-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||     

HOME   ଜିଲ୍ଲା

ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ

29-Apr-2026



(ରଂଜିତ ମହାନ୍ତି )
 ବରୀରେ ବେଧଡ଼କ ଭାବେ ବାଲି ଲୁଟ୍ ଚାଲିଛି । ବେଆଇନ ଭାବେ ନିଲାମ ହୋଇନ‌ଥିବା ନଦୀ ପଠାରୁ ଖୋଲାମେଲାରେ ବାଲି ଲୁଟ୍ ଚାଲିଛି। ବ୍ରାହ୍ମଣୀ ନଦୀର ରାମଚନ୍ଦ୍ରପୁର କଲେଜ ନିକଟ ନଦୀପଠାରୁ ପ୍ରତିଦିନ ଶହଶହ ଟ୍ରିପ୍ ବାଲି ଚୋରାଚାଲାଣ କରାଯାଉଛି। ଏପରିକି ମେସିନ ଲଗାଇ ବାଲି ଉଠାଯାଉଛି। ନଦୀପଠାରୁଶହଶହ ଟ୍ରିପ୍ ବାଲି ଉଠାଯାଇ ମାତ୍ର କେତେ ମିଟର ଦୂରରେ ଥିବା ପଡ଼ିଆରେ ଜମା କରାଯାଉଛି। ହେଲେ ପ୍ରଶାସନ ନଜରରେ ତାହା କିପରି ପଡୁନାହିଁ ତାକୁ ନେଇ ପ୍ରଶ୍ନ ଉଠିଛି ରାଜନୈତିକ ଚାପରେ ତହସିଲ ପ୍ରଶାସନ ଚୁପ ରହୁଥିଲା ବେଳେ ଲଘୁ ଖଣିଜ ବିଭାଗ ଅଧିକାରୀଙ୍କ ନିକଟରେ ଖବର ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026

You Might Also Like