-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||     

HOME   ଜିଲ୍ଲା

ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ

30-Apr-2026



କଟକ(ତପନ ମହାନ୍ତି): ବିଳମ୍ବତ  ରାତି ଓଏମ୍‌ପି ସ୍ଥିତ  ଷଷ୍ଠ ବାଟାଲିଅନ ପରିସରରେ ଦୁଇ ଗୋଷ୍ଠୀ ହାତାହାତି  ହେବା ଘଟଣାରେ ଚାଉଳିଆଗଞ୍ଜ ଥାନା ପୁଲିସ କର୍ମଚାରୀଙ୍କ ମୁଣ୍ଡ ଫାଟିଛି। ସୂଚନା ଅନୁଯାୟୀ ବାର୍ଟିଲିଅନ ପରିସରରେ ଥିବା ଜଗନ୍ନାଥ ମନ୍ଦିର ପାଖ ପୋଖରୀ କୂଳରେ ଜଣେ ଯୁବକ ଓ ଜଣେ ଯୁବତୀ ବସିଥିବା  ଅବସ୍ଥାରେ  ବାଟାଲିଅନ କର୍ମଚାରୀମାନେ ସେମାନଙ୍କୁ ଧରି ପଚରାଉଚୁରା କରିଥିଲେ । ଯୁବକ ଜଣଙ୍କର ଘର ସମ୍ରାଟ ସିନେମା ହଲ   ଅଞ୍ଚଳରେ ହୋଇ ଥିବା ବେଳେ ଯୁବତୀଙ୍କ ଘର ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଯୁବକକୁ କର୍ମଚାରୀ ମାନେ ଅଟକ ରଖିବାରୁ ସେ ତାଙ୍କ ଭାଇକୁ ଖବର ଦେଇଥିଲେ | ଯୁବକଙ୍କ ଭାଇ ପାଞ୍ଚଛଅ ଜଣ ଯୁବକଙ୍କ ସହିତ ଆସି ଭିତରେ ପାଟିତୁଣ୍ଡ ବାଟଲିଅନ ଭିତରେ ପାଟି ତୁଣ୍ଡ କରିବା ସହିତ  ସଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ  ଗାଳିଗୁଲାଜ  କରି ମାଡ଼ ମାରିଥିଲେ। ବାଟଲିଅନ କର୍ମଚାର ମାନେ ଚଉଳିଆଗଞ୍ଜ ଥାନାକୁ ଖବର ଦେବା ପରେ  ଘଟଣାସ୍ଥଳରେ  ପିସିଆର ଭ୍ୟାନ ପହଂଚି ଯୁବକ  ମାନଙ୍କୁ ନିୟନ୍ତ୍ରଣ କରିବାକୁ  ଚେଷ୍ଟା  କରୁଥିଲା ବେଳେ  ପିସିଆର ଷ୍ଟାଫ ବିପନ ଦାସଙ୍କୁ ଯୁବକ ମାନେ ଠେଲି ଦେବାରୁ ତାଙ୍କ ମୁଣ୍ଡ ଫାଟି ଯାଇଥିଲା।ଏହି ଖବର ପ୍ରଚାରିତ  ହେବା  ପରେ ସେଠାରେ  ପୁଲିସ ପହଁଚିବାରୁ କିଛି ଯୁବକ  ଫେରାର ହୋଇଯାଇଥିବା  ବଳେ ପୁଲିସ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି। ଯୁବତୀଙ୍କୁ ନେଇ  ବସୁନ୍ଧରାରେ ଛାଡିଛି | ଅନ୍ୟ ଅଭିଯୁକ୍ତ ମାନଙ୍କୁ ଧରିବାକୁ ପୁଲିସ ବିଭିନ୍ନ ଚଢଉ ଜାରି ରଖିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026

You Might Also Like