-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||     

HOME   ଜିଲ୍ଲା

କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ

01-May-2026



କଟକ(ତପନ ମହାନ୍ତି): ଆଜି କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଆନୁକୂଲ୍ୟରେ କଟକ ଜିଲ୍ଲା କୋର୍ଟ ପରିସରରେ ‘ଆର୍ନ୍ତଜାତିକ ଶ୍ରମିକ ଦିବସ’ କଟକ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀଯୁକ୍ତ ମାନସ ରଂଜନ ବାରିକ୍‌ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଥିଲା । କଟକ ଜିଲ୍ଲା ଓ ଦୌରା ଜଜ୍ ଉଦ୍‌ବୋଧନ ଦେଇ କହିଥିଲେ ଯେ ଶ୍ରମିକମାନେ ରାଷ୍ଟ୍ର ନିର୍ମାଣକାରୀ। ଶ୍ରମ ଓ ଶ୍ରମିକମାନଙ୍କୁ ସମ୍ମାନ ଦେବା ଉଚିତ୍ । ଶ୍ରମିକମାନଙ୍କ ଉନ୍ନତି ପାଇଁ କଠିନ ଆଇନ ରହିଛି, ସମସ୍ତେ ତାକୁ ମାନିବା ଉଚିତ୍ । ସହାୟକ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀଯୁକ୍ତ ରଶ୍ମିରଂଜନ ବରାଳ ଶ୍ରମିକ ଦିବସର ଆବଶ୍ୟକତା, ଶ୍ରମିକ ଆଇନମାନଙ୍କର ବିଶ୍ଲେଷଣ ଓ ଉପକାରିତା, ଶ୍ରମିକମାନଙ୍କର ଅଧିକାର ଏବଂ ତା’ର ଉପ‌ଯୋଗିତା ସମ୍ବନ୍ଧରେ ଶ୍ରମିକମାନଙ୍କୁ ଅବଗତ କରାଯାଇଥିଲେ । ସଚିବ, ଜିଲ୍ଲା ଆଇନ ସେବା ପ୍ରାକରଣ, କଟକ ଶ୍ରୀଯୁକ୍ତ ଜଗଦିଶ୍ ଚନ୍ଦ୍ର ଜେନା ଏହି ସଭାର ସ୍ବାଗତ ଭାଷଣ ପ୍ରଦାନ କରି ଶ୍ରମିକ ଦିବସର ଆଭିମୁଖ୍ୟ ବର୍ଣ୍ଣନା କରିଥିଲେ । ଏହି ସଭାରେ କଟକ ଜିଲ୍ଲାକୋର୍ଟର ସମସ୍ତ ବିୟର ବିଭାଗୀୟ ଅଧୁକାରୀ, ଜିଲ୍ଲା ଶ୍ରମ ଅଧିକାରୀ, ଆଇନଜୀବୀ, ପାରା ଲିଗାଲ୍ ଭଲ୍ୟୁଣ୍ଡରମାନେ ତଥା ୫୦ରୁ ଊର୍ଦ୍ଧ୍ବ ଶ୍ରମିକ ଉପସ୍ଥିତ ରହିଥିଲେ । ଏହି ଦିବସ ଉପଲକ୍ଷେ ୧୭ଟି ଶ୍ରମିକ ପରିଚୟ ପତ୍ର, ୧୮ଟି ବିବାହ ସହାୟତା ରାଶି ଏବଂ ୧୫ଟି ମୃତ୍ୟୁକାଳୀନ ସହାୟତା ରାଶି ଶ୍ରମିକମାନଙ୍କୁ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026

You Might Also Like