-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ରାଜ୍ୟ

ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ

29-Apr-2026



ବଲାଙ୍ଗୀର(ପ୍ରେରଣା ଖବର):ସ୍ଥାନୀୟ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା କନଫରେନ୍ସ ହଲ ଠାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ,ବଲାଙ୍ଗୀର ତରଫରୁ ଆୟୋଜିତ ତଥା ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ,ଓଡି଼ଶା ସରକାର  ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା, ଭୁବନେଶ୍ୱର ର ମିଳିତ ପ୍ରୟାସ ରେ +୨ ବିଜ୍ଞାନ ଓଡ଼ିଆ ରେ ପଢିବା ନିମନ୍ତେ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା।

ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା ସଭାପତିତ୍ୱ କରିଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇ ମଂଚାସୀନ ଥିଲେ।ପ୍ରଶିକ୍ଷକ ଭାବେ ସଚିକାନ୍ତ ପଧାନ, ପ୍ରକଳ୍ପ ନିର୍ଦ୍ଦେଶକ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ଭୁବନେଶ୍ୱର ଯୋଗ ଦେଇ ଥିଲେ। ପ୍ରଶିକ୍ଷକ ଶ୍ରୀ ପଧାନ ପ୍ରଶିକ୍ଷାର୍ଥୀ ମାନଙ୍କୁ +୨ ବିଜ୍ଞାନ ଓଡ଼ିଆ ବିଷୟରେ ଅଧ୍ୟୟନ କରିବା ସମୟରେ ଛାତ୍ରଛାତ୍ରୀ ମାନଙ୍କୁ ସହଜ ଭାବରେ ବିଷୟବସ୍ତୁ ଉପସ୍ଥାପନା କରିବା ପ୍ରଣାଳୀ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପଣ୍ଡା ଏହି ପ୍ରଶିକ୍ଷଣ ଶିବିର ଶିକ୍ଷାର ଗୁଣବତ୍ତା ବୃଦ୍ଧିରେ ଉଲ୍ଲେଖନୀୟ ଭୂମିକା ନେବ ବୋଲି ନିଜ ବକ୍ତବ୍ୟରେ କହିଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା ବେହେରା ନିଜ ବକ୍ତବ୍ୟରେ +୨ ବିଜ୍ଞାନ ଓଡ଼ିଆରେ ପଢିବା ଦ୍ୱାରା ଛାତ୍ରଛାତ୍ରୀଙ୍କ ଭାଷା ଦକ୍ଷତା, ଚିନ୍ତନ ଶକ୍ତି ଓ ଅଭିବୃଦ୍ଧିକୁ ଉନ୍ନତ କରିବ ବୋଲି କହିଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ ନିଜ ବକ୍ତବ୍ୟରେ ଏଭଳି ପ୍ରଶିକ୍ଷଣ ଶିବିର ଶିକ୍ଷକ ମାନଙ୍କ ପାଇଁ ଜ୍ଞାନ ବୃଦ୍ଧି ଓ ଶିକ୍ଷାଦାନ ଦକ୍ଷତା ବିକାଶରେ ଏକ ଉତ୍କୃଷ୍ଟ ମାଧ୍ୟମ ବୋଲି କହିଥିଲେ। ଏହି

ପ୍ରଶିକ୍ଷଣ ଶିବିରରେ ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ୪୨ଜଣ ଅଧ୍ୟକ୍ଷ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମର ସଂଯୋଜନା ଜିଲ୍ଲା ବିଜ୍ଞାନ ତତ୍ୱାବଧାରକ ନବଘନ ସାହୁ କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ଧନ୍ୟବାଦ ଦେଇଥିଲେ।ଜିଲ୍ଲା ପ୍ରକଳ୍ପକାର୍ଯ୍ୟାଳୟର ପ୍ଳାନିଙ୍ଗ କୋର୍ଡିନେଟର ଦେବେଶ ମିଶ୍ର,ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ନୀଳାଚଳ ଗାଈଗରିଆ, ଶିକ୍ଷା କର୍ମଚାରୀ କରୁଣା ସା, ସୁକୁମାର ନନ୍ଦ ଓ ରାଧାଶ୍ୟାମ ପୁଟେଲ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like