-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର

29-Apr-2026



ବଲାଙ୍ଗୀର (ପ୍ରେରଣା ଖବର ): ଅନ୍ୟ ରାଜ୍ୟ ଗୁଡ଼ିକ ତୁଳନାରେ ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ଆର୍ଥିକ ତଥା ସାମାଜିକ ସ୍ଥିତି ଅପେକ୍ଷାକୃତ ଦୁର୍ବଳ । ସାମ୍ବାଦିକ ମାନଙ୍କୁ ବୃତ୍ତିଗତ ସହାୟତା ପ୍ରଦାନ କରାଯାଇ ଅଧିସ୍ବୀକୃତି କମିଟି ପୁନର୍ଗଠନ ପୂର୍ବକ ଜିଲ୍ଲା ଓ ରାଜ୍ୟ ସ୍ତରରେ ମାନ୍ୟତା ପ୍ରଦାନ, ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ୬୦ ବର୍ଷରୁ ତଦୁର୍ଦ୍ଧ ସାମ୍ବାଦିକଙ୍କ ପାଇଁ ମାସିକ ୧୫ ହଜାର ପେନସନ ବ୍ୟବସ୍ଥା, ଓଡ଼ିଶାରେ ପ୍ରେସ ଏକାଡେମୀ ଗଠନ ପୂର୍ବକ ଭୁବନେଶ୍ୱର ଠାରେ ଭବନ ନିର୍ମାଣ କରାଯାଇ ବୃତ୍ତିଗତ କାର୍ଯ୍ୟରେ ରାଜଧାନୀ ଆସୁଥିବା ସାମ୍ବାଦିକଙ୍କ ପାଇଁ ସ୍ୱଳ୍ପ ମୂଲ୍ୟରେ ରହଣି ବ୍ୟବସ୍ଥା ତଥା ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନା ପରିଧିରେ ଅବସରପ୍ରାପ୍ତ ସାମ୍ବାଦିକ, ହିତାଧିକାରୀଙ୍କ ପିତାମାତା ତଥା ୨୫ ବର୍ଷରୁ ଉର୍ଦ୍ଧ୍ବ ସନ୍ତାନ ମାନଙ୍କୁ ସାମିଲ କରିବା ପ୍ରମୁଖ ୫ ଦଫା ଦାବିରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା ।  ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ଦାବିପତ୍ର ଗ୍ରହଣ କରିଥିଲେ। ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର ସଭାପତି ଅଶ୍ୱିନୀ କୁମାର ନାଏକଙ୍କ ନେତୃତ୍ୱରେ କାର୍ଯ୍ୟକାରୀ ସଭାପତି ସନ୍ଦୀପ କୁଅଁର, ସାଧାରଣ ସମ୍ପାଦକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ୟାମସୁନ୍ଦର ମେହେର, ପୂର୍ବତନ ସଭାପତି ଆନନ୍ଦ ଚନ୍ଦ୍ର ସାହୁ, ଶ୍ୟାମପ୍ରସାଦ ଗୁରୁ, ଉପ ସଭାପତି ସୁଶାନ୍ତ ବାରିକ, ବିମଳେନ୍ଦୁ ସାହୁ, ମହେଶ କର ପ୍ରମୁଖ ଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ଗଣ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like