-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*

29-Apr-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ଥାନା ହାଜତ ଭିତରେ ଜଣେ  ଅଭିଯୁକ୍ତଙ୍କ ମୃତୁ ଘଟିଛି, ଯାହା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ମୃତ ଯୁବକ ଜଣକ ମେଦେନା ପଞ୍ଚାୟତର ଅଂଚଳା ଗ୍ରାମର ପୂର୍ଣ୍ଣ କଲାର ବଲି ଜଣାପଡିଛି। ଗତକାଲି ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ମଧ୍ୟ ଶେଷ ହୋଇଥିଲା। ଆଜି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥାନ୍ତା, କିନ୍ତୁ ତା' ପୂର୍ବରୁ ଗତକାଲି ବିଳମ୍ବିତ ରାତିରେ ସେ ନିଜ ଚାଦରକୁ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ପୋ ଲିସ ପକ୍ଷରୁ ସୂଚନା ମିଳିଛି କିନ୍ତୁ ପରିବାର ଲୋକେ ଏହା ଆତ୍ମହତ୍ୟା ନୁହଁ ତାକୁ ମାରିଦେଇଥିବା ଅଭିଯୋଗ ଆଣି ଥାନା ଆଗରେ 
ବିକ୍ଷୋଭ  ପ୍ରଦର୍ଶନ କରିଛନ୍ତି । ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।କାରଣ ଥାନା ଭିତରେ ୨୪ ଘଣ୍ଟା ପୋଲିସ କର୍ମଚାରୀଙ୍କ ଉପସ୍ଥିତି ସତ୍ତ୍ୱେ ଜଣେ ଆସାମୀ କିଭଳି ଆତ୍ମହତ୍ୟା କଲେ, ତାହାକୁ ନେଇ ଏବେ ସନ୍ଦେହ ଘନୀଭୂତ ହେବାରେ ଲାଗିଛି। ତେବେ ଏହା ପଛରେ ପୋଲିସର ଅବହେଳା ରହିଛି ନା ଅନ୍ୟ କିଛି କାରଣ, ତାହା ଉଚ୍ଚସ୍ତରୀୟ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ। ସବୁଠୁ ଗୁରୁତ୍ୱ ପୂର୍ଣ୍ଣ କଥା ଡାବୁଗାଁ ଥାନାରେ ମୃତ୍ୟୁ ହେବା ପରେ ପରିବାରକୁ ନ ଜଣାଇ ଯୁବକର ମୃତ ଶରୀରକୁ ନବରଙ୍ଗପୁର ନିଆ ଯାଇଛି ଏହା ସବୁଠୁ ବଡ଼ ସନ୍ଦେହ ସୃଷ୍ଟି 
କରୁଛି। ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ ପୋଲିସ ତାଙ୍କ ପୁଅକୁ ମାରି ଆତ୍ମହତ୍ୟାର ରୂପ ଦେବା ପାଇଁ ଚେଷ୍ଟା କରୁଛି ଏହା ପଛରେ ପଲିସର କଣ ସ୍ଵାର୍ଥ୍ୟ ରହିଛି ତାହା ଜଣା ପଡୁନାଇଁ ବୋଲି ଅଭିଯୋଗ ଆଣିଲେ ପରିବାର 
ଲୋକେ  ।

*ବିଦ୍ର:-ଥାନା ଭିତରେ ଅଭିଯୁକ୍ତ ମୃତ ଏଭଳି ଘଟଣା ନବରଙ୍ଗପୁର ଜିଲ୍ଲାରେ ପ୍ରଥମ ଥର ଘଟିଛି*


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like