-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା

02-May-2026



ବଲାଙ୍ଗୀର(ପ୍ରେରଣା ଖବର): ସରକାରରେ ଥିବା ଦଳ ହେଉ କି ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ହେଉ ନାରୀଙ୍କ ସ୍ୱାର୍ଥ ରକ୍ଷା ଲଢେଇରେ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି l ନାରୀ ସମାଜକୁ କେବଳ ଭୋଟ ହାତେଇବା ପାଇଁ ମାଧ୍ୟମ କରି ହୀନ ରାଜନୀତି କରୁଛନ୍ତି, କଂଗ୍ରେସ ଦଳ କିଂନ୍ତୁ ଏପରି ହୀନ ରାଜନୀତି ଉପରେ ବିଶ୍ୱାସ କରେନାହିଁ, ଆମର ରାଜନୀତି ସମ୍ପୂର୍ଣ ଅଲଗା। ଲୋକଙ୍କୁ ନେଇ ଲୋକଙ୍କ ସ୍ୱାର୍ଥ ରକ୍ଷା ପାଇଁ କଂଗ୍ରେସ ବିଶେଷ କରି ମହିଳାଙ୍କୁ ତୃଣମୂଳ ସ୍ତରରୁ ସଶକ୍ତ କରିବା ଆମର ଲକ୍ଷ, ତେଣୁ ଆମେ କଂଗ୍ରେସ ଦଳ ଓ ଆମର ମହିଳା ମାନେ ସ୍ଲୋଗାନ ରେ ବିଶ୍ୱାସ ନାଁ କରି ଗାଁ କୁ ଗାଁ ଘରକୁ ଘର ଯାଇ ମହିଳା ଓ ସାଧାରଣ 

ଲୋକଙ୍କ ପାଇଁ କାମ କରିବ ବୋଲି ଆଜି ସ୍ଥାନୀୟ ଜିଲ୍ଲା କଂଗ୍ରେସ ଭବନ ଠାରେ ନଗର କଂଗ୍ରେସ ସଭାପତିଙ୍କ ଦ୍ୱାରା ଆୟୋଜିତ ସମ୍ବର୍ଦ୍ଧନା ସଭାରେ ୨୦୨୪ ସାଧାରଣ ନିର୍ବାଚନ ରେ ବଲାଙ୍ଗୀର ବିଧାନସଭା ବିଧାୟକ ପ୍ରାର୍ଥୀ କଂଗ୍ରେସର ଟାଣୁଆ ଯୁବନେତା ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି l  ସମରେନ୍ଦ୍ର  ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ ଆହୁରି ମଧ୍ୟ କହିଛନ୍ତି ଯେ ସରକାରୀ ଦଳ ମାନେ ଭୋଟ ହତେଇବା ପାଇଁ କିଛି ଟଙ୍କା ପ୍ରଲୋଭନ ଦେଖେଇ ମିଥ୍ୟା ସାମୟିକ ଆଶ୍ବସ୍ତି ଦେବାରେ ବ୍ୟସ୍ତ, କିଂନ୍ତୁ ଆମ ମହିଳା ମାନେ ଜାଣିବା ଦରକାର ଯେ ହୁତ ହୁତ ହେଇ ବଢୁଥିବା ଦରଦାମକୁ ନିୟନ୍ତ୍ରଣକୁ ନ ଆଣିଲେ ଆମର ମହିଳା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କ ନେତୃତ୍ୱରେ ସାରା ଜିଲ୍ଲାରେ ରଣହୁଙ୍କାର ଦେବେ ଓ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ସରକାରଙ୍କୁ କଡା ଜବାବ ଦେବେ l ସମ୍ବର୍ଦ୍ଧନା ସଭାରେ ଯୋଗ ଦେଇ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଜୟନ୍ତୀ ପଟେଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇ କହିଥିଲେ ଯେ ଜୟନ୍ତୀ ପଟେଲ ଅତୀତରେ ଗାଁ, ପଂଚାୟତରାଜନୀତିରେ ନିଜର ପରିପକ୍ଵତା ଦେଖେଇ ସାରିଛନ୍ତି l ସଫଳତାର ସହ ଆଗଲପୁର ପଂଚାୟତ ରେ ଅଧ୍ୟକ୍ଷା ହୋଇ ସଫଳତାର ସହ ଲୋକଙ୍କ ପାଇଁ କାମ କରି ଦେଖେଇଛନ୍ତି l ମୁଁ ଦୃଢ଼ ନିଶ୍ଚିତ ତାଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ସାରା ଜିଲ୍ଲାରେ ଗରିବ ନିଷ୍ପେସିତ ଅବହେଳିତଙ୍କ ଆୱାଜ ହେଇ ଉଭୟ ହେବେ l ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଆମଜୁ ଉନ୍ନତି କରିବାକୁ ହେଲେ  ରାଜତନ୍ତ୍ର ନୁହେଁ ଗଣତନ୍ତ୍ରକୁ ସ୍ଵଦୃଢ଼ କରିବାକୁ ପଡିବ l ରାଜତନ୍ତ୍ରରେ କେବଳ ଅନ୍ୟାୟ ଅତ୍ୟାଚାର ହେଇଥାଏ, ଲୋକଙ୍କ ବିକାଶ କେବେ ହୁଏ ନାହିଁ, ଇତିହାସ କହେ ରାଜତନ୍ତ୍ର ସବୁ ବେଳେ ବିକାଶ ବିରୋଧୀ, ତେଣୁ ଆମର 

