୍କ ପ୍ରସାେଦ ସେବନ ଓ ପାଦୁକା  ଲେପନ କଲେ କୁଷ୍ଠ ରୋଗ ମଧ୍ୟ ଭଲ ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି। ମହାଦେବଙ୍କ ମନ୍ଦିର ନିକଟରେ ମାଁ ଚଣ୍ଡୀ ଙ୍କ ମନ୍ଦିର ଅଛି। କେଲିଆ ପାହାଡ଼ ଛାଡିବା ମାତ୍ରେ ପ୍ରଥମେ ପଡେ ଡ଼ାଲ ଖାଇ ମନ୍ଦିର ଏଠାରେ ଭାଗ କହିଲେ ଭଗବାନ ଙ୍କ ଗଛର ଡାଳ ଛଡାଇବା ପରେ ସ୍ଥାନୀୟ ଲକ ମାନେ ମହାଦେବଙ୍କ ଦର୍ଶନ ପାଇଁ ଯାଆନ୍ତି।ପ୍ରଥମେ ଚଳ ଛପର ଘୋରେ କେଲିଆ ବାବା ଝଡ଼େଶ୍ୱରଙ୍କ ମନ୍ଦିର ନିର୍ମାଣ ହୋଇଥିଲା | କିନ୍ତୁ ବର୍ତ୍ତମାନ ରୋ ମନ୍ଦିର କମିଟିର ପ୍ରଚେଷ୍ଟାରେ ୨୦୦୨ ମସିହାରେ ତତକାଳୀନ ଡାବୁଗାଁ ବିଧାୟକ ଭୁଜବଳ ମଝି  ,ଜିଲାପାଳ, ଆଖପାଖ ଗ୍ରାମବାସୀ ଓ ମନ୍ଦିର କମିଟିର ସହଯୋଗରେ ୧୫ଲକ୍ଷ ଟଙ୍କା ବ୍ୟୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ  ୨୦୧୩ ମସିହାରେ ମନ୍ଦିର ନିର୍ମାଣ ହୋଇଯାଇଥିଲା ଏବଂ ମନ୍ଦିର ପ୍ରତିଷ୍ଠା କରାଯାଇ ଥିଲା । ଏହି କେଲିଆ  ଶୈବପୀଠର ନିଆରା ଆକର୍ଷଣ ହେଉଛି ଚାରିପଟେ ଥିବା ମୋନହର ଦୃଶ୍ୟ ଏବଂ ଔଷଧୀୟ ବୃକ୍ଷ ଗୁଡିକ  ହରିଡା, ବାହାଡା,ଅଁଳା ଆଦି ବିଭିନ୍ନ ଔଷଧୀୟ ବୃକ୍ଷ । ଏହି ପର୍ଯ୍ୟଟନସ୍ଥଳ ନିକଟରେ ରହିଛି କେଲିଆ, ବାଣୁଆଗୁଡା, କୁମୁଝରିଆଗୁଡା, କପାଖନାଗୁଡା, ମାନିଆଗୁଡା ସେଠାରେ ଆଜିବି ଲୋକମାନଙ୍କ  ସରଳ ନରିୀହ ଜୀବନଧାରା ଦେଖିବାକୁ ମିଳେ,ଉକ୍ତ ଗ୍ରାମ ଗୁଡକିକର ବାସ କରନ୍ତି ଭତରା, କଗୌଡ, ହରିଜନ, କୁମ୍ଭାର, ପରଜା, ଓ କନ୍ଧ ଭଳି ଆଦିବାସୀ ସମ୍ପ୍ରୋଦାୟର ଲୋକ ପର୍ଯ୍ୟଟନସ୍ଥଳୀ ର ଅପରୂପ ସୌନ୍ଦର୍ଯ୍ୟ ଉପଭଗ କରିବାକୁ ଏଠାକୁସୁଅ ଛୁଟେ ଓଡିଶା ସମେତ ପଡୋଶି  ଛତିଶଗଡ଼ ଓ ଆନ୍ଧ୍ରପ୍ରଦେସର ପର୍ଯ୍ୟଟକ |ଏଠାରୁ ଜଙ୍ଗଲ ରାସ୍ତାରେ ୩ କିମିି ଦୂରରେ ରହଛିି ପାର୍ବତୀ ଗୁମ୍ଫା | ଯାହାର