-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ

01-May-2026



କଟକ(ତପନ ମହାନ୍ତି):  ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଦ୍ଵାରା ଜିଲ୍ଲାସ୍ତରୀୟ  ଆନ୍ତର୍ଜାତିକ ଶ୍ରମିକ ଦିବସ ଆଜି ସ୍ଥାନୀୟ ଶହୀଦ ଭବନ ଠାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କଟକ ସଦର ବିଧାୟକ ଇଂ ପ୍ରକାଶ ଚନ୍ଦ୍ର ସେଠୀ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ର ଗଠନ ଓ ନିର୍ମାଣ କ୍ଷେତ୍ରରେ ଶ୍ରମିକ ଭାଇ ଭଉଣୀ ମାନଙ୍କର ଅବଦାନକୁ ସମ୍ମାନ ଜଣାଇ ଥିଲେ । ଏଥି ସହ ଶ୍ରମିକ ଦିବସ ର ତାତ୍ପର୍ଯ୍ୟ ଓ ଶ୍ରମିକ ମାନଙ୍କ ବିହିତ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ମାଧ୍ୟମରେ ସରକାରଙ୍କ ଦ୍ଵାରା ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ନିଜର ମତବ୍ୟକ୍ତ କରିଥିଲେ । ଶ୍ରମିକ ଭାଇ ଭଉଣୀ ମାନଙ୍କର ସୁରକ୍ଷା ଏବଂ ଏଥି ସମ୍ବନ୍ଧୀୟ ସରକାରଙ୍କ ନିୟମାବଳୀ ସମ୍ପର୍କରେ ମଧ୍ୟ  ସେ ଆଲୋଚନା କରିଥିଲେ । 
କଟକ ଜିଲ୍ଲାରେ ନିର୍ମାଣ ଶ୍ରମିକମାନଙ୍କୁ ସବୁ କ୍ଷେତ୍ରରେ ଅଧିକ ସହାୟତା ରାଶି ପ୍ରଦାନ କରାଯାଇ ଆସୁଛି ବୋଲି ସୂଚନା ଦେବା ସହ ଅଧିକରୁ ଅଧିକ କିପରି କୁଶଳୀ ଶ୍ରମିକ ସୃଷ୍ଟି  କରାଯାଇପାରିବ ସେ ଦିଗରେ ଗୁରୁତ୍ଵାରୋପ କରିଥିଲେ ।  
ରାଜ୍ୟ ସରକାର ଙ୍କ ବିକଶିତ ଓଡିଶା ଗଠନ ପ୍ରକ୍ରିୟା ରେ *ଶ୍ରମିକ ମାନେ ହେଉଛନ୍ତି ଆଧୁନିକ ଯୁଗର ବିଶ୍ୱକର୍ମା* ବୋଲି ସେ ମତ ପ୍ରକାଶ କହିଥିଲେ ।

ଆଜିର ଆୟୋଜିତ ଶ୍ରମିକ ଦିବସ ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଅନ୍ତର୍ଗତ ଯଥା  ସ୍ୱାଭାବିକ ମୃତ୍ୟୁ କାଳୀନ ସହାୟତା ରାଶି ୩ ଲକ୍ଷ ଟଙ୍କାରୁ ବୃଦ୍ଧି କରାଯାଇ ୪ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣା  ଜନିତ ମୃତ୍ୟୁ ନିମନ୍ତେ ସହାୟତା ରାଶି ୪ ଲକ୍ଷ ଟଙ୍କାରୁ  ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରା ଯାଇଥିବା ସମ୍ପର୍କରେ ଉପସ୍ଥିତ ଶ୍ରମିକ ଭାଇ ଭଉଣୀ ମାନଙ୍କୁ ଅବଗତ କରାଯାଇଥିଲା।
ଆୟୋଜିତ କାର୍ଯ୍ୟକ୍ରମରେ ୩୨୧୫ ଜଣ ହିତାଧିକାରୀ ଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିଲା ଏବଂ ନୂତନଭାବେ ପଞ୍ଜୀକୃତ ହୋଇଥିବା ୨୦୦ ଜଣ  ଶ୍ରମିକ ଙ୍କୁ  ଶ୍ରମିକ କାର୍ଡ ପ୍ରଦାନ କରାଯାଇଥିଲା । ମୃତ୍ୟୁ କାଳୀନ ସହାୟତା ରାଶି ୭ କୋଟି ୭୪ ଲକ୍ଷ , ଅନ୍ତେଷ୍ଟି କ୍ରିୟା  ନିମନ୍ତେ ୧୩ ଲକ୍ଷ ୬୦ ହଜାର, ପ୍ରସୂତି କାଳୀନ ସହାୟତା ୯ ଲକ୍ଷ ୨୦ ହଜାର,ବିବାହ ନିମନ୍ତେ ୯ କୋଟି ୫୧ ଲକ୍ଷ, ଶିକ୍ଷାଗତ ସହାୟତା ୮୩ ଲକ୍ଷ ୯୭ ହଜାର ୪୦୦ ଟଙ୍କା ସମୁଦାୟ ଟ/୧୮କୋଟି ୩୧ଲକ୍ଷ ୭୭ ହଜାର ୪୦୦- ଙ୍କାର ସହାୟତା ରାଶି ମୁଖ୍ୟ ଅତିଥି ମାନ୍ୟବର ବିଧାୟକଙ୍କ ଦ୍ବାରା ପ୍ରଦାନ କରାଯାଇଥିଲା। 
ପ୍ରାରମ୍ଭରେ ଯୁଗ୍ମ ଶ୍ରମ ଆୟୁକ୍ତ ଶ୍ରୀମତୀ କଳ୍ପନା ମିଶ୍ର ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ।  ପ୍ରଭାଗୀୟ ଶ୍ରମ ଆୟୁକ୍ତ ଶ୍ରୀମତୀ ହରପ୍ରିୟା ନାୟକ ବାର୍ଷିକ ବିବରଣୀ ପାଠ କରି ମଞ୍ଚ ପରିଚାଳନା କରିଥିବାବେଳେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ପ୍ରୀତିବନ୍ଧନ ଘଡାଇ କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସମସ୍ତ ସହଯୋଗ କରିଥିଲେ। ସହକାରୀ ଜିଲ୍ଲା ଶ୍ରମ ଅଧିକାରୀ ମୋନାଲିସା ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ। ଆୟୋଜିତ କାର୍ଯ୍ଯକ୍ରମରେ ବହୁ ସଂଖ୍ୟାରେ ଶ୍ରମିକ ଭାଇ ଭଉଣୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like