-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ

01-May-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ କରାଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଡା. ମୁକେଶ ମହାଲିଙ୍ଗ, ମାନ୍ୟବର ମନ୍ତ୍ରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ସଂସଦୀୟ ବ୍ୟାପାର, ଓଡ଼ିଶା ସରକାର, ଯୋଗଦାନ କରିଥିଲେ । ଅନ୍ୟାନ୍ୟ ଅତିଥିମାନଙ୍କ ମଧ୍ୟରେ ମାନ୍ୟବର ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ମାନ୍ୟବର ବିଧାୟକଙ୍କ ପ୍ରତିନିଧି ଶମ୍ଭୁ ନାଗ, ଏବଂ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଓ ନିର୍ବାହୀ ଅଧିକାରୀ ତରଣୀ ସୁନା, ପ୍ରଭାଗୀୟ ଶ୍ରମ ଆୟୁକ୍ତ ସୁକାନ୍ତ ସେଠି ପ୍ରମୁଖ ଯୋଗଦାନ କରିଥିଲେ ।ମୁଖ୍ୟ ଅତିଥି ଉଦ୍ବୋଧନରେ କହିଲେ ଯେ, ଶ୍ରମିକମାନେ ଦେଶର ଅର୍ଥନୀତିର ମୂଳ ଭିତ୍ତି। ସେମାନଙ୍କର ଶ୍ରମ, ସମର୍ପଣ ଓ ସାହସରେ ଦେଶର ଉନ୍ନତିର ଚକ୍ର ଚାଲିଛି । ସରକାର

ଶ୍ରମିକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା, ଚିକିତ୍ସା ସୁବିଧା ଓ ସାମାଜିକ ସୁରକ୍ଷା ଯୋଜନାକୁ ଆଗକୁ ବଢ଼ାଇବାରେ ବିଶେଷ ଗୁରୁତ୍ୱ ଦେଉଛନ୍ତି । ପ୍ରତ୍ୟେକ ବ୍ଲକରେ ଆଗାମୀ ଦିନରେ ସହାୟକ ଶ୍ରମ ଅଧିକାରୀ କାର୍ଯ୍ୟାଳୟ ନିର୍ମାଣ ହେବ, ଯାହା ମାଧ୍ୟମରେ ଶ୍ରମିକମାନେ ସୂଚାରୁ ଭାବରେ ପଞ୍ଜୀକରଣ କରିପାରିବେ । ଶ୍ରମିକମାନଙ୍କ ପୁଅ-ଝିଅଙ୍କୁ ଉଚ୍ଚତର ଶିକ୍ଷା ପାଇଁ ଆର୍ଥିକ ସହାୟତା, ମୁଖ୍ୟମନ୍ତ୍ରୀ ଅର୍ଣ୍ଣପୂର୍ଣ୍ଣା ଯୋଜନା ମାଧ୍ୟମରେ ଖାଦ୍ୟ ସୁରକ୍ଷା, ଓ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ସୁଚାଳିତ ହେଉଛି ବୋଲି ମାନ୍ୟବର ମନ୍ତ୍ରୀ କହିଛନ୍ତି ।ଶ୍ରମିକମାନଙ୍କ ସୁସ୍ଥତା ଓ ସୁରକ୍ଷାକୁ ସରକାର ସର୍ବଦା ପ୍ରାଥମିକତା ଦେଇଆସୁଛି । ସେମାନଙ୍କ ପାଇଁ ଆୟୁଷ୍ମାନ ଭାରତ ଯୋଜନା, ଗୋପବନ୍ଧୁ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ମାଗଣା ଔଷଧ ବଣ୍ଟନ ଓ ଚିକିତ୍ସା ସୁବିଧା ଉପଲବ୍ଧ କରାଯାଉଛି । ପରିବାରର ସମସ୍ତ

ସଦସ୍ୟ ଏହି ଯୋଜନାରେ ପଞ୍ଜୀକୃତ ହୋଇ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ସୁବିଧା ପାଇପାରୁଛନ୍ତି । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଅନ୍ତିମ ସ୍ତରରେ ଥିବା ଲୋକମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଅହରହ ପ୍ରୟାସ ଜାରି ରହିଛି ବୋଲି ମାନ୍ୟବର ମନ୍ତ୍ରୀ କହିଛନ୍ତି ।

ମାନ୍ୟବର ମନ୍ତ୍ରୀ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ ଅବସରରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅନୁସାରେ ୧୭୬ ଜଣଙ୍କୁ ବିବାହ ସହାୟତାରେ ₹୮୮,୦୦,୦୦୦, ହିତାଧିକାରୀଙ୍କ ମୃତ୍ୟୁକାଳୀନ ସହାୟତା ପାଇଁ ୫୯ ଜଣଙ୍କୁ ₹୧,୬୬,୦୦,୦୦୦, ଅନ୍ତିମ ସଂସ୍କାର ସହାୟତା ପାଇଁ ୧୧୨ ଜଣଙ୍କୁ ₹୫,୬୦,୦୦୦ ଓ ୭୩ ଜଣ ଶ୍ରମିକଙ୍କ ପୁଅ-ଝିଅଙ୍କ ଶିକ୍ଷା ପାଇଁ ₹୬,୬୩,୪୦୦ ପ୍ରଦାନ କରିଥିଲେ। ସେହିପରି, ୨୦୦ ଜଣ ନିର୍ମାଣ ଶ୍ରମିକଙ୍କୁ ଓ ୫୦ ଜଣ ଅସଂଗଠିତ ଶ୍ରମିକଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା, ଶ୍ରମିକମାନେ ଓ ଜିଲ୍ଲା ଶ୍ରମ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like