-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ

01-May-2026



ବରଗଡ(ତୁଳସୀ ଚରଣ ଦାଶ): ବରଗଡ଼ ଭଟିଲି ଛକ ସ୍ଥିତ ସୁପ୍ରିୟ।ମାର୍ଗ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା-୨୦୨୬ ର ସଫଳ ଆୟୋଜନ ନିମନ୍ତେ  ଏକ ପ୍ରସ୍ତୁତି ବୈଠକ ବିକ୍ରମ ମିଶ୍ରଙ୍କ ବାସଭବନରେ ଅନୁଷ୍ଠିତ ହୋଇଯାଇଅଛି।
 ସଭାପତି ଲିଙ୍ଗରାଜ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମ୍ପାଦକ କେଦାର ମିଶ୍ର ଗତ ବର୍ଷର ଆୟବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ ଏବଂ ଚଳିତ ବର୍ଷର ବଜେଟ୍ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା ଚଳିତ ବର୍ଷ ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ମହା ଆଡମ୍ବରରେ ରଥଯାତ୍ରା ଆୟୋଜନ କରାଯିବ ବୋଲି ପ୍ରଭାଦିତ୍ୟ ମିଶ୍ର ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ୯ ଦିନ ବ୍ୟାପି ଭଜନ ସନ୍ଧ୍ୟା, ନାମ ସଙ୍କୀର୍ତ୍ତନ, ଘଣ୍ଟ-ବାଦ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ବୈଠକରେ ସ୍ଥିର ହୋଇଥିଲା। ଏହି ରଥଯାତ୍ରା ମହୋତ୍ସବରେ ସୁପ୍ରିୟାମାର୍ଗ, ନିଗମାନନ୍ଦ ବିହାର, ନଦିପଡ଼ା, କୋଶଲ ନଗର, ଭାରତୀ ନଗର, ସମେତ ସମଗ୍ର ବରଗଡ଼ ସହରବାସୀଙ୍କ ସକ୍ରିୟ ଯୋଗଦାନ ଓ ସହଯୋଗ ରହିବ ବୋଲି ଶ୍ରୀ କେଦାର ମିଶ୍ର ପ୍ରାକ ସୂଚନା ପ୍ରଦାନ କରିଛନ୍ତି।
ବୈଠକରେ ଉପସ୍ଥିତ ବରିଷ୍ଠ ସଦସ୍ୟ, ମହିଳା ସଦସ୍ୟା ଓ ଯୁବ ସ୍ୱେଚ୍ଛାସେବୀମାନେ ରଥଯାତ୍ରାକୁ ଶୃଙ୍ଖଳିତ ଓ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ କରିବା ପାଇଁ ବିଭିନ୍ନ ଉପ-କମିଟି ଗଠନ ଉପରେ ଆଲୋଚନା କରିଥିଲେ। ରଥ ନିର୍ମାଣ, ଆଲୋକ ସଜ୍ଜା, ପ୍ରସାଦ ସେବନ, ଭକ୍ତଙ୍କ ସୁରକ୍ଷା ଓ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।ସଭାପତି ଶ୍ରୀ ଦାଶ କହିଛନ୍ତି ୨୫ ବର୍ଷର ଏହି ପରମ୍ପରାକୁ ଅଧିକ ଭବ୍ୟ କରିବା ପାଇଁ ଅଞ୍ଚଳର ସମସ୍ତ ଜନସାଧାରଣଙ୍କ ସହଯୋଗ କାମନା କରୁଛୁ। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଏହି ରୌପ୍ୟ ଜୟନ୍ତୀ ଯାତ୍ରା ଐତିହାସିକ ହେବ।
ବୈଠକ ରେ ମାଧବୀ ମିଶ୍ର, ବବିତା ପ୍ରଧାନ, ପଦ୍ମିନୀ ସାହୁ, ରୋଜାଲିନ ଭୂୟାଁ , ସ୍ବର୍ଣ୍ଣକାନ୍ତି ମେହେର,ପୂର୍ଣଚନ୍ଦ୍ର ମହାପାତ୍ର, ଦୟାନିଧି ମହାପାତ୍ର, ଘନଶ୍ୟାମ ମେହେର,ବିଶ୍ୱଜିତ ମିଶ୍ର, ପ୍ରତାପ ପ୍ରଧାନ, ରମେଶ ଆଚାର୍ଯ୍ୟ ସନ୍ତୋଷ ଦେବତା, ଦିବ୍ୟ କିଶୋର ମିଶ୍ର,ବିକାଶ ପାଣିଗ୍ରାହୀ,ଚିତ୍ତରଞ୍ଜନ ମିଶ୍ର, ସୌମ୍ୟ ରଞ୍ଜନ ଦେବତା ପ୍ରମୁଖ ବୈଠକ ରେ ଭାଗ ନେଇ ଥିଲେ। 
        --------×××--------


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like