-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ

28-Apr-2026



ବଲାଙ୍ଗୀର/ ଆଜି ଏପ୍ରିଲ ୨୮, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଲୟର୍ସ ଡେ’ ଧୁମ୍‌ଧାମ୍ ରେ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ହାଇକୋର୍ଟର ମାନ୍ୟବର ବିଚାରପତି ମୃଗାଙ୍କ ଶେଖର ସାହୁ ଯୋଗ ଦେଇ ଭାଷା ଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗରେ ମଧୁବାବୁଙ୍କ ମହନୀୟ ଅବଦାନ ସଂପର୍କରେ ଆଲୋକପାତ କରିଥିଲେ । ଭାରତୀୟ ଆଇନଜୀବୀ ବୃତ୍ତି କୁ ସଂଶୋଧିତ କରି ମହିଳା ମାନଙ୍କୁ ଆଇନଜୀବୀ ବୃତ୍ତି ଗ୍ରହଣ କରିବାର ଅଧିକାର ପ୍ରଦାନ କରିବବାରେ ମଧୁବାବୁଙ୍କ ଅବଦାନ ଅବିସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟ ଅତିଥି ଶ୍ରୀ ସାହୁ କହିଥିଲେ ।  ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ହୀରଣ୍ମୟ ବିଷୋୟୀ ଯୋଗ ଦେଇ   ନିଜ ବକ୍ତବ୍ୟରେ ମଧୁବାବୁ ଏହି ଦେଶ ଓ ଜାତିର ଟେକ ବୃଦ୍ଧି କରି ଓଡ଼ିଶାବାସୀଙ୍କୁ ସ୍ୱାଭିମାନର ସହ ବଂଚିବାର ବାଟ ଦେଖାଇଥିଲେ ବୋଲି କହିଥିଲେ । ପ୍ରଥମରେ ଅତିଥି ମାନେ ମଧୁସୂଦନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭାର ଶୁଭାରମ୍ଭ କରିଥିଲେ । ସଭା ପ୍ରାରମ୍ଭରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଦିବଙ୍ଗତ ଓକିଲ ମାନଙ୍କ ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସଭାକୁ ବରିଷ୍ଠ ଆଇନଜୀବୀ ପ୍ରମୋଦ ତ୍ରିପାଠୀ ସଂଯୋଜନା କରିଥିଲେ । ଏହି ଅବସରରେ ବଲାଙ୍ଗୀରରେ ୫ଠବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଓକିଲାତି କରିଥିବା ୫ଜଣ ବରିଷ୍ଠ ଆଇନଜୀବୀ ବିନାୟକ ମିଶ୍ର, ବାସୁଦେବ ଗୁରୁ,  ସୁବୋଧ ଚରଣ ମିଶ୍ର, କାନନ ବିହାରୀ ସ୍ୱାଇଁ ଏବଂ ଜୟରାମ ମିଶ୍ରଙ୍କୁ ମାନପତ୍ର ଓ ଉପାୟନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।  ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର, ଭବାନୀ ଶଙ୍କର ଶତପଥୀ, ଜୟକୃଷ୍ଣ ସାହୁ ପ୍ରମୁଖ  ନିଜ ବକ୍ତବ୍ୟରେ ଓକିଲାତି ବୃତ୍ତିକୁ ଏକ ନୂତନ ପରିଚୟ ଦେଇଥିବା ମଧୁସୂଦନ ଦାସଙ୍କ କର୍ମମୟ ଜୀବନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ସଂଘର କୋଷାଧ୍ୟକ୍ଷ ଶିବ ଦ୍ୱିବେଦୀ, ଯୁଗ୍ମ ସଂପାଦିକା ସବିତାରାଣୀ ମିଶ୍ରଙ୍କ ସମେତ ସୁମିତ ଖୁଆସ, ଦିପ୍ତୀ ଶର୍ମା, ଭବାନୀ ଭୋଇ, ସୁଧାଂଶୁ  ଶେଖର ଦେଓ ଶଙ୍କର ମିଶ୍ର, ଅରବିନ୍ଦ ପୂଝାରୀ, ସଂଜୟ ପଟେଲ, ଦେବାଶିଷ ବିଶ୍ୱାଳ, ଚନ୍ଦ୍ରଶେଖର ମିଶ୍ର, ଅଧିକାରୀ ଦନ୍ତା, ଅଶୋକ ରାଉତ  ଭକ୍ତ ନାଏକ ପ୍ରମୁଖ ସହଯୋଗ କରିଥିଲେ ।  ସଂଘର ଉପସଭାପତି ଚିନ୍ମୟ ମିଶ୍ର  ମଂଚାସୀନ ଥିବା ବେଳେ ସଭା ଶେଷରେ  ସଂପାଦକ ଅଶୀତ ଷଡଙ୍ଗୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସମାରୋହରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସମସ୍ତ ସମସ୍ତ ସଭ୍ୟସଭ୍ୟା ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like