-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||     

HOME   ଜିଲ୍ଲା

ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର

02-May-2026



ବଲାଙ୍ଗୀର- ଆଜି ସ୍ଥାନୀୟ ପଶ୍ଚିମାଂଚଳ ବିଦ୍ୟୁତ ଶ୍ରମିକ ସଂଘର ଶ୍ରମିକ ଭବନ ଠାରେ  ପଶ୍ଚିମାଂଚଳ ମିଳିତ ଶ୍ରମିକ କର୍ମଚାରୀ ମଂଚ ଆନୁକୂଲ୍ୟ ରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ ହୋଇଯାଇଛି । ମଂଚର ପ୍ରତିଷ୍ଠାତା ସଭାପତି ତଥା ଆଇନଜୀବୀ ପ୍ରମୋଦ କୁମାର ମିଶ୍ର ସଭା ପ୍ରାରମ୍ଭରେ ଲାଲ ପତାକା ଉତ୍ତୋଳନ କରି ଦିବସକୁ ଉଦ୍‌ଘାଟନ କରିଥିଲେ । ଶ୍ରମିକ ନେତା ମାନଙ୍କ ଦ୍ୱାରା ବିଭିନ୍ନ ସ୍ଲୋଗାନ ଦେଲା ପରେ ଶ୍ରୀ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ଶ୍ରମିକ ମାନଙ୍କୁ ଏକଜୁଟ୍ ହୋଇ ବୈଜ୍ଞାନିକ ପଦ୍ଧତିରେ ଆନ୍ଦୋଳନ କରି ସରକାର ଓ ଟାଟା ପାୱାରର ଶ୍ରମିକବିରୋଧୀ ଚକ୍ରାନ୍ତକୁ ପ୍ରତିହତ କରିବା ପାଇଁ ଆହ୍ୱାନ ଦେଇଥିଲେ । ଯଦି ଟାଟା ପାୱାର୍ ଶ୍ରମିକ ମାନଙ୍କୁ ଛଟେଇ କରେ ତେବେ ସଂଗଠିତ ହୋଇ ଶ୍ରମିକ ମାନଙ୍କ ଦ୍ୱାରା ଦୁର୍ବାର ଆନ୍ଦୋଳନ କରାଯିବ ବୋଲି

ଶ୍ରୀ ମିଶ୍ର ଉଦ୍‌ବୋଧନ ଦେଇଥିଲେ । ମଂଚର ସାଧାରଣ ସଂପାଦକ ବିଭୂତିଶଙ୍କର ବିନ୍ଧାଣୀଙ୍କ ସଂଯୋଜନାରେ ସଭାପତି ମନୋରଂଜନ ସାହୁ ନିଜ ଉଦବୋଧନରେ ଅତୀତରେ ସଂଗଠନ ଦ୍ୱାରା ଅନେକ ଦାବି ହାସଲ କରାଯାଇଥିବା ସୂଚନା ଦେଇଥିଲେ । ସଭାରେ ଉପସଭାପତି ରବି ମିଶ୍ର, ସର୍କଲ ସଂପାଦକ ସର୍ଜନ ବାରିକ, ରାଜ୍ୟ ଜଳ ଯୋଗାଣ ସଂଘର ସଭାପତି ସୀମାଂଚଳ ପଣ୍ଡା, ଶିକ୍ଷକ ନେତା ନରେନ୍ଦ୍ରନାଥ ମିଶ୍ର, ଡିଭିଜନ ସଂପାଦକ କଷ୍ଟ ବେହେରା, ସୋନପୁର ସଂପାଦକ ଶେଖ ଅଲିମୁଦ୍ଦିନ, ସୁନୀଲ କ୍ଷେତୀ, କମଳ ରାଉତ, ଜ୍ୟୋତିରଂଜନ ମିଶ୍ର, ମନୋରଂଜନ ଓଝା, ଚିତ୍ତରଂଜନ ବଗର୍ତ୍ତୀ ଓ ସତ୍ୟ କର୍ମୀ ପ୍ରମୁଖ ନିଜସ୍ୱ ମତାମତ ପ୍ରଦାନ କରି ସଂଗଠନକୁ ସୁଦୃଢ଼ କରିବା ପାଇଁ ନିବେଦନ କରିଥିଲେ । ଶେଷରେ ଶ୍ରମିକ ନେତା ରଣରାଜ ସିଂହଦେଓ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026

You Might Also Like