-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ

03-May-2026



ବରଗଡ଼/ଅତାବିରା:ରବିବାର ଅତାବିରାର ସାମ୍ବାଦିକ ମାନଙ୍କ ଦ୍ୱାରା ଦେବର୍ଷି ନାରଦଙ୍କ ଜନ୍ମ ଜୟନ୍ତୀ ଅତାବିରା ୫୩ ନମ୍ୱର୍ ଜାତୀୟ ରାଜପଥ କଡ଼ରେ ଅବସ୍ଥିତ ଅଗ୍ରସେନ୍ ଭବନ ରେ ସାମ୍ବାଦିକ ମନୀଷ  ଶର୍ମାଙ୍କ ସଭାପତିତ୍ବରେ ଅତି ଶୃଙ୍ଖଳିତ ଓ ଆଧ୍ୟାତ୍ମିକ ରୀତିନୀତି ସହ ପାଳିତ ହୋଇଯାଇଛି । ପ୍ରଥମେ ଦେବର୍ଷି ନାରଦଙ୍କ ତୈଳ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରାଯାଇ ଥିଲା। ଉପସ୍ଥିତ ସମସ୍ତ ସାମ୍ବାଦିକ ନାରଦଙ୍କ ସାମ୍ବାଦିକତାର କଳା ଚlତୁର୍ଯ୍ୟତା, ସମ୍ବାଦ ଗ୍ରହଣ ଓ ପ୍ରଦାନରେ  ତତ୍ପରତା ଏବଂ ସର୍ବୋପରି ବିଶ୍ବର କଲ୍ୟାଣ  ନିମନ୍ତେ ତାଙ୍କର ଖବର ଦେବତାଙ୍କ ଠାରୁ ଆରମ୍ଭ କରି ଦାନବ ଯାଏ ତିନିଲୋକରେ ସେ ପହଞ୍ଚାଉଥିଲେ, ତେଣୁ ସାମ୍ବାଦିକତା  ଜଗତର ତଥା କଲ୍ୟାଣ ଉଦ୍ଦେଶ୍ୟରେ ହେବା ବାଞ୍ଛନୀୟ ବୋଲି ସମସ୍ତେ ହୃଦବୋଧ କରିଥିଲେ।ଏହା ବ୍ୟତୀତ  ସମ୍ବାଦ ଗ୍ରହଣ ଓ ସମ୍ବାଦ ପ୍ରକାଶନରେ ନିରପେକ୍ଷତା, ନିଃସ୍ୱାର୍ଥପରତା ଓ ସଠିକତା ରହିବା ଦରକାର ବୋଲି ସମସ୍ତେ ନାରଦଙ୍କ ଜୀବନ ଦର୍ଶନରୁ ବୁଝିଥିଲେ  ଓ ତଦନୁଯାୟୀ ନିଜର  କର୍ତ୍ତବ୍ୟ ସମ୍ପାଦନ କରିବେ ବୋଲି ସଂକଳ୍ପ  ବଦ୍ଧ ହୋଇଥିଲେ।  ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ  ସାମ୍ବାଦିକ ନବୀନ ଦାଶ, ମଞ୍ଚ ପରିଚାଳନା କରିଥିଲେ ସାମ୍ବାଦିକ ଆକାଶ ମିଶ୍ର, ଧନ୍ୟବାଦ୍ ଅର୍ପଣ କରିଥିଲେ  ଖିରୋଜ ନାୟକ। ସାମ୍ବାଦିକ ରାଜେଶ ପଣ୍ଡା, ପବିତ୍ର ମେହେର, ମୋହନ ସାହୁ, ଜନକ ରାମ ଦାଶ ପ୍ରମୁଖ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

(ବଲାଙ୍ଗୀରରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like