-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ରାଜ୍ୟ

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

30-Apr-2026



ଭୁବନେଶ୍ବର(ସମୀର ରଞ୍ଜନ ନାୟକ): କେନ୍ଦୁଝରରେ କଙ୍କାଳ ଘଟଣାକୁ ନେଇ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ମୁହାଁମୁହିଁ ହୋଇଛନ୍ତି ବିରୋଧୀ ଦଳ ନେତା ଓ ଉପମୁଖ୍ୟମନ୍ତ୍ରୀ । କଙ୍କାଳ ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହ ମାଟି ତଳୁ କଙ୍କାଳ କାଢି ପ୍ରମାଣ ଦେବା କିଭଳି ମହିଳା ସଶକ୍ତିକରଣ ବୋଲି ସେ ପ୍ରଶ୍ନ କରିଛନ୍ତି ।ନବୀନ କହିଛନ୍ତି, ଡବଲ୍ ଇଞ୍ଜିନ ସରକାରରେ ବ୍ୟାଙ୍କ କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଛି । ଓଡିଶାରେ ମହିଳା ଅସୁରକ୍ଷିତ ବୋଲି କହିଥିଲା ଆମେରିକା । ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡିଶାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେଇଥିଲେ । ୨୦୦୦ ମସିହାରେ ମୋ ସରକାର ୫୦ ପ୍ରତିଶତ ସଂରକ୍ଷଣ ଦେଇଥିଲା । ମହିଳାଙ୍କ ପାଇଁ ବିଜେପି ବିଧାୟକ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବୀନ କହିଛନ୍ତି ।ବିରୋଧୀ ଦଳନେତାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦାନ ମାଝୀ ଘଟଣାରେ ଓଡ଼ିଶା ନିନ୍ଦିତ ହୋଇଥିଲା । ସେତେବେଳେ ନବୀନ ବାବୁ କଣ କରୁଥିଲେ । ଆଜି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବିଜୁ ବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି । ନବୀନ ବାବୁଙ୍କ ୨୫ ବର୍ଷ ଶାସନରେ ମହିଳାଙ୍କ ପ୍ରତି ଅନ୍ୟାୟ ହୋଇଛି ।ସେ ଆହୁରି ମଧ୍ୟ କହିଛନ୍ତି ଯେ, କଂଗ୍ରେସ ୪୦ ବର୍ଷ ଧରି ଶାସନରେ ଥିଲେ। ହେଲେ ମହିଳାଙ୍କ ପାଇଁ କିଛି କଲେ ନାହିଁ। ମହିଳା ସଶକ୍ତିକରଣକୁ ବିରୋଧ କରୁଛନ୍ତି। କଂଗ୍ରେସ କେବଳ ଗାନ୍ଧୀ ପରିବାରର ମହିଳା ଆଗକୁ ଯାଉ ସେହି ଚିନ୍ତା କରୁଛନ୍ତି। ଆପଣ ଜଣାଇଛନ୍ତି ୨୩ରେ ଯେଉଁ ବିଲ ଆସିଲା ୨୪ରେ ଲାଗୁ ହୋଇପାରିବ ନାହିଁ। ତେଣୁ ସମର୍ଥନ କଲେ ଏବେ ବିରୋଧ କରୁଛନ୍ତି। ସେହି ସମାନ ରାସ୍ତାରେ ବିଜେଡି ଯାଉଛି। ମହିଳାଙ୍କ ଭୋଟ ହାତେଇବା ପାଇଁ ୨୦୧୮ରେ ଏହାକୁ ବିଧାନସଭାରେ ଆଣିଥିଲେ। ଏବେ ଲୋକସଭାରେ ବିଜେଡିର ଗୋଟିଏ ବି ସାଂସଦ ନାହଁନ୍ତି। ତେଣୁ ଛଳନା ପାଇଁ ବିଜେପିର ୨୦ ସାଂସଦଙ୍କୁ ଚିଠି ଲେଖିଥିଲେ ନବୀନ ବାବୁ । ଯେଉଁମାନେ ବର୍ଷ ବର୍ଷ ଧରି କିଛି କରିପାରିଲେ ନାହିଁ। ସେମାନେ ଆଜି ନରେନ୍ଦ୍ର ମୋଦିଙ୍କୁ ବିରୋଧ କରୁଛନ୍ତି। ସେମାନେ କେବେ ମହିଳାଙ୍କୁ ଟିକେଟ ଦେଇଥିଲେ। ବିଜେଡି ପଞ୍ଚାୟତରେ ଦେଲେ ହେଲେ ପାର୍ଲିଆମେଣ୍ଟରେ କାହିଁକି ନାହିଁ। କାଳେ ମହିଳା ନେତା ହୋଇଯିବେ, ସେହି ଭୟରେ ଦେଲେ ନାହିଁ। ଏବେ ବିକାଶ ନୀତିନିୟନ୍ତା ହେବେ ମହିଳା । ମୋଦି ଅଛନ୍ତି ତ ସବୁ ସମ୍ଭବ। ଇତିହାସ ଏମାନଙ୍କୁ କ୍ଷମା ଦେବ ନାହିଁ। ଯେଉଁମାନେ ମହିଳାଙ୍କୁ ଅବହେଳା କରିଛନ୍ତି । ସେମାନଙ୍କୁ ସମୟ ହିଁ ଅବହେଳା କରିଦେବ। ନବୀନ ବାବୁ ଆପଣ ଆଉ ମହିଳାଙ୍କୁ ବୋକା ବନେଇପାରିବେନି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like