ରହସ୍ୟ ପର୍ଯ୍ୟଟକଙ୍କୁ ଟାଣିଆଣିବାକୁ ସକ୍ଷମ ହୁଏ | ଏହିଗୁମ୍ଫା କେଉଁଠି ସମାପ୍ତ ହୋଇଛି ତାହା ଆଜିବି ରହସ୍ୟ ହୋଇ ରହିଛି |ଅନ୍ୟ ଆକର୍ଷଣ ମଧ୍ୟରେ ରହିଛି "ଗଙ୍ଗା କୁଣ୍ଡ " ଏହି ଛୋଟିଆ କୁଣ୍ଡର ପାଣି କେବେବି କମୁନି । ଏହାଛଡା ଜଙ୍ଗଲ ମଧ୍ୟକୁ କିଛିଦୂର ଚାଲିଗଲେ ଦେଖାଯାଉଛି ରାଜରାଜୋଡା କାଳର ବଗ୍ନାବଶେଷ ର ପୁରୁଣା କୁଅଁ ଏବଂ 300 /400 ବର୍ଷ ପୁରୁଣା ଇଟା ଖଣ୍ଡ ଗୁଡିକ ଏହାସହ ଜଙ୍ଗଲ ମଧ୍ୟରୁ ଭାସି ଆସୁଥିବା କୁଟୁରା, ଠେକୁଆ ଆଦି  ବନ୍ୟଜନ୍ତୁଙ୍କ ଶବ୍ଦ ପର୍ଯ୍ୟଟକଙ୍କ ମଧ୍ୟରେ ରୋମାଞ୍ଚ ସୃଷ୍ଟିକରେ | କିନ୍ତୁ ଦୁଃଖର ବିଷୟ ପ୍ରକୃତିର ଏହି ପର୍ଯ୍ୟଟନ ସ୍ଥଳୀର ବିକାଶ ହୋଇ ପାରି ନାହିଁ । କେଲିଆ ଶୈବପୀଠ ଠାରୁ ପାର୍ବତୀଗୁମ୍ଫା କୁ ସଂଯୋଗ କରୁଥିବା  ପାଦଚଲା ପାହାଡଆି ରାସ୍ତାର ଉନ୍ନତକିରଣ ପାଇ ପ୍ରସ୍ତାବ ଦିଆ ଯାଇଛି ମାତ୍ର କାର୍ଯ୍ୟକାରୀ ହୋଇନାହିଁ ତେଣୁ ପର୍ଯ୍ୟଟକ ମାନେ ବିପଦ ସଙ୍କୁଳ ଅବସ୍ଥାରେ ଯିବା ଆସିବା କରୁଛନ୍ତି ।ଏଠାରେ ପର୍ଯ୍ୟଟକମାନେ ରହିବା ପାଇଁ କଣସି ସୁବିଧା ନାହିଁ  । ପର୍ଯ୍ୟଟନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଲେ ରାଜସ୍ବ ବୃଦ୍ଧି ସାଙ୍ଗକୁ ଆଦିବାସି ସଂସ୍କୃତି , ପରମ୍ପରା ଲୋକଲଚନାକୁ ଆସିପାରନ୍ତା ବୋଲି କେଲିଆ ଶୈବପୀଠ  ମନ୍ଦିର କମିଟିର ସମ୍ପାଦକ ଦେବରାଜ ପାତ୍ର କହିଛନ୍ତି ।   ୩/୪ ବଷ୍ ହେଲା ଏହି ଶୈବପୀଠ କୁ ପର୍ଯ୍ୟଟନ ବଭିାଗ ନିଜି ହାତକୁକ ନେଇଥିବା ବେଳେ ଆଜିପର୍ଯ୍ୟନ୍ତ ଆଖିଦୃଶିଆ କୌଣସି ଉନ୍ନତି ମୂଳକ କାମ ହୋଇନାହିଁ |ଏଥିପ୍ରତି ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ବିଶେଷ ଧ୍ୟାନ ଦେବା ଆବଶ୍ୟକତା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026

You Might Also Like