-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ଜିଲ୍ଲା

ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ

29-Apr-2026



କେନ୍ଦୁଝର/ଘଟଗାଁ(ପ୍ରେରଣା ଖବର): ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ।

  ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ମଲ୍ଲୀପଶି ରେ ଯାହା ଏବେ ସାରା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି।

  ମିଳିଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଡିଆନାଳୀ ଗ୍ରାମର କାଲା ମୁଣ୍ଡା ନାମକ ଜଣେ ବୃଦ୍ଧା ଙ୍କ ମଲ୍ଲିପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ରେ ଏକ ଜମା ଖାତା ଖୋଲିଥିଲେ। ୨ ମାସ ପୂର୍ବରୁ କାଲା ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା ବେଳେ ଘର ନିକଟରେ ତାଙ୍କୁ ପୋତି ଦିଆଯାଇଥିଲା। ତାଙ୍କ ସାନଭାଇ ଜିତୁ ମୁଣ୍ଡା କାଲା ମୁଣ୍ଡା ଙ୍କ ପାସ୍ ବୁକ୍ ନେଇ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମଲ୍ଲିପଶି ଶାଖାକୁ ଯାଇ କାଲା ଙ୍କ ପାସ୍ ବୁକ୍ ର ଥିବା ସମସ୍ତ ଟଙ୍କା ତାଙ୍କୁ ଦେବାକୁ କହିଥିଲେ। ଯାହା ନାମରେ ପାସ୍ ବୁକ୍ ସିଏ ଆସିଲେ ଟଙ୍କା ଦିଆଯିବ ବୋଲି ବ୍ୟାଙ୍କ କର୍ତ୍ତୃପକ୍ଷ କହିବା ପରେ ଜିତୁ ଘରକୁ ଆସି କାଲା ମୁଣ୍ଡାଙ୍କ ଗଳିତ ମୃତଦେହ ଖୋଳି ବାହାର କରି ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ରେ ପହଞ୍ଚି ଯାହା ନାମରେ ପାସ୍ ବୁକ୍ ତାକୁ ଆଣିଛି ଟଙ୍କା ଦିଅ ବୋଲି କହିଥିଲେ। ବ୍ୟାଙ୍କ ବାରଣ୍ଡାରେ ମୃତ ଦେହ ଦେଖି ବ୍ୟାଙ୍କ ମ୍ୟାନେଜର ପାଟଣା ଥାନାକୁ ଖବର ଦେଇଥିଲେ। ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜିତୁ ମୁଣ୍ଡା କୁ ବୁଝା ସୁଝା କରି ଟଙ୍କା ପାଇବା ପାଇଁ ସମସ୍ତ କାଗଜପତ୍ର କରାଇ ଦେବାକୁ ପ୍ରତିଶ୍ରୁତି ଦେବା ପରେ ଜିତୁ ମୁଣ୍ଡା ମୃତଦେହକୁ ପୁନର୍ବାର ସେହି ସ୍ଥାନରେ ପୋତି ଦେବାରୁ ଏହି ଚାଞ୍ଚଲ୍ୟକର ଘଟଣା ର ଯବନିକା ପଡ଼ିଥିଲା। ଏଥିରେ ସ୍ଥାନୀୟ ଜନସାଧାରଣ ବ୍ୟାଙ୍କ କତ୍ତୃପକ୍ଷଙ୍କୁ ଦାୟି କରି କର୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like