-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ

03-May-2026



ବଲାଙ୍ଗିର(ପ୍ରେରଣା ଖବର): ଓଡିଶା ଯୁବ ରାଜନୀତିରେ ଏକ ପରିଚିତ ମୁହଁ ଅଙ୍କିତ ସାହୁଙ୍କୁ ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସର ସଭାପତି ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ନିଯୁକ୍ତିକୁ ଜିଲ୍ଲାର ଯୁବ ନେତା, କର୍ମୀ ଓ ସମର୍ଥକମାନେ ସ୍ୱାଗତ କରିଛନ୍ତି। ଅଙ୍କିତ ସାହୁ ବର୍ତ୍ତମାନ ଭାରତୀୟ ଯୁବ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଭାବେ କାର୍ଯ୍ୟରତ ଅଛନ୍ତି ଏବଂ ଯୁବ ରାଜନୀତି, ସଂଗଠନୀୟ ନେତୃତ୍ୱ ଓ ସାର୍ବଜନିକ ଯୋଗାଯୋଗ କ୍ଷେତ୍ରରେ ତାଙ୍କ ସକ୍ରିୟ ଭୂମିକା ପାଇଁ ପରିଚିତ। ଦିର୍ଘ ଦିନ ଧରି ସେ ଯୁବ ସମସ୍ୟା ଉପରେ ସ୍ୱର ଉଠାଇବା ସହ ସଂଗଠନକୁ ତୃଣମୂଳ ସ୍ତରରେ ସୁଦୃଢ କରିବାରେ ନିରନ୍ତର କାମ କରୁଛନ୍ତି। ଏହାପୂର୍ବରୁ ସେ ଏସ୍‌ଏସ୍‌ୟୁଆଇର ଜିଲ୍ଲା ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ଥିଲେ ଏବଂ ଛାତ୍ର ସଂଗଠନକୁ ଶକ୍ତିଶାଳୀ କରିବାରେ ଉଲ୍ଲେଖନୀୟ ଭୂମିକା ନିଭାଇଥିଲେ। ପରେ ସେ ଭାରତୀୟ ଯୁବ କଂଗ୍ରେସ ର ଜିଲ୍ଲା ଉପାଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ । ସେହି ପରି ସେ ଭାରତୀୟ ଯୁବ କଂଗ୍ରେସର ଜାତୀୟ ମିଡିଆ ପ୍ୟାନେଲିଷ୍ଟ ଭାବେ ମଧ୍ୟ କାର୍ଯ୍ୟ କରି ସଂଗଠନର ପକ୍ଷରୁ ବିଭିନ୍ନ ମାଧ୍ୟମରେ ନିଜ ମତ ପ୍ରକାଶ କରିଛନ୍ତି। ଦଳୀୟ କର୍ମୀମାନେ ଆଶା ପ୍ରକାଶ କରିଛନ୍ତି ଯେ ଶ୍ରୀ ସାହୁଙ୍କ ନେତୃତ୍ୱରେ ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ଆହୁରି ସଶକ୍ତି ହେବ ଏବଂ ଯୁବମାନଙ୍କ ସହଭାଗୀତା ବଢିବ। ଜିଲ୍ଲାର ବିଭିନ୍ନ ସ୍ଥାନରୁ ସମର୍ଥନ ଓ ଶୁଭେଚ୍ଛୁମାନେ ଶ୍ରୀ ସାହୁଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ ତାଙ୍କ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ରାଜନୀତିକ ମହଳରେ ମଧ୍ୟ ଏହାକୁ ଯୁବ ନେତୃତ୍ୱ ପାଇଁ ଏକ ସକାରାତ୍ମକ ପଦକ୍ଷେପ ଭାବେ ଦେଖାଯାଇଛି। ଏହି ଅବସରରେ ଅଙ୍କିତ ସାହୁ ଦଳର ଶିର୍ଷ ନେତୃତ୍ୱ ଯଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଖିଳ ଭାରତୀୟ କଂଗ୍ରେସ କମିଟି ଅଧ୍ୟକ୍ଷ ମଲ୍ଲୀକାର୍ଜୁନ ଖଡଗେ, ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ପ୍ରଭାରୀ ମନୀଷ ଶର୍ମା, ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ଉଦୟ ଭାନୁ ଚିବ, ବଲାଙ୍ଗିର ବିଧାୟକ ପ୍ରାର୍ଥୀ ତଥା ବରିଷ୍ଠ କଂଗ୍ରେସ ନେତା ସମରେନ୍ଦ୍ର ମିଶ୍ର, ଯୁବ କଂଗ୍ରେସ ରାଷ୍ଟ୍ରୀୟ ସମ୍ପାଦକ ତଥା ପ୍ରଭାରୀ ମହେଶ ଦେଶମୁଖ, ସହ ପ୍ରଭାରୀ ରିୟାନ ରାଜୁ, ରାଜ୍ୟ ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର ଓ ଅନ୍ୟାନ୍ୟ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଥିବା ସହ ବଲାଙ୍ଗିର ଜିଲ୍ଲାର ଯୁବମାନଙ୍କ ସ୍ୱାର୍ଥ ଓ ସଂଗଠନର ସୁଦୃଢତା ପାଇଁ ନିରନ୍ତର କାର୍ଯ୍ୟ କରିବେ କରିବେ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like