-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର

30-Apr-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଗ୍ରୀଷ୍ମ ଋତୁ ଆରମ୍ଭ ହୋଇଯାଇଛି ।ସୂର୍ଯ୍ୟଦେବଙ୍କ ତେଜସ୍ୱୀ ରଶ୍ମି କିରଣକୁ ସହ୍ୟ କରି ଆସୁଥିବା ବାଟୋଇ ଲୋକଙ୍କ ତୃଷ୍ଣା ମେଣ୍ଟାଇବା ପାଇଁ ଏବଂ ମୌଳିକ ସୁବିଧା ସକାଶେ ଆଶ୍ରୟସ୍ଥଳୀ ନିର୍ମାଣ ନେଇ ସରକାର ଗୁରୁତ୍ୱ ଦେଉଥିବା ବେଳେ ସମ୍ପ୍ରତି ବିନିକା ଅଞ୍ଚଳରେ ତାହା ବାଟବଣା ସଦୃଶ ହୋଇଛି।ଗ୍ରୀଷ୍ମ ଋତୁ ଅର୍ଥାତ ଏପ୍ରିଲ ମାସ ଶେଷ ହେଲାଣି ହେଲେ ବ୍ଲକ ଅଞ୍ଚଳର ଅଧିକାଂଶ ପଞ୍ଚାୟତର  ଗାଁ ମାନଙ୍କ ମୁଖ୍ୟ ଛକ ମାନଙ୍କରେ ବର୍ତ୍ତମାନ ସୁଦ୍ଧା ଜଳଛତ୍ର ଖୋଲାଯାଉଥିବା ଜଣାପଡ଼ିଛି ବିଶେଷ କରି ବିନିକା ସୋନପୁର ମୁଖ୍ୟ ରାସ୍ତା ପାର୍ଶ୍ବରେ ଥିବା ମହାଦେବପାଳି ପଞ୍ଚାୟତ ର କୌଣସି ସ୍ଥାନରେ ଅଦ୍ୟାବଧି ଜଳଛତ୍ର ଖୋଲାଯାଇ ନଥିବାରୁ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।ଆଜି ଏନେଇ ସୁବର୍ଣ୍ଣପୁର ଜିଲ୍ଲା କିସାନ କଂଗ୍ରେସ ସଭାପତି ସଂଗ୍ରାମ କେଶରୀ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିନିକା ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡ଼ିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ତୁରନ୍ତ ମହାଦେବପାଳି ପଞ୍ଚାୟତ ଅଧିନସ୍ଥ ବିଭିନ୍ନ ଗ୍ରାମର ମୁଖ୍ୟ ଛକ ମାନଙ୍କରେ ତୁରନ୍ତ ଜଳଛତ୍ର ଖୋଲିବା ଏବଂ ମହାଦେବପାଳି,ସଂସାମୁରା ଓ ବାବାଶଙ୍କର ଛକରେ ଲୋକଙ୍କ ଆଶ୍ରୟ ପାଇଁ ଯାତ୍ରୀ ବିଶ୍ରାମଗାର ନିର୍ମାଣ କରିବାକୁ ଦାବୀ କରାଯାଇଛି ।ଦାବିପତ୍ର ପ୍ରଦାନ ବେଳେ ଓବିସି ବିନିକା ବ୍ଲକ ସଭାପତି ଭାଗିରଥୀ ବଗର୍ତ୍ତି,ମହାଦେବପାଳି ପଞ୍ଚାୟତ ମିଡିଆ ସେଲ ପ୍ରଭାରୀ ଅମିତ କୁମାର ନାୟକ,ହାଡ଼ୁ ନେଗୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like