-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ

02-May-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରୋତ ମହାବିଦ୍ୟାଳୟ ରେ 42 ତମ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ ହୋଇଯାଇଅଛି l ବଲାଙ୍ଗୀର ଉପ ଜିଲ୍ଲାପାଳ ତଥା କଲେଜ ପରିଚାଳନା ସମିତି ର ସଭାପତି ଆଲୋକ କୁମାର ପଟେଲ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଏହି କଲେଜ ର ପୂର୍ବତନ ଅଧ୍ୟକ୍ଷ ତଥା ଟିଟିଲାଗଡ ସ୍ଵୟଂ ଶାସିତ ମହାବିଦ୍ୟାଳୟ ପ୍ରାକ୍ତନ ଅଧ୍ୟକ୍ଷ ଶିବ ପ୍ରସାଦ ବେହେରା ଯୋଗ ଦେଇ ଥିବାବେଳେ   ସମ୍ମ।ନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ l ମହାବିଦ୍ୟାଳୟ ର  ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ ।ଏହିପରି କଲେଜ ର ସାଂସ୍କୃତିକ ପରିଷଦ ର ଉପ ସଭାପତି ଅଧ୍ୟାପକ ଅର୍ଧେନ୍ଧୁ ମେହେର ବାର୍ଷିକ ବିବରଣୀ ପଠନ କରିବା ସହ ଅଧ୍ୟାପକ ସୁବିଗ୍ୟ ଗଡତିୟ। ଦାବି ପତ୍ର ପ୍ରଦାନ କରିଥିଲେ । ଏହି ଅବସର ରେ ମହାବିଦ୍ୟାଳୟର ମୁଖ୍ୟ ସମ୍ପାଦକ ପ୍ରମୋଦ ଦାସ ଙ୍କ ଉପସ୍ଥିତି ରେ ବାର୍ଷିକ ମୁଖପତ୍ର ବାଣୀ ପ୍ରବାହ ଉନ୍ମୋଚନ କରାଯାଇ ଥିଲା । ଏହି ସଭା କୁ କଲେଜ ର ଅଧ୍ୟାପକ ଡ୍ ଲିଙ୍ଗରାଜ ମେହେର ସଂଯୋଜନା କରିଥିବା ବେଳେ ମାନସ ରଞ୍ଜନ କୁମାର କୃତଜ୍ଞତା ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ରୋ ତ କଲେଜ କୁ ଏକ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବରେ ଗଢିତୋଳିବା ପାଇଁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ମତବ୍ୟକ୍ତ କରିଥିଲେ ଏବଂ ନିଜ ଭାଗ୍ୟ ନିଜେ ତୋଳିବାକୁ ଅତିଥି ମାନେ ନିଜ ନିଜ ମତବ୍ୟକ୍ତ କରିଥିଲେ l ଏହି ସଭାରେ ଅଧ୍ୟାପିକା ମାନଙ୍କ ଦ୍ୱାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇ ଥିଲା ।ଏହି ପରି ମହାବିଦ୍ୟାଳୟକୁ କିଛି ଜମି ଦାନ କରିଥିବା ରୋତ ର ଜୟସିଂହ ବରିହା ଙ୍କୁ ମଞ୍ଚ ରେ ସମ୍ମାନିତ କରାଯାଇଥିଲା ଏବଂ ବିଭିନ୍ନ ପ୍ରତିଯୋଗିତା ରେ ରାଜ୍ୟ, ଦେଶରେ ସୁନାମ ଅର୍ଜନ କରିଥିବା କୃତି ଛାତ୍ରଛାତ୍ରୀ ଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ ପ୍ରଦାନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like