-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ମନୋରଞ୍ଜନ

ପର୍ଣ୍ଣ ରାକେଟ୍ ଚଲାଇବା ଅଭିଯୋଗରେ ଅଭିନେତ୍ରୀ ଗହନାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

07-Feb-2021



ମୁମ୍ବାଇ (ପ୍ରେରଣା ଖବର): ପର୍ଣ୍ଣୋଗ୍ରାଫି ଭିଡିଓ ମାମଲାରେ ମୁମ୍ବାଇ କ୍ରାଇମବ୍ରାଞ୍ଚ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଲ୍ଟ ବାଲାଜୀର ଆଡଲ୍ଟ ସିରିଜ ‘ଗନ୍ଦି ବାତ’ରେ ଅଭିନେତ୍ରୀ ଗହନା ବଶିଷ୍ଠଙ୍କୁ ମୁମ୍ବାଇ କ୍ରାଇମବ୍ରାଞ୍ଚର ପ୍ରପର୍ଟି ସେଲ ଗିରଫ କରିଛି। ଗହନାଙ୍କ ବିରୋଧରେ ନିଜ ୱେବସାଇଟ ପାଇଁ ପର୍ଣ୍ଣ ଭିଡିଓ ସୁଟ କରିବା ଓ ଅପଲୋଡ଼ କରିବା ଅଭିଯୋଗ ହୋଇଛି। ତାଙ୍କୁ ଆଜି ମୁମ୍ବାଇର ଏକ ଅଦାଲତରେ ପେଶ କରାଯିବ। ପୋଲିସ ଅନ୍ୟ ମଡେଲ, ସହଯୋଗୀ କଳାକାର ଓ ଅନ୍ୟ କିଛି ପ୍ରଡକ୍ସନ ହାଉସ ସମ୍ପର୍କରେ ମଧ୍ୟ ତଦନ୍ତ କରୁଛି ଯେଉଁମାନଙ୍କ ବିରୋଧରେ ଆଡଲ୍ଟ ଫିଲ୍ମ ମୋବାଇଲ ଆପ୍ ଓ ୱେବସାଇଟରେ ଅପଲୋଡ଼ କରିବା ଆରୋପ ହୋଇଛି।

ମାମଲା ସାମ୍ନାକୁ ଆସିବା ପରେ ପୋଲିସ କଡାକଡି ଭାବେ ତଦନ୍ତ କରୁଛି। ‘ମିସ ଏସିଆ ବିକିନୀ’ର ବିଜେତା ଗହନା ବଶିଷ୍ଠ ବିଜ୍ଞାପନ, ହିନ୍ଦୀ ଓ ତେଲୁଗୁ ଫିଲ୍ମରେ କାମ କରିଛନ୍ତି। ୱେବସାଇଟରେ ଅଶ୍ଳୀଳ କଣ୍ଟେଣ୍ଟ ଅପଲୋଡ଼ କରିବା ନେଇ ଶନିବାର ଦିନ ଅପରାହ୍ନରେ ଗହନାଙ୍କୁ ପଚରାଉଚୁରା କରାଯାଇଥିଲା। 

ସୂତ୍ର ଅନୁଯାୟୀ, ଗହନାଙ୍କ ନିଜର ପ୍ରଡକ୍ସନ ହାଉସ ଥିଲା ଯେଉଁଠାରେ ୱେବ ସିରିଜ ଓ ଧାରାବାହିକ ନାଁରେ ପର୍ଣ୍ଣ ଭିଡିଓ ତିଆରି ହେଉଥିଲା ଓ ଇଣ୍ଟରନେଟରେ ଅପଲୋଡ଼ ହେଉଥିଲା। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଏବେ ସୁଦ୍ଧା ୫ଜଣଙ୍କୁ ଗିରଫ କରିଥିଲା। ଏବେ ପୁଣି ଗହନାଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ସେ ୮୭ଟି ଆପତ୍ତିଜନକ ଓ ଅଶ୍ଳୀଳ ଭିଡିଓ ସୁଟିଂ କରିଛନ୍ତି ଓ ୱେବସାଇଟରେ ଅପଲୋଡ଼ କରିଛନ୍ତି। ଏହି ୱେବସାଇଟରେ କଣ୍ଟେଣ୍ଟ ଦେଖିବାକୁ ସବ୍ସକ୍ରିପସନ୍ ନେବାକୁ ପଡିଥାଏ। ସବ୍ସକ୍ରିପସନ ପାଇଁ ୨ ହଜାର ଟଙ୍କା ଦେବାକୁ ପଡିଥାଏ। ଅଶ୍ଳୀଳ ଫିଲ୍ମ ଜରିଆରେ ଗହନା ଓ ତାଙ୍କ ଟିମ ବହୁତ ଟଙ୍କା ରୋଜଗାର କରିଥିଲେ।

ଏହି ୱେବସାଇଟ ବିରୋଧରେ ୩ଜଣ ଅଭିଯୋଗ କରିଥିଲେ। ସେମାନଙ୍କୁ ଜୋର ଜବରଦସ୍ତି ପର୍ଣ୍ଣ ଫିଲ୍ମରେ କାମ କରାଯାଉଥିଲା ବୋଲି ସେମାନେ ଅଭିଯୋଗ କରିଥିଲେ। ଗୁରୁବାର ଦିନ କ୍ରାଇମବ୍ରାଞ୍ଚ ପ୍ରପର୍ଟି ସେଲ ମଲାଡ ସ୍ଥିତ ଗ୍ରୀନ ପାର୍କ ବଙ୍ଗଳାରେ ଚଢ଼ଉ କରିଥିଲା। ଚଢ଼ଉ ବେଳେ ପୋଲିସ ଜସ୍ମିନ ଖାନ, ପ୍ରତିଭା ନଲବଡେ, ମୋନୁ ଗୋପାଳଦାସ, ଭାନୁସୂର୍ଯ୍ୟମ ଠାକୁର ଓ ମହମ୍ମଦ ଆଶିକକୁ ଗିରଫ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm