-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଜିଲ୍ଲା

ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ

29-Apr-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ୬ନମ୍ବର ୱାର୍ଡ ର ବରପାଲି ପଡା ତୃତୀୟ ଗଳି ର ରାସ୍ତା ଓ ଡ୍ରେନ୍ ମରାମତି ଓ ପୁନଃରୁଦ୍ଧାର ଅଭାବରୁ ବହୁ ଦିନରୁ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଗୋଟିଏ ପଟେ ସଂକୀର୍ଣ୍ଣ ରାସ୍ତା ଅନ୍ୟପଟେ  ମୁକୁଳା ଡ୍ରେନ୍ ଯୋଗୁଁ ଲୋକଙ୍କ ଯାତାୟାତରେ ଘୋର ଅସୁବିଧା ସୃଷ୍ଟି ହେଉଛି। ପୁଣି ଭଙ୍ଗାଦଦରା ପେଭର ବ୍ଲକ ରାସ୍ତା ଆଉ ଚାଲିବା ଉପଯୋଗୀ ହୋଇ  ନାହିଁ।  ଆଗକୁ ବର୍ଷା ଋତୁ, ରାସ୍ତା ଓ ଡ୍ରେନ ର ମରାମତି ନହେଲେ ପରିସ୍ଥିତି ଅସମ୍ଭାଳ ହୋଇପାରେ ବୋଲି ଲୋକେ ଅଭିଯୋଗ କରିଛନ୍ତି। ୱାର୍ଡ କାଉନସିଲର ଠାରୁ ଆରମ୍ଭ କରି ବଲାଙ୍ଗୀର ମୁନିସିପାଲିଟି କର୍ତ୍ତ୍ତୃପକ୍ଷ ଙ୍କୁ ବାରମ୍ବାର ଅଭିଯୋଗ ପରେ ମଧ୍ୟ ବରପାଲି ପଡାବାସୀ ନିଜର ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି । ଏଥିପାଇଁ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଶେଷରେ ବଲାଙ୍ଗୀର ମୁନିସିପାଲିଟି ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ଓ ପୌରାଧକ୍ଷା ଲିକା ସାହୁ ଙ୍କ ଉଦ୍ୟମରେ ଏହି ରାସ୍ତା ଓ ଡ୍ରେନ କାମ ର ପୁନଃରୁଦ୍ଧାର ହେବାକୁ ଯାଉଛି।

ଗତକାଲି ମୁନିସିପାଲିଟି ନିର୍ବାହୀ ଅଧିକାରୀ ଓ ପୌରାଧକ୍ଷା ସଦଳବଳେ ବରପାଲି ପଡାରେ ପହଂଚି ସ୍ଥିତିର ଅନୁଧ୍ୟାନ କରି  ସାମୂହିକ ସ୍ୱାର୍ଥ ଦୃଷ୍ଟିରୁ ରାସ୍ତା ଓ ଡ୍ରେନ କାମ ତୁରନ୍ତ ଆରମ୍ଭ କରିବାକୁ ପ୍ରତିଶୃତି ଦେଇଛନ୍ତି। ଏହି ରାସ୍ତାରେ ପୂର୍ବରୁ ହୋଇଥିବା ପେଭର ବ୍ଲକ କାମକୁ ଭାଙ୍ଗି ଏଠାରେ ପୁଣିଥରେ ନୂତନ ଭାବେ ରାସ୍ତା ନିର୍ମାଣ ହେବ ବୋଲି ନିର୍ବାହୀ ଅଧିକାରୀ ସମ୍ପୃକ୍ତ ଠିକାଦାର ଓ ଜେଇ ଙ୍କୁ କଡା ନିର୍ଦେଶ ଦେଇଛନ୍ତି। ରାସ୍ତା ଓ ଡ୍ରେନ ନିର୍ମାଣ ଦିଗରେ ବଲାଙ୍ଗୀର ମୁନିସିପାଲିଟି ତତ୍ପରତା ଦେଖାଇଥିବାରୁ  ବରପାଲିପଡା ବାସୀ ବଲାଙ୍ଗୀର ମୁନିସିପାଲିଟି ନିର୍ବାହୀ ଅଧିକାରୀ ଏବଂ ପୌରାଧ୍ୟକ୍ଷାଙ୍କୁ କୃତଜ୍ଞତା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like