-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-

03-May-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ରାଜ୍ୟ ରେ ମାଧ୍ୟମିକ ଶିକ୍ଷା ପରିଷଦ/ହାଇସ୍କୁଲ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସମଗ୍ର ସୁବର୍ଣ୍ଣପୁର ଜିଲ୍ଲା ରେ ୮୧୪୭ ଜଣ ପରୀକ୍ଷାର୍ଥୀ ଙ୍କ ମଧ୍ୟରୁ ୭୭୧୩ ଜଣ 96.21%  ପରୀକ୍ଷାର୍ଥୀ ପାସ କରିଥିବା ଓ ୧୩୦  ପରୀକ୍ଷାର୍ଥୀ ପରିକ୍ଷାରେ ଅନୁପସ୍ଥିତ ଥିବା ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ଠାରୁ ସୁଚନା ମିଳିଛି l ଜିଲ୍ଲା ରେ ସମୁଦାୟ A/ 1 ଗ୍ରେଡ ରେ ୪୦ ଜଣ ପରୀକ୍ଷାର୍ଥୀ, A/2 ରେ   216 ଜଣ, B/1ରେ 509 ଜଣ, B/ 2 ରେ 1020 ଜଣ,  C ଗ୍ରେଡ ରେ 1805 ଜଣ, D ଗ୍ରେଡ ରେ 2384 ଜଣ, E ଗ୍ରେଡ ରେ 1739 ଜଣ ପରୀକ୍ଷାର୍ଥୀ କୃତିତ୍ୱ ହାସଲ କରିଛନ୍ତି l ଓ ଜିଲ୍ଲା ରେ 8147 ଜଣ ପରୀକ୍ଷାର୍ଥୀ ଙ୍କ ମଧ୍ୟରୁ ମାତ୍ର 304 ଜଣ ପରୀକ୍ଷାର୍ଥୀ ଫେଲ ହୋଇଥିବା ବେଳେ ସମୁଦାୟ  7713 ଜଣ ପରୀକ୍ଷାର୍ଥୀ  କୃତିତ୍ୱ ଅର୍ଜନ କରି ଜିଲ୍ଲା ରେ 96.21% ପାସ ହାର ରହି ଜିଲ୍ଲା ର ଗୌରଵ ବୃଦ୍ଧି କରିଛନ୍ତି l ସେ ମଧ୍ୟରୁ 569 ମାର୍କ 94.83% ରଖି ସୁବର୍ଣ୍ଣପୁର ଜିଲ୍ଲା ଟପ୍ପର ଭାବେ ସାହାରା ଟ୍ରଷ୍ଟ ହାଇସ୍କୁଲ ର ଛାତ୍ରୀ ମିସ୍ ଶୁଭ ଦର୍ଶନୀ ପୂଜାହାରୀ  କୃତିତ୍ୱ ହାସଲ କରି  ସାହାରା ଟ୍ରଷ୍ଟ ହାଇସ୍କୁଲ ସମେତ ସମଗ୍ର ଜିଲ୍ଲା ର ଗୌରଵ ବୃଦ୍ଧି କରିଥିବା ଜଣା ଯାଇଛି l ଆଜି ମିସ ପୂଜାରୀ ଙ୍କ ପାଖକୁ ଜିଲ୍ଲା ର ଅନେକ ଜାଗାରୁ ଶୁଭେଛା ର ସୁଅ ଛୁଟିଥିବା ବେଳେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ମଧ୍ୟ ମିସ୍ ଶୁଭ ଦର୍ଶନୀ ଙ୍କୁ ଶୁଭେଛା ଓ ସଫଳତା ଜଣାଇଥିବା ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like