-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା

30-Apr-2026



ବରଗଡ଼/ପାଇକମାଳ(ପ୍ରେରଣା ଖବର): ଆଜି ପବିତ୍ର ନୃସିଂହନାଥ ଯାତ୍ରା ଅବସରରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ମାଗଣା ଜଳଛତ୍ର ସେବା ଆୟୋଜନ କରାଯାଇଛି। ଗ୍ରୀଷ୍ମ ଋତୁର ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ମଧ୍ୟରେ ହଜାର ହଜାର ଭକ୍ତ ଜିଲ୍ଲା ବାହାରୁ, ଛତିଶ ଗଡ଼, ମଧ୍ୟ ପ୍ରଦେଶ ରୁ ନୃସିଂହନାଥ ପୀଠକୁ ଦର୍ଶନ ପାଇଁ ଆସୁଥିବା ବେଳେ କିସାନ ସଂଘର କାର୍ଯ୍ୟକର୍ତ୍ତା ମାନେ ପାଇକମାଳ ମନ୍ଦିର ନିକଟରେ ଥଣ୍ଡା ପାନୀୟ ଜଳ ବଣ୍ଟନ କରୁଛନ୍ତି। ମାଟି ହାଣ୍ଡିରେ ରଖାଯାଇଥିବା ସୁଶୀତଳ ଜଳ ପିଇ ତୃଷାର୍ତ ଶ୍ରଦ୍ଧାଳୁମାନେ ଆଶ୍ୱସ୍ତ ହେଉଛନ୍ତି।
 ଭାରତୀୟ କିସାନ ସଂଘ କେବଳ କୃଷକ ସମସ୍ୟା ନୁହେଁ, ସାମାଜିକ ସେବା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ବୋଲି ପ୍ରମାଣ କରିଛି।ପାଇକମାଳ ବ୍ଲକର କୃଷକ ଭାଇମାନେ ନିଜ ଖର୍ଚରେ ଏହି ଜଳଛତ୍ର ଚଳାଉଛନ୍ତି ପରିବେଶକୁ ସୁସ୍ଥ ରଖିବାକୁ ପ୍ଲାଷ୍ଟିକ୍ ବଦଳରେ ମାଟିହାଣ୍ଡି ଓ ଷ୍ଟିଲ୍ ଗିଲାସ ବ୍ୟବହାର କରା ଯାଉଛି।
ଜିଲ୍ଲା ସଭାପତି ଶ୍ରୀ ପିତାମ୍ବର ସାହୁ ଙ୍କ କହିବା ଅନୁଯାଇ,ନୃସିଂହନାଥ ପ୍ରଭୁଙ୍କ ଯାତ୍ରାରେ ଆସୁଥିବା ସମସ୍ତ ଭକ୍ତଙ୍କ ସେବା କରିବା ଆମର ସୌଭାଗ୍ୟ। ଯାତ୍ରା ଶେଷ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ, ଯାତ୍ରା ଶେଷ ଦିନରେ ପ୍ରବଳ ଗହଳି କୁ ଦୃଷ୍ଟି ରଖି ରାଜ୍ୟ ସଭାପତି ଶ୍ରୀମୁଖ ପ୍ରଧାନ, ମହିଳା ପ୍ରମୁଖ ତଥା ସମାଜସେବୀ ଶ୍ରୀମତୀ ସଂଘମିତ୍ରା ପଟେଲ, ରାଷ୍ଟ୍ରୀୟ ସଦସ୍ୟ କେଦାର ମିଶ୍ର ଓ ଅନ୍ୟାନ୍ୟ ପଦାଧିକାରୀ ଜଳଛତ୍ର ରେ ଉପସ୍ଥିତ ରହିବେ ବୋଲି ଜିଲ୍ଲା ସମ୍ପାଦକ କବିରାଜ ସାହୁ କହିଛନ୍ତି। ଏହି ସେବା କାର୍ଯ୍ୟରେ ବ୍ଲକର ବରିଷ୍ଠ କାର୍ଯ୍ୟକର୍ତ୍ତା, ଯୁବ କୃଷକ ଓ ମହିଳା କାର୍ଯ୍ୟକର୍ତୀ ମାନେ ପ୍ରତିଦିନ ସକ୍ରିୟ ଅଂଶଗ୍ରହଣ କରୁଛନ୍ତି। ଶ୍ରଦ୍ଧାଳୁମାନେ ସଂଘର ଏହି ମହତ କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଛନ୍ତି। 
        --------×××--------


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like