-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

02-May-2026



ଭୁବନେଶ୍ୱର(ସମୀର ରଞ୍ଜନ ନାୟକ): କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଜିତୁ ମୁଣ୍ଡା ମାମଲା । ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯାଇଥିବା କେନ୍ଦୁଝରର ଜିତୁ ମୁଣ୍ଡା ଘଟଣାକୁ ନେଇ ଚିଠି ଲେଖିଲେ ନବୀନ ପଟ୍ଟନାୟକ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହି ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ନବୀନ । କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକରେ ଘଟିଥିଲା ଏହି ଲଜ୍ଜାଜନକ ଘଟଣା । ପାଟଣା ମଲ୍ଲିପଶିରେ ଥିବା ଓଡ଼ିଶା ଗ୍ରାମୀଣ ବ୍ୟାଙ୍କକୁ ଯାଇଥିଲେ ଜିତୁ ମୁଣ୍ଡା ।ସେ ଆହୁରି ଲେଖିଛନ୍ତିଯେ, ବ୍ୟାଙ୍କ ଅଧିକାରୀଙ୍କର ଦାୟିତ୍ୱବୋଧତାକୁ ଲୁଚାଇବା ପାଇଁ ଚେଷ୍ଟା କରାଯାଉଛି। ଏହି ଅଭାବନୀୟ ଘଟଣା ପାଇଁ କିଏ ଦାୟୀ ତୁରନ୍ତ ସ୍ଥିର କରାଯାଉ ବୋଲି ମତ ରଖିଛନ୍ତି ନବୀନ | ଆପଣଙ୍କ ହସ୍ତକ୍ଷେପରେ ଦ୍ବାରା କୌଣସି ସ୍ଥାନରେ ଏଭଳି ଘଟଣାର ଆଉ ପୁନରାବୃତ୍ତି ହେବ ନାହିଁ ଏହାସହିତ ଗ୍ରାମୀଣ ବ୍ୟାଙ୍କଗୁଡ଼ିକୁ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସହଜ କରିବ ବୋଲି ଚିଠିରେ ଅର୍ଥମନ୍ତ୍ରୀଙ୍କୁ ଆଲୋକପାତ କରିଛନ୍ତି |
ସୂଚନାଯୋଗ୍ୟ ,କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମର ଜିତୁ ମୁଣ୍ଡା ନିଜ ଭଉଣୀଙ୍କ ମୃତ୍ୟୁ ପରେ ତାଙ୍କ ନାମରେ ଜମା ହୋଇଥିଵା ଟଙ୍କା ଉଠାଇବା ପାଇଁ ବ୍ୟାଙ୍କକୁ ଯାଇଥିଲେ ସେଠାରେ ବ୍ୟାଙ୍କ୍ ଅଧିକାରୀ ଜଣକ ତାଙ୍କୁ ପ୍ରମାଣ ମାଗିଥିଲେ। ଉପଯୁକ୍ତ ପ୍ରମାଣ ନ ଥିବାରୁ ବ୍ୟାଙ୍କରୁ ବାରମ୍ବାର ନିରାଶ ହୋଇ ଫେରୁଥିଲେ ଜିତୁ ମୁଣ୍ଡା | ବ୍ୟାଙ୍କ କର୍ତ୍ତୃପକ୍ଷ ତାଙ୍କୁ ଉପରେ ଚାପ ପକାଇଥିଲେଯେ, ପ୍ରମାଣ ଆଣ ପଇସା ଦେବି। ଶେଷରେ ଅସହାୟ ଜିତୁ ମୁଣ୍ଡା ଅନ୍ୟ କିଛି ଉପାୟ ନ ପାଇ କବର୍ ଭିତରୁ ଭଉଣୀର ମୃତଦେହ କାଢ଼ି ବସ୍ତାରେ ଭର୍ତ୍ତି କରି ବ୍ୟଙ୍କକୁ ନେଇ ଯାଇଥିଲେ। ବ୍ୟାଙ୍କ ସମ୍ମୁଖରେ କଙ୍କାଳକୁ ରଖି ଭଉଣୀକୁ ଦେଖ ପଇସା ଦିଅ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like