-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଜିଲ୍ଲା

ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ

30-Apr-2026



ନୂଆପଡ଼ା(ପରମେଶ୍ୱର ମେହେର): ନୂଆପଡ଼ା ଜିଲ୍ଲା ଖଡିଆଳ ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଖଡିଆଳ ବିଧାୟକ ଅଧିରାଜ୍ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ମଞ୍ଚାସୀନ ଥିବାବେଳେ ଖଡିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ ସମ୍ମାନିତ ଅତିଥି ଭବରେ , ଅନ୍ୟତମ ଅତିଥି ଭାବରେ ଖଡିଆଳ ନଗର ପାଲ ଉଜ୍ବଳ ଗୁପ୍ତା, ବିଶିଷ୍ଟ ଅତିଥି ଭାବରେ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ସମ୍ମାନୀତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ନଗର ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା, ବିଧାୟକ ପ୍ରତିନିଧି ଅକ୍ଷୟ ନନ୍ଦ, ବିଦ୍ୟାଳୟ ଉପଦେଷ୍ଟା ଲଲିତ ବାଗ, ବିଦ୍ୟାଳୟ ନିର୍ଦ୍ଦେଶକ ତେଜରାଜ୍ ବାଗ , ମୁଖ୍ୟ ବକ୍ତା ଭାବରେ ବିଦ୍ୟାଳୟ ଅଧ୍ୟାପକ ଗୋପୀନାଥ ପୁରୀ  ପ୍ରମୁଖ ମଞ୍ଚାଶିନ ଥିଲେ। ପ୍ରିନ୍ସିପାଲ ଯୋଗେନ୍ଦ୍ର ମହାନନ୍ଦ ସମ୍ପାଦକୀୟ ବିବରଣୀ ପଠନ କରିଥିଲେ। ଖଡିଆଳ ସହରରେ ୨୦୧୩ ବେଳକୁ କୌଣସି ଘରୋଇ କଲେଜ ନ ଥିବାବେଳେ ପରିକ୍ଷିତ ଟାଇଗର କଲେଜ ଆରମ୍ଭ କରି ଖଡିଆଳ ଅଞ୍ଚଳ ର ଶିକ୍ଷା କ୍ଷେତ୍ରର ମାନ ବୃଦ୍ଧି କରିଛନ୍ତି ବୋଲି ଶ୍ରୀ ପାଣିଗ୍ରାହୀ ନିଜ ଅଭିଭାଷଣରେ କହିଥିଲେ । ଝିଅମାନେ ପାଠୋଇ  ହେଲେ ଦେଶ ଆଗକୁ ଯିବା ବୋଲି ଶ୍ରୀମତୀ ନନ୍ଦ ମହାଶୟ କହିଥିଲେ । ଆଦିବାସୀ ମହିଳା ଦ୍ରୋପଡ଼ି ମୂର୍ମୃ ନିଜକୁ ତିଆର କରି ଭାରତର ରାଷ୍ଟ୍ରପତି ହୋଇପାରିଛନ୍ତି ଏହି ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ମଧ୍ୟ ନିଶ୍ଚୟ ମହାନ୍ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରିବେ ବୋଲି ଅକ୍ଷୟ ନନ୍ଦ କହିଥିଲେ । ସ୍କୁଲ ଜୀବନ ହେଉଛି ମୂଲ୍ୟବାନ ସମୟ ସେହି ସମୟରେ ସଠିକ୍ ଭରେ ବିନିଯୋଗ କରି ପାରିଲେ ମହାନ୍ ବ୍ୟତି ହୋଇ ପାରିବେ ବୋଲି ବିଦ୍ୟାଳୟର ଛାତ୍ରଛାତ୍ରୀଂକୁ ଶ୍ରୀ ଗୁପ୍ତା ନିଜ ଅଭିଭାଷଣରେ କହିଥିଲେ ସେହିପରି ମୁଖ୍ୟ ବକ୍ତା ଙ୍କ ଅଭିଭାଷଣ ପରେ ଧନ୍ୟବଡ ଦେଇ କୃତି ଛାତ୍ର ଛାତ୍ରୀଂକୁ ମନ ପତ୍ର ସହିତ ପୁରସ୍କାର ଅତିଥି ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା । ଶେଷରେ ବିଦ୍ୟାଳୟର  ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ରାତ୍ରି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like