-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି

30-Apr-2026



(ଡୁଲେଶ୍ବର ବାଗ )
 ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଓ ବୋଡ଼େନ ବ୍ଲକ ଦାୟିତ୍ୱରେ ଥିବା ବି ଡି ଓ କାର୍ମୀ ଓରାମଙ୍କ ଆଜି ଏକ ନୂଆ ଢାଞ୍ଚା ଦେଖିବାକୁ ମିଳିଛି । ଗୋଟିଏ ପଟେ ଜିଲ୍ଲାପାଳ ନୂଆପଡ଼ା ଜିଲ୍ଲାର ପ୍ରଗତି ପାଇଁ ଧ୍ୟାନ ଦେଉଥିବାବେଳେ ଅନ୍ୟ ପଟେ ଜିଆର୍ ଏସ ମାନଙ୍କୁ ବିଡ଼ିଓ କାର୍ମୀ ଓରାମଙ୍କ ନିର୍ଦ୍ଦେଶ - ଲ୍ୟାପଟପ୍ ଧରି ଗାଁ କୁ ଯାଅ ଏବଂ ଶ୍ରମିକଙ୍କ ଅସୁବିଧାକୁ ବୁଝ, କାହାର ବକେୟା ଅଛି,କିଏ କେତେ ଦିନ କାମ କରିଛି,କାହାର ଜବ୍ କାର୍ଡ ଅଛି ଓ କାହାର ନାହିଁ, ନରେଗା ସମ୍ବନ୍ଧୀୟ ଶ୍ରମିକ ମାନଙ୍କ ପ୍ରତ୍ୟେକ କଥା ବୁଝିବାକୁ ନିର୍ଦ୍ଦେଶ କରିଛନ୍ତି ।ଆଜି କର୍ଲା କୋଟ ଏ ଡି ଇ ଓ ଗଜାନନ ମେହେରଙ୍କ ପାଖରେ ପ୍ରତିଫଳିତ ହେଉଥିଲା ଏହି ଦୃଶ୍ୟ । ଏ ଡି ଇ ଓ ପ୍ରକାଶ କଲେ କି ବି ଡି ଓ ଙ୍କ ନିର୍ଦ୍ଦେଶ ଥିଲା ମୋତେ ଲ୍ୟାପଟପ୍ ଧରି ଶ୍ରମିକ ମାନଙ୍କ ପଡାରେ  ଶ୍ରମିକଙ୍କ ସୁବିଧା କରିବାକୁ । ବାସ୍ତବରେ ଶ୍ରମିକଙ୍କ ସୁବିଧା ପାଇଁ ବି ଡି ଓ ଙ୍କ ଏହା ଏକ ବଡ଼ ପଦକ୍ଷେପ ।ଯାହାକି ଆଜି ଦେଖିବାକୁ ମିଳିଛି ବୋଡ଼େନ ବ୍ଲକ କର୍ଲା କୋଟ ପଞ୍ଚାୟତରେ ଏ ଡି ଇ ଓ ଗଜାନନ ମେହେର ନିଜ ଲ୍ୟାପଟପ୍ ଧରି କିରେଇ ଝୋଲା ଗ୍ରାମର ଏକ ପଡାରେ ଶ୍ରମିକଙ୍କ ସମସ୍ୟା ବୁଝୁଥିଲେ ।ରାଜ୍ୟରେ ନୂଆପଡ଼ା ଜିଲ୍ଲା ନରେଗାରେ ତୃତୀୟ ସ୍ଥାନ ପ୍ରାପ୍ତ କରି ମୁଖ୍ୟମନ୍ତ୍ରୀ ଙ୍କ ପାଖରୁ ସମ୍ମାନିତ ହୋଇଥିବା ଏବଂ ଜିଲ୍ଲାରେ ସିନାପାଲି ଓ ବୋଡ଼େନ ବ୍ଲକ ଯଥାକ୍ରମେ ପ୍ରଥମ ଓ ଦ୍ବିତୀୟ ସ୍ଥାନ ପ୍ରାପ୍ତ କରିବା ଓ ସମ୍ମାନିତ ହେବା ପଛରେ ବିଡ଼ିଓଙ୍କ  'ଲ୍ୟାପଟପ୍ ଧରି ଗାଁ କୁ ଯାଅ' ନିର୍ଦ୍ଦେଶ ଭିନ୍ନ ଏକ ବାର୍ତ୍ତା ପ୍ରକାଶ କରୁଛି ଜନସାଧାରଣଙ୍କ ପାଇଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like