-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ

28-Apr-2026



କଟକ(ତପନ ମହାନ୍ତି):  ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ  ଅବସରରେ ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଆଜି ସକାଳ ୮ଘଟିକା ୩୦ମିନିଟ ସମୟରେ ଗୋରାକବର ସ୍ଥିତ ମଧୁବାବୁଙ୍କ ସମାଧିପୀଠ ଓ ସେଠାରେ ଅବସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଓ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ

କରିଥିଲେ। ଓଡ଼ିଶା ଇତିହାସରେ ତାଙ୍କର ଅଭୁଲା ଛାପ, ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ, ଅଟଳ ସମର୍ପଣ ତଥା ଓଡିଶାର ପରିଚୟ ଏବଂ ବିକାଶ ପ୍ରତି ମଧୁସୂସନ ଦାସଙ୍କ ଅବଦାନ

ଉତ୍ତର ପିଢ଼ିକୁ ପ୍ରେରଣା ଦେଇ ଆସୁଛି। ଶିକ୍ଷା, ଶିଳ୍ପ ଏବଂ ସମାଜ କଲ୍ୟାଣକୁ ପ୍ରୋତ୍ସାହିତ କରିବା ପାଇଁ ତାଙ୍କର ଅକ୍ଳାନ୍ତ ପ୍ରୟାସ ଏକ ଇତିହାସ ବୋଲି ଜିଲ୍ଲାପାଳ ଏହି ଅବସରରେ ସମ୍ବୋଧନ କରିଥଲେ। ପରେ ନିକଟସ୍ଥ ମଧୁସୂଦନ ପାର୍କ ଏବଂ କ୍ୟାଣ୍ଟନମେଣ୍ଟ ଛକଠାରେ ଅବସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏଥି ସହ ପଢ଼ିହାରୀ ପାଠାଗାର ଓ ସୂଚନା କେନ୍ଦ୍ରଠାରେ ମଧୁବାବୁଙ୍କ ଫଟୋଚିତ୍ରରେ  ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like