-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-

01-May-2026



(ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ, ସୁବର୍ଣ୍ଣପୁରର ମିଳିତ ସହଭାଗିତାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଶ୍ରମିକ ଦିବସ - ୨୦୨୬, ସ୍ଥାନୀୟ ଟାଉନ ହଲ, ସୋନପୁରଠାରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀମତୀ ସୁପ।ର ଠେଲା,  ଅଧ୍ୟକ୍ଷା, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଯୋଗ ଦେଇଥିଲେ । ସେହିପରି ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ନୃପରାଜ ସାହୁ, ମାନ୍ୟବର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ, ସୁବର୍ଣ୍ଣପୁର,  ଶ୍ରୀମତୀ ତାମସୀ ତାମସ୍ମିତା ନାୟକ, ଅଧ୍ୟକ୍ଷା, ସୋନପୁର ପୌରପରିଷଦ,  ଶ୍ରୀ ବେଣୁଧର ଦାସ (ମାନ୍ୟବର ବିଧାୟକ, ବିରମହାରାଜପୁରଙ୍କ ପ୍ରତିନିଧି), ଶ୍ରୀ ଗୋବିନ୍ଦ ମହାରଣା, ସଭାପତି, ଟ୍ରେଡ ୟୁନିଅନ ସମନ୍ୱୟ କମିଟି, ସୁବର୍ଣ୍ଣପୁର, ଶ୍ରୀ ଅନଙ୍ଗ ନେଗି, ରେୟାର(RARE) ଏନଜିଓ, ସୋନପୁର ପ୍ରମୁଖ ଯୋଗ ଦେଇ ଆନ୍ତର୍ଜାତୀୟ ଶ୍ରମିକ ଦିବସ - ୨୦୨୬ ରେ ଶ୍ରମିକମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଶ୍ରମିକମାନଙ୍କ ଦେଶ ପାଇଁ ଅବଦାନ ଏବଂ ରାଜ୍ୟ ସରକାର ଶ୍ରମିକ ମାନଙ୍କ ପାଇଁ ଗ୍ରହଣ କରିଥିବା ବିଭିନ୍ନ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ l ଶ୍ରୀ ଡିଲେଶ୍ୱର ଖ।ଖା, ପ୍ରଭାଗୀୟ ଶ୍ରମ ଆୟୁକ୍ତ, ସୁବର୍ଣ୍ଣପୁର ଅତିଥି ପରିଚୟ ସହିତ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଶ୍ରୀ ଦିବ୍ୟ ଶଙ୍କର ଧୁରୁଆ, ଜିଲ୍ଲା ଶ୍ରମ ଅଧିକାରୀ, ସୁବର୍ଣ୍ଣପୁର ଆନ୍ତର୍ଜାତୀୟ ଶ୍ରମିକ ଦିବସ - ୨୦୨୬ରେ ଶ୍ରମିକମାନଙ୍କୁ ଶୁଭେଚ୍ଛା  ଓ ଅଭିନନ୍ଦନ ଜଣାଇବା ସହିତ ଶ୍ରମିକମାନଙ୍କ ଦେଶ ପାଇଁ ଅବଦାନ ଏବଂ ଶ୍ରମିକମାନଙ୍କ ସମ୍ମାନ ଓ ଅଧିକାର ବିଷୟରେ ଆଲୋକପାତ କରାଇଥିଲେ । ଏହା ସହିତ ଜିଲ୍ଲା ଶ୍ରମ ଅଧିକାରୀ, ସୁବର୍ଣ୍ଣପୁର, ରାଜ୍ୟ ସରକାର ଶ୍ରମିକ ମାନଙ୍କ ପାଇଁ ଗ୍ରହଣ କରିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହିତ ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାରେ କାର୍ଯ୍ୟ କରୁଥିବା ଉଭୟ  କଲ୍ୟାଣ ବୋର୍ଡ ଯଥା ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଏବଂ ଓଡିଶା ଅଣସଙ୍ଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ତରଫରୁ ଶ୍ରମିକମାନଙ୍କୁ  ପ୍ରଦାନ କରାଯିବାକୁଥିବା ବିଭିନ୍ନ ସହାୟତା ବାବଦରେ ସୂଚନା ଦେଇଥିଲେ । ଶ୍ରୀ ସୌମ୍ୟରଞ୍ଜନ ସାହୁ, ସହକାରୀ ଶ୍ରମ ଅଧିକାରୀ ଡୁଙ୍ଗୁରିପାଲି,  ମଞ୍ଚ ପରିଚାଳନା କରିଥିବା ବେଳେ ଶ୍ରୀ ଲିପକରାଜ ନାୟକ, ସହକାରୀ ଶ୍ରମ ଅଧିକାରୀ, ଉଲୁଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ସମାରୋହରେ ୫୬ ଜଣ ହିତାଧିକାରୀଙ୍କୁ ଟ. ୪,୯୫,୬୦୦/- (ଶିକ୍ଷା ସହାୟତା), ୨୪୦ ଜଣ ହିତାଧିକାରୀଙ୍କୁ ଟ.୧,୨୦,୦୦,୦୦୦/- (ବିବାହ ସହାୟତା) , ୧୭ ଜଣ ହିତାଧିକାରୀଙ୍କୁ ଟ. ୧,୭୦,୦୦୦/-(ପ୍ରସୂତିକାଳୀନ ସହାୟତା), ୮୨ ଜଣ ହିତାଧିକାରୀଙ୍କୁ  ଟ. ୨,୩୦,୦୦,୦୦୦, (ମୃତ୍ୟୁକାଳୀନ ସହାୟତା), ୮୨ ଜଣ ହିତାଧିକାରୀଙ୍କୁ ଟ. ୪,୧୦,୦୦୦/- (ଅନ୍ତୋଷ୍ଟିକ୍ରିୟା) ସହାୟତା ରାଶି ଏବଂ ନୂତନ ଭାବରେ ପଞ୍ଜୀକୃତ ହୋଇଥିବା ୨୦୦ ଜଣ ନିର୍ମାଣ ଶ୍ରମିକ ଓ ୫୦ ଜଣ ଅଂସଙ୍ଗଠିତ ଶ୍ରମିକଙ୍କୁ ପରିଚୟ ପତ୍ର ବିତରଣ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ବ୍ୟବସାୟୀ ସଂଘ, ସୋନପୁର ଜିଲ୍ଲା ହୋଟେଲ ମାଲିକ ସଂଘ, ସୋନପୁର ଜିଲ୍ଲା ଔଷଧ ବ୍ୟବସାୟୀ ସଂଘ, ମାରୱାଡି ଯୁବ ମଞ୍ଚ, ସୋନପୁର ଓ ବିଭିନ୍ନ ପଞ୍ଜୀକୃତ ଟ୍ରେଡ଼ ୟୁନିଅନର କର୍ମକର୍ତ୍ତାଙ୍କ ସହ ପ୍ରାୟ ୫୦୦ଋ ଉର୍ଦ୍ଧ ଜଣ ଶ୍ରମିକଙ୍କ ଏହି ସମାରୋହରେ ଯୋଗଦାନ ଦେଇଥିଲେ । କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ ଶ୍ରୀ କେଦାର ସିଂ ବରିହା, ସହକାରୀ ଶ୍ରମ ଅଧିକାରୀ, ସୋନପୁର, ଶ୍ରୀ ଚିନ୍ମୟ ମେହେର, ସହକାରୀ ଶ୍ରମ ଅଧିକାରୀ, ବିନିକା, ଶ୍ରୀ ସପ୍ରତିଭ ପ୍ରଧାନ, ସହକାରୀ ଶ୍ରମ ଅଧିକାରୀ, ତରଭା, ଶ୍ରୀମତୀ ଅନିତା ନାଗ (ମଙ୍ଗଳ ସଂଯୋଜକ),ଶ୍ରୀ ବାଙ୍କା ବିହାରୀ ମହଲା, ଶ୍ରୀମତୀ ପ୍ରିୟଦର୍ଶିନୀ ପ୍ରଧାନ, ଶ୍ରୀମତୀ ସୁଚିସ୍ମିତା  ପାତ୍ର, ଶ୍ରୀ ନାରାୟଣ ବିଶି ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like