-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ରାଜଧାନୀରେ ଚାଞ୍ଚଲ୍ୟ, ଘାଟିକିଆ ହନୁମାନ ମନ୍ଦିର ନିକଟରୁ ଝୁଲନ୍ତା ମୃତଦେହ ଠାବ

07-Feb-2021



ଭୁବନେଶ୍ୱର (ଶୁଭାଶିଷ ନାୟକ) : ରାଜଧାନୀରେ ପୁଣି ଚାଞ୍ଚଲ୍ୟ । ଅଜଣା ଯୁବକଙ୍କ ଝୁଲନ୍ତା ମୃତେଦହ ଠାବ ହୋଇଛି । ଘାଟିକିଆ ହନୁମାନ ମନ୍ଦିର ନିକଟରେ ଥିବା ଏକ ଗଛରୁ  ଯୁବକଙ୍କ ଗଳିତ ଶବ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଆଜି ସକାଳ ସମୟରେ ରାଜଧାନୀ ଉପକଣ୍ଠ ଘାଟିକିଆ ହନୁମାନ ମନ୍ଦିର ନିକଟରେ ଜଣେ ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ ହୋଇଛି । ସ୍ଥାନୀୟ ଲୋକେ ମୃତଦେହଟି ଦେଖି ପୋଲିସକୁ ସୂଚନା ଦେଇଥିଲା । ପୋଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲା ।  ଦୀର୍ଘଦିନ ଧରି ଗଛରେ ମୃତଦେହଟି ଝୁଲି ରହିଥିବା ଅନୁମାନ କରାଯାଉଛି । ତେବେ ବର୍ତ୍ତମାନ ସୁଦ୍ଧା ଘଟଣାସଂପର୍କରେ ସବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ ।

ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଲେ ଅନେକ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟଲୋକ ଆଶା କରିଛନ୍ତି । କିପରି ଜଣେ ଯୁବକଙ୍କ ମୃତ୍ୟୁ ଏଠାରେ ହେଲା ? ଏବଂ ତାଙ୍କୁ କିପରି ମାରି ଗଛରେ ଟାଙ୍ଗିଛି? ନା ସେ ଆତ୍ମହତ୍ୟା କରିଛନ୍ତି । ସେନେଇ ଖୋଲତାଡ଼ ଆରମ୍ଭ କରିଛି ପୋଲିସ । ସେପଟେ ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌କୁ ଘଟଣାସ୍ଥଳକୁ ଡକାଯିବାର ସମ୍ଭାବନା ରହିଛି ।  


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like