-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||     

HOME   ଜିଲ୍ଲା

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ 

29-Apr-2026



କଟକ: ପୋତାପୋଖରୀ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦଶମ ସଂସ୍କରଣ ଉଦ୍ ଯାପିତ ହୋଇଯାଇଛି ଟୁର୍ଣାମେଣ୍ଟରେ ମହାକାଳୀ ଓ୍ବାରିଅର୍ସ ଚମ୍ପିୟାନ ୟାନ ହୋଇ ଟ୍ରଫି ସହ ୫୦ ଜାର ଓ ସ୍କାୟ ଲିଜେଣ୍ଡ ରନର୍ଷ ଅପ ହୋଇ ଟ୍ରଫି ସହ ୩୦ ହଜାର ଟଙ୍କା ପାଇଥିଲେ । ଗତ ରବିବାର ଉଦ‌ଯାପନୀ ଉତ୍ସବରେ ଅତିଥ୍ ଭାବେ ଚୌଦ୍ଵାର କଟକର ବିଧାୟକ ସୌଭିକ ବିଶ୍ଵାଳ, ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ଵାଳ, ସେଣ୍ଟ ଜାଭିୟର୍ସ ଗ୍ରୁପ ଅଫ ସ୍କୁଲର ନିର୍ଦ୍ଦେଶକ ଡଃ ପ୍ରଭୁ ଚରଣ ମହାନ୍ତି, ସ୍ଥାନୀୟ କର୍ପୋରେଟର ତାପସ ରଂଜନ ସାମନ୍ତରାୟ, ପୋତାପୋଖରୀ ପୂଜା କମିଟିର ସଭାପତି

ରମେଶ ଚନ୍ଦ୍ର କର, ସମ୍ପାଦକ ମନୋଜ କୁମାର ମହାରଣା, କାର୍ଯ୍ୟକାରୀ ସମ୍ପାଦକ ବାପି ରାୟ, ଶିକ୍ଷାବିତ ଡଃ ଚୌଧୁରୀ ସତ୍ୟ ଦାସ, ହିସାବ ନିରୀକ୍ଷକ ପ୍ରଦୀପ୍ତ କୁମାର ସାହୁ, ଗଗନ ସାହୁ, ରଞ୍ଜନ ସାହୁ, ଚନ୍ଦ୍ରକାନ୍ତ ଦାସ, ଅକ୍ଷୟ କୁମାର ସ୍ୱାଇଁ ଓ ସଚିନ ଦାସ ପ୍ରମୁଖ ଯୋଗ ଦେଇଥିଲେ।ଖେଳରେ  ସହ‌ଯୋଗୀ ଭାବେ ଅମିୟ ରଞ୍ଜନ ସ୍ଵାଇଁ, ବିନୋଦ ନାୟକ, ସମ୍ବିତ ଦାସ, ସହଦେବ ସାହୁ, ସମ୍ବିତ ମହାରଣା, ଅମରେଶ ମହାନ୍ତି, ଜଗବନ୍ଧୁ ଦାସ, ରଞ୍ଜିତ ମହାନ୍ତି, ସନତ ନାୟକ, ରଞ୍ଜିତ ଦାସ, ସିମେଣ୍ଟ ନାୟକ, ବୁଲା ସେଠୀ, ସୁବ୍ରତ ନାୟକ, ଲିଟନ ଖଟୁଆ, ରୋହନ ସାହୁ, ଶକ୍ତି ନାୟକ ଓ ଗୌରବ ଦାସ ପ୍ରମୁଖ ଦାୟିତ୍ଵ ନିର୍ବାହ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026
  ଜିଲ୍ଲା  
ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ   21-Jun-2026
  ଜିଲ୍ଲା  
ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                21-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ   21-Jun-2026

You Might Also Like