-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ରାଜନୀତି

ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ

29-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ଓ କଂଗ୍ରେସର ମେଣ୍ଟ ହେବନାହିଁ | ଏନେଇ ନିଜର ସ୍ପଷ୍ଟୀକରଣ ରଖିଛନ୍ତି କଂଗ୍ରେସର ପି.ସି.ସି ସଭାପତି ଭକ୍ତ ଚରଣ ଦାସ | ପଞ୍ଚାୟତ ନିର୍ବାଚନକୁ ନେଇ ବଡ ମନ୍ତବ୍ୟ ଦେଇଛନ୍ତି ଭକ୍ତଦାସ | ଏହାସହିତ ଆଗାମୀ ଦିନରେ କଂଗ୍ରେସ ମେଣ୍ଟ କରିବ ନାହିଁ ବୋଲି ମଧ୍ୟ ସ୍ପଷ୍ଟ କରିଛନ୍ତି । ସେ ଆହୁରି କହିଛନ୍ତିଯେ, ଆମେ ଏକାକୀ ଏହି ନିର୍ବାଚନ ଲଢ଼ିବୁ , ଆମ ଦଳ ଏବେ ବି ସଶକ୍ତ ଅଛି । ଯଦି ବିଧାନସଭା ନିର୍ବାଚନରେ ଆବଶ୍ୟକ ପଡିଲେ ବୁଝାବଣା ହୋଇପାରେ କିନ୍ତୁ ପଞ୍ଚାୟତ ନିର୍ବାଚନରେ କୌଣସି ପରିସ୍ଥିତିରେ ମଧ୍ୟ ମେଣ୍ଟ ହେବନାହିଁ ।ସୂଚନାଥାଉକି, ଗତ ରାଜ୍ୟସଭା ନିର୍ବାଚନ ସମୟରେ କଂଗ୍ରେସ ଏବଂ ବିଜେଡି ହାତ ମିଳାଇଥିଲେ। ଯଦିଓ ଉଭୟ ବିରୋଧି ଦଳ ବିଜେପି ଆଗରେ ହାର ମାନିଥିଲେ, ତଥାପି ଉଭୟେ ରାଜ୍ୟରେ ଆଗକୁ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଏକାଠି ଲଢ଼ିବେ ବୋଲି ଏକପ୍ରକାର କଳ୍ପନାଜଳ୍ପନା ଲାଗି ରହିଥିଲା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କର ଏପ୍ରିଲ ୧୩ ତାରିଖର ଏକ ବୟାନ ଏହି ଚର୍ଚାକୁ ଆଗକୁ ବଢ଼ାଇ ଥିଲା । ତେବେ କଂଗ୍ରେସ ଓ ବିଜେଡି ମଧ୍ୟରେ ଆଗାମୀ ଦିନରେ ନିର୍ବାଚନୀ ମେଣ୍ଟର ନିଷ୍ପତ୍ତି ହାଇକମାଣ୍ଡ ନେବେ ବୋଲି କହିଥିଲେ ଭକ୍ତ। କେବଳ ଭକ୍ତ ନୁହଁନ୍ତି ବରଂ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ମଧ୍ୟ ଭକ୍ତଙ୍କ ଏହି ବୟାନକୁ ଗ୍ରହଣ କରିଥିଲେ ଏବଂ କହିଥିଲେ ଯେ,' ସବୁ କ୍ଷେତ୍ରରେ ସମ୍ଭାବନା ରହିଛି, ଯଦି ପିସିସି ସଭାପତି ଏପରି କିଛି କହିଛନ୍ତି ତାହାହେଲେ କିଛି ଅନୁଧ୍ୟାନ କରି କହିଥିବେ।'


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like