-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

30-Apr-2026



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ବ୍ଲକ ସଦର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଣ୍ଟାମାଳ ଠାରେ ୨୭ ରୁ ୩୦ତାରିଖ ପର୍ଯ୍ୟନ୍ତ ଏକ ତିନିଦିନିଆ ସଙ୍କୁଳ ସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା  ଗୁରୁବାର ମଧ୍ୟାହ୍ନରେ ଉଦଯାପିତ ହୋଇଯାଇଛି । ସଙ୍କୁଳ ପ୍ରମୁଖ ସନ୍ତୋଷ କୁମାର ବିଶି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସମାରୋପ ରେ ମୁଖ୍ୟ ଅତିଥି ଭାବେ ଗୋଷ୍ଟି ଶିକ୍ଷା ଅଧିକାରୀ ବିନିକା ଲକ୍ଷ୍ମଣ କୁମାର ମିଶ୍ର 

ମୁଖ୍ୟଅତିଥି ଭାବେ ଯୋଗଦେଇ ଭାରତ କୈନ୍ଦ୍ରିକ ଶିକ୍ଷଣ ଅଧିଗମ ପ୍ରକ୍ରିୟା ଉପରେ ବକ୍ତବ୍ୟ ରଖିଥିଲେ  l ସମ୍ମାନୀତ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡିଶା ଙ୍କ ପ୍ରାନ୍ତ ନିରୀକ୍ଷକ ଅଶ୍ୱନୀ କୁମାର ନାଏକ, ବିଦ୍ୟାଳୟ ପୂର୍ବତନ ସଭାପତି ଭବାନୀ ଶଙ୍କର ରାଉତ , ସାମ୍ବାଦିକ ଜୟକୁମାର କୁମାର ମହାରଣା ,କୋଷାଧ୍ୟକ୍ଷ ଶିବାଶିଷ ମହାପାତ୍ର ,ସଭାପତି ଲଳିତ କୁମାର ସାହୁ ,ସହ ସମ୍ପାଦକ ମନୋଜ କୁମାର ରାଜହଂସ ,ଉପସଭାପତି ସନ୍ତୋଷ କୁମାର ବଘାର ପ୍ରମୁଖ ଉପସ୍ଥିତ ଥିଲେ। ସଙ୍କୁଳ ସଂଯୋଜକ ପ୍ରଧାନାଚାର୍ଯ୍ୟ ମକଦ୍ଦମ୍ ମହାରଣା ପରିଚୟ ଓ ବିବରଣୀ ପଠନ କରିଥିଲେ।ମସିଣାଗୋରା ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ ସାହୁ କାର୍ଯ୍ୟକ୍ରମ ସଂଯୋଜନା

କରିଥିଲେ । କଣ୍ଟାମାଳ ସଙ୍କୁଳ ଅନ୍ତର୍ଗତ ୭ ଟି ଶିଶୁ ମନ୍ଦିରର ମୋଟ ୭୮ ଜଣ ଗୁରୁଜୀ ଗୁରୁମା ଓ ୧୦ ଜଣ ସେବକ ସେଵିକା/ବାହନ ଚାଳକ ଉପସ୍ଥିତ ଥିଲେ । ପଲସଗୋରା ପ୍ରଧାନ ଆଚାର୍ଯ୍ୟ ହେମନ୍ତ ପୁଟେଲ,ଘଣ୍ଟାପଡା ପ୍ରଧାନ ଆଚାର୍ଯ୍ୟ ଲିଙ୍ଗରାଜ ସେଠ୍,ମନମୁଣ୍ଡା ପ୍ରଧାନ ଆଚାର୍ଯ୍ୟ ଉମାକାନ୍ତ ଶାଣ୍ଢ,ଦପଲା ପ୍ରଧାନ ଆଚାର୍ଯ୍ୟ ବନମାଳୀ ନାୟକ ,ବିଳାସପୁର ଆଚାର୍ଯ୍ୟ ଭାଗ୍ୟଶ୍ରୀ ହାତୀ ,ସଙ୍କୁଳ ଶିଶୁ ବାଟିକା ପ୍ରମୁଖ ସାବିତ୍ରୀ ସାହୁ ସହଯୋଗ କରିଥିଲେ  । ସ୍ଥାନୀୟ ଶିଶୁ ମନ୍ଦିର ର ପରିଚାଳନା ସମିତି ର ସମସ୍ତ କାର୍ଯ୍ୟକର୍ତ୍ତା, ସମସ୍ତ ଗୁରୁଜୀ ଗୁରୁମା ,ସେବକ ସେବିକା ସହଯୋଗ  କରିଥିଲେ। ସମ୍ପାଦକ ଶ୍ରୀ ନେତ୍ରାନନ୍ଦ ସାହୁ  ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like