-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*

28-Apr-2026



(ପ୍ରିୟଦର୍ଶିନୀ ପାତ୍ର)
 ଶ୍ରୀ ଜଗନ୍ନାଥ ଲୋକ କଳା ପରିଷଦ ତରଫରୁ ଆୟୋଜିତ ସଂକୀର୍ତ୍ତନ ମଣ୍ଡଳୀ ସମାବେଶ ରେ ନବରଙ୍ଗପୁର ଜିଲ୍ଲା ର ସମସ୍ତ ବ୍ଲକ୍ ରୁ ଅନେକ ସଂକୀର୍ତ୍ତନ ମଣ୍ଡଳୀ ନବରଙ୍ଗପୁର ସ୍ଥିତ ଚାଉଁରିଆ ମନ୍ଦିର ପରିସରରେ ସଂଘବଦ୍ଧ ହୋଇ ଥିଲେ।   ଅଶୋକ ପାତ୍ର, ଅର୍ଜୁନ ଭତ୍ରା, କୁମୁଦ ନାୟକ ସମେତ ପରିଷଦ ର କାର୍ଯ୍ୟକର୍ତ୍ତା ମାନେ ସମସ୍ତ କାର୍ଯ୍ୟକ୍ରମ ର ତଦାରଖ କରିଥିଲେ। ବୃନ୍ଦାବନ ରୁ ଆସିଥିବା ସନ୍ଥ ଅଭିଷେକ ପାଠକ ସହ ଅନେକ ସାଧୁସନ୍ଥ ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। "ହରେରାମ ହରେକୃଷ୍ଣ"  ନାମ ସଂକୀର୍ତ୍ତନ କରି ଏକ ଭବ୍ୟ ଶୋଭାଯାତ୍ରା ରେ ପ୍ରାୟ ୫ ହଜାର ଶ୍ରଦ୍ଧାଳୁ ଆରସିଡି ପଡ଼ିଆ ପର୍ଯ୍ୟନ୍ତ ଯାଇଥିଲେ । ଏହି ଶୋଭାଯାତ୍ରା ଓ କାର୍ଯ୍ୟକ୍ରମ ରେ  ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଗୌରୀ ଶଙ୍କର ମାଝୀ, ଗୋ ଭକ୍ତ ସର୍ବେଶ୍ଵର ପାତ୍ର, ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ସୂର୍ଯ୍ୟବଂଶୀ ଜୟନ୍ତ,ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ,  ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ବାସନ୍ତୀ ମାଝୀ, ଉପାଧ୍ୟକ୍ଷ ଲିଙ୍ଗରାଜ ଭତ୍ରା, ବରିଷ୍ଠ ଆଇନଜୀବି ନରସିଂହ ତ୍ରିପାଠୀ, ଶଙ୍କର୍ଷଣ ସ୍ୱାଇଁ, ଶ୍ରୀକାନ୍ତ ପଣ୍ଡା, ଗୁପ୍ତ ଶଙ୍କର ଷଡ଼ଙ୍ଗୀ, କାର୍ତ୍ତିକ ଦାସ,ଗୋରା ହରିଜନ, ନିଳକଣ୍ଠ ବିଷୟୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।ଆଗାମୀ ଦିନରେ ଏଭଳି ଅନେକ ଧାର୍ମିକ କାର୍ଯ୍ୟକ୍ରମ କରିବା ସହ , ଭଗବତ୍ ଟୁଙ୍ଗି ନିର୍ମାଣ, ରକ୍ତ ଦାନ ଭଳି ସେବା କାର୍ଯ୍ୟ ପରିଷଦ ମାଧ୍ୟମରେ ହେବ ବୋଲି କାର୍ଯ୍ୟକର୍ତ୍ତା ମାନେ ସୂଚିତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like