-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ   

28-Apr-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ବ୍ଲକ ଆସିଷ୍ଟାଣ୍ଟ ଇଂଜିନିୟର ସମ୍ମିତ ବିଶ୍ଵାଳ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ ଧୀରେନ୍ଦ୍ର ମେହର , ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର ମଂଚାସୀନ ଅଧିକାରୀ ଭାବରେ ଯୋଗ ଦେଇଥିଲେ l ଏଥିରେ ସମୁଦାୟ 19 ଗୋଟି ଅଭିଯୋଗ ଉପରେ ଶୁଣାଣି ହୋଇ ଥିଲା । ଉକ୍ତ ଗ୍ରାମପଞ୍ଚାୟତ ରେ ଗୁଣ୍ଡୁରୁମୁଣ୍ଡ।, ସଂଶା, ଜେମାପ।ଳି , ମନୁପାଲି , ବିନ୍ଧାପ।ଳି, ବାଦିପାଳି , ଗୁହୁରିଆପଦର , ଭରସୂଜା , ପିପିଲିପାଲି , ଗଣ୍ଡପ।ଲି , ଦର୍ଲ୍ଲିପାଲି , ଗ୍ରାମ କୁ ନେଇ ଗ୍ରାମ ପଞ୍ଚାୟତ ଗଠିତ ।ହେଲେ ଗ୍ରାମ ପଞ୍ଚାୟତ କର୍ମଚାରୀ ଙ୍କ ପ୍ରଚାର ପ୍ରସାର ଅଭାବ ଯୋଗୁଁ ବହୁ କମ ସଂଖ୍ୟକ ଅଭିଯୋଗ ହୋଇଛି l ଏହି ଜନ ଶୁଣାଣି ଶିବିର ରେ ଅଂଶୁମାନ ଦେବ ବାବୁ , ଆଲୋକ ରଂଜନ ମିଶ୍ର , ଜି ପି ଓ ଦେବବ୍ରତ ତାଣ୍ଡି , ସୁନିଲ ସାହୁ , ଅଭି ସାହୁ , ଶୁଶାନ୍ତ ମହାକୁର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହା ସହିତ ପ୍ରତ୍ୟେକ ବୈଠକ ରେ ସରପଞ୍ଚ ଉପସ୍ଥିତ ରହୁ ନାହାନ୍ତି l ଏହି କାର୍ଯ୍ୟକ୍ରମ କୁ ପି ଇ ଓ ବଳରାମ ଧାରୁଆ ସଂଯୋଜନା କରିଥିଲେ । ଗ୍ରାମ ପଞ୍ଚାୟତ ର 11 ଟି ଗ୍ରାମ ରେ ଜଳଛତ୍ର ଗୁଡ଼ିକ ରେ ଛାଉଣୀ ,ଗ୍ଲାସ , ମାଠିଆ ର ପାଉଣା ଅଗ୍ରୀମ ଦିଆ ଯାଇଥାଏ କିନ୍ତୁ ପି ଇ ଓ ଙ୍କ ବୈମାତୃକ ମନୋଭାବ ଯୋଗୁଁ ଏକ ମାସ ବିତି ଯାଇଥିଲେ ହେଁ ପାଉଣା ଦିଆ ଯାଇନାହିଁ । ଗତ ବର୍ଷ ବ୍ଲକ ପ୍ରଶାସନ ର ହସ୍ତଖେପ ପରେ ଜଳ ଛତ୍ର ଲୋକଙ୍କୁ ପ୍ରାପ୍ୟ ଦିଆଯାଇଥିଲା । ଏହିପରି ପିପିଲି ପାଲି ଗ୍ରାମ ରେ ପାଣି ପାଇଁ ଲୋକେ ହାହାକାର ହେଉଥିବା ବେଳେ ଏକ ବର୍ଷ ରୁ ଉର୍ଦ୍ଧ ହେବ ଓଭର ଟ୍ୟାଙ୍କ ରୁ ପାଇପ ଗ୍ରାମ କୁ ସଂଯୋଗ କରାଯାଇଛି ହେଲେ ବିଭାଗୀୟ ଅଧିକାରୀ, ପଞ୍ଚାୟତ କର୍ମଚାରୀ ଙ୍କ ଅବହେଳା ରୁ ଗ୍ରାମବାସି ପାଣି ପାଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like