-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||     

HOME   ଜିଲ୍ଲା

ଖେଳପଡିଆ କାମରେ ଦୁର୍ନୀତି ଅଭିଯୋଗ 

12-Oct-2020



ଆଗଲପୁର,12/10- ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ପଞ୍ଚାୟତ ରୁ ଆସିଛି ଦୁର୍ନୀତି ଅଭିଯୋଗ । ସୂଚନା ମୁତାବକ ପଞ୍ଚାୟତ ର ଡୁଙ୍ଗୁରିପାଲି ଗ୍ରାମର କିଛି ଯୁବକ ଆଜି କୁଟାସିଂହା ପଞ୍ଚାୟତ କାର୍ଯାଳୟକୁ ତାଙ୍କ ଗ୍ରାମର ଖେଳପଡିଆ କାମରେ ଦୁର୍ନୀତି ହୋଇଥିବା ସଂପର୍କରେ ଅଭିଯୋଗ କରିବାକୁ ଆସିଥିଲେ । ସରପଞ୍ଚ କାର୍ଯାଳୟରେ ଅନୁପସ୍ଥିତ ଥିବାରୁ ସରପଞ୍ଚଙ୍କ ସ୍ବାମୀ ଙ୍କୁ ଦେଖାକରିବା ସହ ତାଙ୍କର ଅଭିଯୋଗ ସଂପର୍କରେ କହିଥିଲେ। ଅଭିଯୋଗକାରୀଙ୍କ କହିବା ମୁତାବକ କୁଟାସିଂହା ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମର ଖେଳପଡିଆ ଉନ୍ନତି ପାଇଁ 2019-20 ଆର୍ଥିକ ବର୍ଷ ପାଇଁ  କାଗଜପତ୍ର ରେ ଏକଲକ୍ଷ ପଚାଶ ହଜାର ଟଙ୍କା ର କାମ ହୋଇଛି କିନ୍ତୁ ବାସ୍ତବରେ ଖେଳପଡିଆରେ ଆଦୌ ମାଟିକାମ ହୋଇନାହିଁ । ଖେଳପଡିଆ କାମ ହେବାର କେହିବି ଜାଣି ନାହାଁନ୍ତି, କେବଳ କାଗଜପତ୍ର ରେ କାମ ଦେଖାଇ ପୁରା ଦେଢଲକ୍ଷ ଟଙ୍କା  ଆତ୍ମସାତ୍ କରାଯାଇଛି ବୋଲି ଅଭିଯୋଗ କରିଥିଲେ। ପଞ୍ଚାୟତ ରେ ଉପସ୍ଥିତ ଥିବା ସରପଞ୍ଚଙ୍କ ସ୍ବାମୀ କିନ୍ତୁ କାର୍ଯ୍ଯ ରେ ଦୁର୍ନୀତି ହୋଇଥିବା କଥାକୁ ଅସ୍ବୀକାର କରିବା ସହିତ କାମ ଠିକ୍ ଭାବରେ ହୋଇଛି ବୋଲି କହିଥିଲେ । ଏହି ଘଟଣା କୁ ନେଇ ସରପଞ୍ଚଙ୍କ ସ୍ବାମୀ ଅଭିଯୋଗକାରୀଙ୍କ ସହିତ ଯୁକ୍ତିତର୍କ କରିବାର ଦେଖିବାକୁ ମିଳିଥିଲା। ଅଭିଯୋଗକାରୀ ମାନେ ପଞ୍ଚାୟତ ରୁ ନିରାଶ ହେବା ପରେ ଆଗଲପୁର ବିଡିଓ ଙ୍କୁ ଲିଖିତ ଅଭିଯୋଗ କରିଥିଲେ । ଉକ୍ତ ଘଟଣା ସଂପର୍କରେ  ଆଗଲପୁର ବିଡିଓ ଙ୍କ ମତାମତ ଜାଣିବାକୁ ଚେଷ୍ଟା କରିଥିଲୁ ହେଲେ ବିଡିଓ ସାର୍ ଏହା ଏକ ପୁରୁଣା ଘଟଣା ଏବଂ ମୁଁ ନୂଆ ହୋଇ ବ୍ଲକ୍ ରେ ଯୋଗଦାନ କରିଥିବାରୁ ଘଟଣାର ତଦନ୍ତ ସରିଲା ପରେ ପ୍ରତିକ୍ରିୟା ଦେବି ବୋଲି କହିଥିଲେ।
ତେବେ ଆଗଲପୁର ବ୍ଲକ ରେ ଦିନକୁ ଦିନ ଦୁର୍ନୀତି ବଢୁଥିବାରୁ ସରକାର ତୁରନ୍ତ ହସ୍ତକ୍ଷେପ କରି ବିହିତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026

You Might Also Like