-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||     

HOME   ଜିଲ୍ଲା

ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

30-Apr-2026



ବରଗଡ(ତୁଳସୀ ଚରଣ ଦାଶ): ଆଜି ସ୍ଥାନୀୟ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ରେ ଜୀବ ବିଜ୍ଞାନ ବିଭାଗର ଡେମନଷ୍ଟ୍ରେଟର ଶ୍ରୀମତୀ କ୍ଷୀରାବ୍ଧି ତନୟା ସାହୁଙ୍କ ପାଇଁ ଏକ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ନିରଦ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ୱାଗତ ବକ୍ତବ୍ୟ ରଖିଥିଲେ ଅଧ୍ୟାପକ ରାଧାକାନ୍ତ ମିଶ୍ର । ବିଦାୟ କାଳୀନ ସଭାରେ 

ପ୍ରାଧ୍ୟାପିକା ଶ୍ରୀମତୀ ମଧୁସ୍ମିତା ନନ୍ଦ ଅଧ୍ୟାପିକା ବବିତା ଷଡ଼ଙ୍ଗୀ ,ମୌସୁମୀ ଲିଜା ନାୟକ,ଅନୁପମା ଚାନ୍ଦ,ରେଖା ନାୟକ, ଗୀତା ଷଡ଼ଙ୍ଗୀ, ଲିପ୍ସା ମିଶ୍ର ପ୍ରଭୃତି ଅନେକ ସହକର୍ମୀ ସ୍ମୃତି ଚାରଣ କରୁଥିବା ସମୟରେ ସମସ୍ତେ ଭାବ ବିହ୍ବଳ ହୋଇ ପଡ଼ିଥିଲେ । ସଭା ଶେଷରେ ମାନ ପତ୍ର ପଠନ କରିଥିଲେ ଡ. ସଂଘମିତ୍ରା

ମିଶ୍ର ଓ ସମ୍ବର୍ଦ୍ଧିତ କରିଥିଲେ ଅଧ୍ୟକ୍ଷା ଶ୍ରୀମତୀ ପଣ୍ଡା ଓ ପ୍ରାଧ୍ୟାପିକା ପୁଷ୍ପାଞ୍ଜଳି ପ୍ରଧାନ ।  ଅଧ୍ୟାପକ ବିଶ୍ୱଜିତ୍ ସାହୁ ଓ ଧରିତ୍ରୀ ଦାଶ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ଶେଷରେ ଅଧ୍ୟାପିକା ଚିନ୍ମୟୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।
        --------×××--------


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026

You Might Also Like