-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ରାଜ୍ୟ

ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

30-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ଚନ୍ଦନଯାତ୍ରା ବିବାଦ ପ୍ରସଙ୍ଗ । ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ବିବାଦର ହେଲା ସମାଧାନ । ଶ୍ରୀମନ୍ଦିର କମାଣ୍ଡରଙ୍କୁ ଏନେଇ ରିପୋର୍ଟ ମଗାଯାଇଛି । ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ପ୍ରବଳ ପବନ ଯୋଗୁଁ ଦିନ ଚାପ ଅସମ୍ଭବ ଥିଲା । ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରାତି ଚାପ ହୋଇପାରି ନଥିଲା । ଏବେ ବିବାଦ ନେଇ ବୈଠକ ବସିଥିଲା । ଯେଉଁଥିରେ ମହାପ୍ରଭୁଙ୍କ ଚାପ ନୀତିକୁ ଶୃଙ୍ଖଳିତ କରିବାକୁ ସେବାୟତମାନେ ପ୍ରତିଶୃତି ଦେଇଛନ୍ତି । ଖାଲି ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି ।ସୂଚନାଥାଉକି,ଚନ୍ଦନ ଯାତ୍ରାର ନବମ ଦିବସରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳି ପାରିଲେନି ଠାକୁର। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଘଟିଛି ଏଭଳି ଘଟଣା ଘଟିଛି। ଚାପ ନଖେଳି ଦୀର୍ଘ ସମୟ ଧରି ଚାପ ଡଙ୍ଗାରେ ବସି ରହିଥିଲେ ମଦନମୋହନ, ରାମକୃଷ୍ଣ ଏବଂ ପଞ୍ଚପାଣ୍ଡବ। । ମହାପ୍ରଭୁ ଚାପ ରେ ବିଜେ ହୋଇ ସାରିଥିବାବେଳେ ଜଳକ୍ରୀଡା ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତେବେ ଚାପ ଉପରେ ଉପସ୍ଥିତିକୁ ନେଇ ଦୁଇ ସେବାୟତ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଗୋଟିଏ ସେବାୟତ ଗୋଷ୍ଠୀ ଚାପ ଉପରେ ରହିବା ପାଇଁ ରେକର୍ଡ ଅଫ୍ ରାଇଟ ରେ ଥିବା ଦାବି କରିଥିବା ବେଳେ ଅନ୍ୟ ଏକ ସେବାୟତ ଗୋଷ୍ଠୀ ଏହାକୁ ବିରୋଧ କରିଥିଲେ। ଯାହାଫଳରେ ବିବାଦ ଉଗ୍ରରୂପ ଧାରଣ କରିବା ଫଳରେ ରାତ୍ରି ଚାପ ଅନୁଷ୍ଠିତ ହୋଇପାରିନଥିଲା। ସମସ୍ୟାର ସମାଧାନ ନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା। ଠାକୁରଙ୍କ ଚାପ ଖେଳ ଦର୍ଶନ କରିନପାରି ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ ଶ୍ରଦ୍ଧାଳୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like