-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି

30-Apr-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): ମାଟି ଖୋଳି ଭଉଣୀର କଙ୍କାଳକୁ ଭାଇ ବ୍ୟାଙ୍କକୁ ଆଣିବା ଘଟଣା । ପ୍ରାଥମିକ ଅନୁସନ୍ଧାନାରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି ଆରଡିସି । ପ୍ରାଥମିକସ୍ତରରେ ଜଣାପଡୁଛି କି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଅବହେଳା ରହିଛି ବୋଲି ଆରଡିସି କହିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆରଡିସି ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚି ତଦନ୍ତ କରୁଥିଲେ। କେଉଁ ପରିସ୍ଥିତିରେ ଭଉଣୀଙ୍କ ମୃତଦେହ ଖୋଳିବାକୁ ସେ ବାଧ୍ୟ ହେଲେ ଏବଂ ବ୍ୟାଙ୍କ କର୍ମଚାରୀ କ’ଣ ଡକ୍ୟୁମେଣ୍ଟ ମାଗିଥିଲେ, ଏ ସମ୍ପର୍କରେ ଅଧିକ ପଚାରି ବୁଝିଥିଲା ଟିମ୍। ତେବେ ପ୍ରାଥମିକ ତଦନ୍ତ ପରେ ଆରଡିସି ପ୍ରତିକ୍ରିୟା ଦେଇଛନ୍ତି।ବ୍ୟାଙ୍କ ସିସି ଟିଭି ଯାଞ୍ଚ ବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ସାମ୍ନାକୁ ଆସିଛି। ପ୍ରାଥମିକସ୍ତରରେ ଜଣାପଡୁଛି ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି ବୋଲି କହିଛନ୍ତି ଆରଡିସି। ସିସିଟିଭିରୁ ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କୁ ଫେରାଇଥିବା ଜଣାପଡ଼ିଛି। RDC ଙ୍କ କହିବା କଥା ହେଲା, ‘ସିସିଟିଭି ଅଡିଓ ଭର୍ସନ ନ ଥିବାରୁ କଣ କଥାବାର୍ତ୍ତା ହୋଇଛି ଜଣାପଡ଼ୁନି। ତେବେ ଜିତୁ ମୁଣ୍ଡା ଦିନ ୧୧ଟା ୨୬ରେ ବ୍ୟାଙ୍କ ଆସିଲେ ଏବଂ ୧୧ଟା ୫୮ରେ ବ୍ୟାଙ୍କ ଛାଡ଼ିଲେ। ସେହି ସମୟ ଭିତରେ ୪ ଥର ସେ ବ୍ୟାଙ୍କ ଭିତରେ କର୍ମଚାରୀଙ୍କୁ ଭେଟିଛନ୍ତି। ଶେଷରେ ବ୍ୟାଙ୍କ ମ୍ୟାନେଜର ତାଙ୍କୁ ଫେରାଇଛନ୍ତି। ଏହାପରେସେକ୍ଷୁବ୍ଧହୋଇଯାଇକଙ୍କାଳଆଣିଆସିଛନ୍ତିପ୍ରାଥମିକଅନୁସନ୍ଧାନରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ RDC। ଯାହା ଘଟିଲା ଅତ୍ୟନ୍ତ ଲଜ୍ଜାଜନକ କହିଲେ RDC। ଜିତୁ ମୁଣ୍ଡା ଓ ମୃତ ଭଉଣୀ କରଲା ମୁଣ୍ଡାଙ୍କୁ ବ୍ୟାଙ୍କ କର୍ତ୍ତୃପକ୍ଷ ଚିହ୍ନିଛନ୍ତି। ଦୁଇ ଭାଇଭଉଣୀ ପୂର୍ବରୁ ୮ ଥର ଆସି ବ୍ୟାଙ୍କରୁ ଟଙ୍କା ଉଠାଇଛନ୍ତି। ଫେବ୍ରୁଆରୀରେ କଲରା ମୁଣ୍ଡାଙ୍କ ମୃତ୍ୟୁ ସତ୍ତ୍ବେ କାହିଁକି ସାର୍ଟିଫିକେଟ୍‌ ମିଳିନଥିଲା। ଜିତୁ ମୁଣ୍ଡାଙ୍କର ବ୍ୟାଙ୍କ ସମ୍ପର୍କରେ ଜ୍ଞାନ ରହିଛି। ହେଲେ ଏଠାରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅବହେଳା

ରହିଛି, ନିଶ୍ଚିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ଏବଂ ସବୁ ଜାଣିଲା ପରେ ଶବକୁ ପୋଲିସ ଗାଡ଼ିରେ ନ ନେବା ମଧ୍ୟ ଭୁଲ ବୋଲି କହିଲେ ଆରଡିସି।ବର୍ତ୍ତମାନ ଏହି ଘଟଣା ସମାଜ ପ୍ରତି ଲଜ୍ଜାଜନକ ପାଲଟିଛି। ଭଉଣୀର କଙ୍କାଳକୁ ଧରି ତିନି କିମି ଚାଲି ବ୍ୟାଙ୍କକୁ ଯିବା ଘଟଣା ଏବେ କେବଳ ରାଜ୍ୟ ଭିତରେ ସୀମିତ ହୋଇନାହିଁ। ଏହା ଏବେ ଅନ୍ତର୍ଜାତୀୟ ସ୍ତରରେ ଆଲୋଡ଼ନ କରିଛି। କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକର ଜିତୁ ମୁଣ୍ଡାଙ୍କ ଅଭାବନୀୟ ଘଟଣାବ୍ୟବସ୍ଥାରସମ୍ବେଦନହୀନତାକୁ ଦର୍ଶାଉଛି। ଜଣେ ନିରୀହ ଆଦିବାସୀ ଜିତୁ ମୁଣ୍ଡା ନିଜ ଭଉଣୀର ମୃତ୍ୟୁ ପ୍ରମାଣ କରିବା ପାଇଁ ତାଙ୍କର କଙ୍କାଳକୁ ବ୍ୟାଙ୍କକୁ ବୋହି ବୋହି ନେବା ଘଟଣାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବ୍ୟାଙ୍କ କର୍ତ୍ତୃପକ୍ଷ ଏଥିପାଇଁ ଦାୟୀ ବୋଲି ଆରଡିସି ଟିମ୍ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like