-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଗୋସେବା ଶିବିର

29-Apr-2026



(ରଂଜିତ ମହାନ୍ତି )
ବରୀ ବ୍ଳକ ବୋଦୁଅ ପଞ୍ଚାୟତର ଯଜ୍ଞପଡିଆ ଠାରେ ବିଶ୍ୱଶାନ୍ତି ମହାଯଜ୍ଞ ଅବସର ରେ ଆଜି ସକାଳୁ ଏକ ଗୋଚିକିତ୍ସା ଶିବିର ଅନୁଷ୍ଠିତ ହେlଇଥିଲା l ଏଥିରେ ବରୀ ଗୋଷ୍ଠୀପ୍ରାଣୀ ଚିକିତ୍ସା କେନ୍ଦ୍ର ଓ ସ୍ଥାନୀୟ ଅଞ୍ଚଳବାସୀ ଙ୍କ ମିଳିତ ସହଯୋଗ ରେ ବ୍ଳକ ପ୍ରାଣୀଚିକିତ୍ସା ଅଧିକାରୀ ଡାକ୍ତର ଭକ୍ତ ଚରଣ ସେଠି, ଅତିରିକ୍ତପ୍ରାଣୀଚିକିତ୍ସା ଅଧିକାରିଣୀ ଡାକ୍ତର ସଂଗୀତା ପ୍ରଧାନ, ପ୍ରାଣୀଧନ ନିରୀକ୍ଷକ ନିର୍ମଳ ପଣ୍ଡା, ସୁବ୍ରତ କୁମାର ରାଉତ, ମୈତ୍ରୀ ଅମୁଲ୍ୟ କୁମାର ଜେନା, ଅନନ୍ତ କିଶୋର ମଲ୍ଲିକ ପ୍ରମୁଖ ଯୋଗ ଦେଇ ଗୋରୁ ଗାଈ ମାନଙ୍କୁ ଚିକିତ୍ସା କରିଥଲେ l ଅନ୍ୟ ମାନଙ୍କ ମଧ୍ୟ୍ୟରେ  ବିଞ୍ଝାରପୁର ଗୋପ୍ରଜାତି ପ୍ରୋତ୍ସାହନ ଗୋ ଉତ୍ପାଦକ ସମିତି ର ସମ୍ପାଦକ ସୁକାନ୍ତ କୁମାର ବିଶ୍ୱାଳ, ସମାଜସେବୀ  ବିଶ୍ୱନାଥ ତ୍ରିପାଠୀ, ବରିଷ୍ଠ ସlମ୍ବାଦିକ ପ୍ରଭାତ କୁମାର ମହାନ୍ତି, ଅଧ୍ୟାପକ ଗ୍ୟାନ ରଞ୍ଜନ ଧଳ, ଶିକ୍ଷାବିତ ବlନେଶ୍ଵର ତ୍ରିପାଠୀ, ଗୋସେବକ ବିବେକ ନାଥ ପ୍ରମୁଖ ଅଂଶ ଗ୍ରହଣ କରି ଗୋ ପାଳନ ଆଲୋଚନା ଚକ୍ରରେ ଗୋ ଚିକିତ୍ସା ସମ୍ପର୍କ ରେ ଲୋକମାନଙ୍କୁ ସଚେତନ କରାଇଥିଲେ lଆଖପାଖ ଅଞ୍ଚଳର ଗୋମାତା ଙ୍କ ଚିକିତ୍ସା ସହିତ ଗୋଖାଦ୍ୟ ପ୍ରଦାନ କରାଯାଇଥିଲା ଏହି ଅବସର ରେ ଗୋସେବକ ଓ ଗୋପାଳନ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା ଉକ୍ତ କାର୍ଯ୍ୟକ୍ରମ କୁ ବିଜୟ କୁମାର ଜେନା, ଆର୍ତ୍ତବନ୍ଧୁ ଜେନା, ରମାକାନ୍ତ ଜେନା, ବିଶ୍ୱଭୂଷଣ ଜେନା, ଦୀପ୍ତି ରଞ୍ଜନ ଧଳ, ଦେବୀ ପ୍ରଶ୍ନନ ଜେନା, ରତ୍ନାକର ପଲାଇ, ତାପସ କୁମାର ଜେନା, ଅତୀଶ କୁମାର ଜେନା, କାଶୀନାଥ ପଲାଇ, ଶରତ ଚନ୍ଦ୍ର ତ୍ରିପାଠୀ,ଦର୍ପ ନାରାୟଣ ଧଳ, ମନୋଜ ସାହୁ, ଜଗବନ୍ଧୁ ପରମାଣିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like