-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||     

HOME   ଜିଲ୍ଲା

ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ

30-Apr-2026



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ): ଟିପିଡବ୍ଲୁଓଡିଏଲ୍ ର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଆଜି ବଲାଙ୍ଗିର ସର୍କଲର  ପ୍ରତ୍ୟେକ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ ହୋଇଯାଇଛି। ସେହିପରି ସ୍ଥାନୀୟ ଆର୍.ଇ.ସି ସେକ୍ସନ୍ ପୁଇନ୍ତଲା କାର୍ଯାଳୟ ସମ୍ମୁଖରେ ସାଂଗଠନିକ ସଂପାଦକ ପବିତ୍ର ଖୁଣ୍ଟିଆଙ୍କ ନେତୃତ୍ଵରେ ସମସ୍ତ କର୍ମଚାରୀ ଏହି ଆନ୍ଦୋଳନରେ ଅଧ ଘଣ୍ଟା କାଳ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। 
ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ଜାରିରହିବ ଏବଂ ଜନସାଧାରଣ ତଥା ବିଦ୍ୟୁତ ଉପଭୋକ୍ତା ମାନଙ୍କ କୌଣସି ଅସୁବିଧା ନ ହେବା ସକାଶେ ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ବିଦ୍ୟୁତ ସେବା ବଜାୟ ରଖିବା ପାଇଁ ସଂଘ ତରଫରୁ ଆହ୍ବାନ ଦିଆଯାଇଛି ଏବଂ ଜନସାଧାରଣଙ୍କ ହିତ ପାଇଁ  ଆମର ବିକ୍ଷୋଭ ପ୍ରଦର୍ଶନକୁ ମାତ୍ର ଅଧ ଘଣ୍ଟା ପାଇଁ ସିମୀତ ରଖା ଯାଇଛି। ଯେପରି ଜନସାଧାରଣଙ୍କ କୌଣସି ଅସୁବିଧା ନ ହୁଏ ସେବା ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେଣୁ ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ସଂଘ ତରଫରୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026

You Might Also Like