ମହିଳା ମାନେ ଆଗାମୀ ନିର୍ବାଚନ ମାନଙ୍କରେ ରାଜତନ୍ତ୍ରକୁ ଗାଦିଚ୍ୟୁତ କରିବା ପାଇଁ  ଏବେଠୁ ଅଣ୍ଟା ଭିଡନ୍ତୁ l
ସମ୍ବର୍ଦ୍ଧନାର ପ୍ରତିଉତ୍ତରରେ ସଭାନେତ୍ରୀ ଜୟନ୍ତୀ ପଟେଲ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଇବା ସହ ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତି, ଜାତୀୟ କଂଗ୍ରେସ ସଭାନେତ୍ରୀ ଅଳକା ଲlମ୍ବାଙ୍କୁ ତାଙ୍କ ଉପରେ ବିଶ୍ୱାସ ରଖି ଥିବାରୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ l ଶ୍ରୀମତୀ ପଟେଲ ଅଗାମୀ ଦିନରେ  ସମସ୍ତଙ୍କ ସହଯୋଗରେ ନିଶ୍ଚିତ ଭାବରେ ଦଳକୁ ଲୋକଙ୍କ ପାଖକୁ ନେଇ ନାରୀ ସୁରକ୍ଷାକୁ ନେଇ ରାଜ୍ୟ ଓ କେନ୍ଦ୍ର ସରକାରର କୁତ୍ସିତ ଚେହେରାକୁ ପଦାରେ ପକାଇଵ l

ଅନ୍ୟ ମାନଙ୍କ ମଧ୍ୟ ରେ ଦେଓଗାଁ ବ୍ଲକ ଉପାଧ୍ୟାକ୍ଷା ସୂର୍ଯ୍ୟକାନ୍ତି ଛତ୍ରିଆ, ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ଦିଲୀପ ବେହେରା, ଦେଓଗାଁ ବ୍ଲକ ସଭାପତି ରାମଜୀ ଚୌଧୁରୀ ବଲାଙ୍ଗୀର ବ୍ଲକ ସଭାପତି ରାମ ମିଶ୍ର , ବରିଷ୍ଠ କଂଗ୍ରେସ ନେତା ସିଦ୍ଧାର୍ଥୀ ମିଶ୍ର, ଉମା ଶଙ୍କର ପଣ୍ଡା, ଳୁଇସିଂହା ବିଧାନସଭା ପ୍ରାର୍ଥୀ ଓମ ପ୍ରକାଶ କୁମ୍ଭାର ଓ ସାନନ୍ଦ ମିଶ୍ର ମଂଚାସୀନ ଥିଲେ l ଏହି ସମ୍ବର୍ଦ୍ଧନା ସଭା ରେ ବଲାଙ୍ଗୀର ଜିଲ୍ଲାର ସମସ୍ତ ଅଞ୍ଚଳରୁ ହଜାର ହଜାର ମହିଳା ପୁରୁଷ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like