-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

29-Apr-2026



କଟକ(ତପନ ମହାନ୍ତି): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ,ଓରମାସ (ORMAS),କଟକ  ଦ୍ଵାରା ନେତାଜୀ ବସ ଟର୍ମିନାଲ (CNBT), ଠାରେ ପ୍ରଥମ ମହଲାରେ ଅବସ୍ଥିତ “ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର – ଦ ଭିଲେଜ ଷ୍ଟୋର” ରେ ପଟ୍ଟଚିତ୍ର କଳାର ଦୁଇଦିନିଆ ପ୍ରାୟୋଗିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ପଟ୍ଟଚିତ୍ର ହେଉଛି ଓଡ଼ିଶାର ଏକ ପ୍ରସିଦ୍ଧ ପାରମ୍ପରିକ ଚିତ୍ରକଳା ଶୈଳୀ । “ପଟ୍ଟ” ମାନେ କପଡ଼ା (କ୍ୟାନଭାସ) ଏବଂ “ଚିତ୍ର” ମାନେ ଚିତ୍ରଣ—ଅର୍ଥାତ୍ କପଡ଼ା ଉପରେ ଅଙ୍କିତ ଚିତ୍ରକଳାକୁ ପଟ୍ଟଚିତ୍ର କୁହାଯାଏ । ଏହି କଳାର ମୂଳ କେନ୍ଦ୍ର ପୁରୀ ଜିଲ୍ଲା ଅନ୍ତର୍ଗତ ରଘୁରାଜପୁର ଗ୍ରାମ, ଯେଉଁଠାରେ ଅନେକ ପରମ୍ପରାଗତ ଶିଳ୍ପୀ ପରିବାର ପିଢି ପରେ ପିଢି ଏହି କଳାକୁ ଅନୁସରଣ କରୁଛନ୍ତି । ଏହି କଳାରେ ପ୍ରାକୃତିକ ରଙ୍ଗରେ ସୂକ୍ଷ୍ମ ,ନିଖୁଣ,ପୌରାଣିକ ବିଷୟ ଆଦି ସୁନ୍ଦର ଭାବେ ପ୍ରକାଶ ପାଏ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ରେଭେନସା ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଯୁବକ ଯୁବତୀ ସକ୍ରିୟ

ଭାବେ ଅଂଶଗ୍ରହଣ କରିଥିଲେ । ଏହି କର୍ମଶାଳାରେ ପ୍ରସିଦ୍ଧ ପଟ୍ଟଚିତ୍ର ଶିଳ୍ପୀମାନେ ଛାତ୍ରଛାତ୍ରୀଙ୍କୁ ପଟ୍ଟଚିତ୍ରର ଇତିହାସ, ପାରମ୍ପରିକତା, ପ୍ରାକୃତିକ ରଙ୍ଗର ବ୍ୟବହାର, ଚିତ୍ର ଅଙ୍କନର ବିଶେଷ ପ୍ରଣାଳୀ ଏବଂ ଏହାର ସାଂସ୍କୃତିକ ମହତ୍ତ୍ୱ ସମ୍ପର୍କରେ ବିସ୍ତୃତ ଧାରଣା ପ୍ରଦାନ କରିବା ସହ ଏହି କୌଶଳର ଗୁରୁତ୍ଵ ଓ ଏହା ମାଧ୍ୟମରେ ସ୍ଵୟଂରୋଜଗାର ସୃଷ୍ଟି କରିବାର ସୁଯୋଗ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଓଡ଼ିଶାର ପ୍ରାଚୀନ ଏବଂ ଗୌରବମୟ କଳା ଐତିହ୍ୟ ‘ପଟ୍ଟଚିତ୍ର’କୁ ନିକଟରୁ ଜାଣିବା, ବୁଝିବା ଏବଂ ଏହାର ସୃଜନଶୀଳ ପ୍ରକ୍ରିୟାକୁ ଅନୁଭବ କରିବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଓରମାସ ଯୁଗ୍ମ କାର୍ଯ୍ୟ ନିର୍ବାହୀ, ଶ୍ରୀ ବିପିନ ରାଉତ ମତ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like