-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||     

HOME   ଜିଲ୍ଲା

ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ

01-May-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ଜେଏସ୍‌ଏମ କଲେଜ ଅଫ୍ ଅର୍ଟସ, ସାଇନ୍ସ ଆଣ୍ଡ କମର୍ସ ପକ୍ଷରୁ କଲେଜ ପରିସରରେ ଭଗବାନ ବୁଦ୍ଧଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି । କଲେଜର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଆଇନଜୀବୀ ତଥା ସମାଜସେବୀ ଦୀନେଶ ନାଗ ଯୋଗ ଦେଇ ଅହିଂସା ଓ ଶାନ୍ତିର ପ୍ରତୀକ ଭଗବାନ ବୁଦ୍ଧ ନିଜର ଆଦର୍ଶ, 

ନୈତିକ ସିଦ୍ଧାନ୍ତ, ମାନବୀୟ ମୂଲ୍ୟବୋଧ ଓ ଆଧ୍ୟାତ୍ମିକତାକୁ ନେଇ ସମଗ୍ର ମଣିଷ ସମାଜ ପାଇଁ ଅନୁକରଣୀୟ ଥିଲେ । ଗୌତମ ବୁଦ୍ଧଙ୍କ ଜନ୍ମ ଠାରୁ ଆରମ୍ଭ କରି ଜ୍ଞାନପ୍ରାପ୍ତି ଓ  ମହାପରିନିର୍ବାଣ ପର୍ଯ୍ୟନ୍ତ ପ୍ରତିଟି ଜୀବନଦର୍ଶନ ଏ ମଣିଷ ସମାଜକୁ ଏକ ନୂଆ ବାର୍ତ୍ତା ଦେଇଥାଏ ବୋଲି ଶ୍ରୀ ନାଗ କହିଥିଲେ । ସମ୍ମାନିତ ଅତିଥି ଭାବରେ ସାପ୍ତାହିକ ପ୍ରେରଣାର ସଂପାଦକ ସାମ୍ବାଦିକ ରଘୁ ନନ୍ଦନ ସିଂହ ଓ ସମାଜସେବୀ ନାସିର  ଖାନ ଯୋଗ ଦେଇ ସାଂପ୍ରତିକ ସମାଜରେ  ଗୌତମ ବୁଦ୍ଧଙ୍କ ବିଚାର ର ପ୍ରାସଙ୍ଗିକତା ରହିଛି ବୋଲି କହିଥିଲେ । ବୁଦ୍ଧଙ୍କ ଜୀବନ ଓ ଦର୍ଶନ ବିଶ୍ୱର ଲକ୍ଷ୍ୟ ଲକ୍ଷ୍ୟ ଲୋକଙ୍କ ଜୀବନକୁ ଆଲୋକିତ କରିଛି । ମାନବଜାତିକୁ ଅତ୍ମଜ୍ଞାନର ପଥପ୍ରଦର୍ଶନ କରିଥିବା ଭଗବାନ ବୁଦ୍ଧ ଙ୍କ ଆଦର୍ଶରେ ଆମେ ସମସ୍ତ ଅନୁପ୍ରାଣିତ ହେଲେ ଏକ ସୁନ୍ଦର ଓ ଶାନ୍ତିର ପୃଥିବୀ ଗଠନ ସମ୍ଭବ ବୋଲି ବକ୍ତା ମାନେ କହିଥିଲେ । କଲେଜର ଅଧ୍ୟକ୍ଷା ଡ. ମନସ୍ମିତା ମିଶ୍ରଙ୍କ ପରିଚାଳନାରେ ଆୟୋଜିତ ଏହି ସଭାରେ କଲେଜର ଉପଦେଷ୍ଟା ମନୋରଂଜନ ସାହୁ ମଂଚାସୀନ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । କଲେଜର ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ, ଅଧ୍ୟାପିକା ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026
  ଜିଲ୍ଲା  
ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   22-Jun-2026
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026

You Might Also Like