-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ଜିଲ୍ଲା

କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା

03-May-2026



କଟକ(ତପନ ମହାନ୍ତି): କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର-ବାଲିକୁଦା  ଓଭରବ୍ରିଜ ଏବେ ଯାତ୍ରୀଙ୍କ ପାଇଁ ମରଣଯନ୍ତା ପାଲଟିଛି | ମାତ୍ର ବର୍ଷେ ପୂର୍ବରୁ କାର୍ଯ୍ୟକ୍ଷମ ହୋଇଥିବା ଏହି ଗୁରୁତ୍ବପୂର୍ଣ ସେତୁର ବିପର୍ଯ୍ୟସ୍ତ ଅବସ୍ଥା ଏବେ ବିଭାଗୀୟ କାର୍ଯ୍ୟଦକ୍ଷତା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି । ୧୬ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା ଏହି ଓଭରବ୍ରିଜର ଆରମ୍ଭ ସ୍ଥଳ ଅର୍ଥାତ ଗୋପାଳପୁର ଶନି ମନ୍ଦିର ନିକଟରେ ସୃଷ୍ଟି ହୋଇଥିବା ବଡ଼ ବଡ଼ ଖାଲ ଏବେ ଦୈନିକ ଦୁର୍ଘଟଣାର କାରଣ ସାଜିଛି । ବିଶେଷକରି ବର୍ଷା ଦିନେ ଏହି ଖାଲଗୁଡ଼ିକରେ ପାଣି ଜମି ରହୁଥ‌ିବାରୁ ରାତି ସମୟରେ ବାଇକ ଆରୋହୀ ଓ ଅନ୍ୟ ଛୋଟ ଯାନବାହନଗୁଡ଼ିକ ଦୁର୍ଘଟଣାର

ଶିକାର ହେଉଛନ୍ତି। ଏହି ଓଭରବ୍ରିଜଟି ଏକ ପ୍ରମୁଖ ସଂଯୋଗକାରୀ ପଥ ଭାବେ ବ୍ୟବହୃତ ହେଉଛି | ପ୍ରତିଦିନ ରାଜ୍ୟ ତଥା

ରାଜ୍ୟ ବାହାରୁ ଶହ ଶହ ଭାରିଯାନ ଏହି ରାସ୍ତା ଦେଇ ନନ୍ଦନକାନନ, ବାରଙ୍ଗ, ବାଙ୍କୀ ଓ ଖୋର୍ଦ୍ଧା ଅଭିମୁଖେ ଯାଉଛନ୍ତି |

ଭୁବନେଶ୍ବରର ଟ୍ରାଫିକ ଭିଡ଼ କମାଇବା ପାଇଁ କଟକ ଦିଗରୁ ଆସୁଥିବା ମାଲବୋଝେଇ ଟ୍ରକଗୁଡ଼ିକୁ ମଧ୍ୟ ଗୋପାଳପୁର ସର୍ଭିସ ରୋଡ୍ ଦେଇ ଏହି ବ୍ରିଜ୍‌ ମାଧ୍ୟମରେ ଛଡ଼ାଯାଉଛି | ଏତେ ସଂଖ୍ୟକ ଯାନବାହନ ଚଳାଚଳ କରୁଥିଲେ ସୁଦ୍ଧା ସେତୁର
ମରାମତି ନାଁରେ ଚାଲିଛି ପ୍ରହସନ।
ଦୁର୍ଘଟଣାକୁ ନିମନ୍ତ୍ରଣ କରୁଛି ନିମ୍ନମାନର ନିର୍ମାଣ
 ପ୍ରତି ତିନି ଚାରି ମାସରେ ଥରେ ଏଠାରେ ମରାମତି କାମ କରାଯାଉଛି, କିନ୍ତୁ ନିମ୍ନମାନର ସାମଗ୍ରୀ ବ୍ୟବହାର ଯୋଗୁଁ ଅଳ୍ପ
କିଛି ଦିନରେ ରାସ୍ତା ପୁଣି ପୂର୍ବ ଅବସ୍ଥାକୁ ଫେରିଆସୁଛି। ରାସ୍ତାର ଦୁର୍ଦ୍ଦଶା ସହିତ ଓଭରବ୍ରିଜ ଉପରେ ଜମି ରହୁଥ‌ିବା ବାଲି ଅନ୍ୟ ଏକ ବିପଦ ସୃଷ୍ଟି କରୁଛି | ନିୟମିତ ସଫେଇ ଅଭାବରୁ ବାଲି ଉପରେ ଗାଡ଼ି ସ୍କ୍ରିପ୍ କରିବା ଭୟ ରହୁଛି I ବାରମ୍ବାର ମରାମତି ନାଁରେ ଅର୍ଥ ହରିଲୁଟ ହେଉଛି ଅଥଚ ସମସ୍ୟାର  ସମାଧାନ ହେଉନାହିଁ। ଉଭୟ ସେତୁ ଏବଂ ସଂଯୋଗକାରୀ ରାସ୍ତାର ଅବସ୍ଥା ଏବେ ଅତ୍ୟନ୍ତ ବିପଦଜନକ ହୋଇ ରହିଥିବାରୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଏବଂ ବାଙ୍କୀ ପୂର୍ତ୍ତ ବିଭାଗ ତୁରନ୍ତ ଏଥିପ୍ରତି ଧ୍ୟାନ ଦେଇ ଏକ ସ୍ଥାୟୀ ମରାମତି କରିବାକୁ ସାଧାରଣରେ ଦୃଢ଼ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like