-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ରାଜ୍ୟ

ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ

03-May-2026



ବଲାଙ୍ଗୀର/ତୁଷୁରା(ଅନ୍ତର୍ଯ୍ୟାମୀ ସାହୁ): ତୁଷୁରା ସହର ସ୍ଥିତ ସମ୍ଭବ କଲେଜ ଧାନଘରା ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" କଲେଜର ଅଧ୍ୟକ୍ଷ ସୁମନ୍ତ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ, ପ୍ରବୀଣ ସ୍ତମ୍ଭକାର ତଥା ଅଦ୍ୱିତୀୟ ବାଗ୍ମୀ ତୁଳସୀ ଜୈନ ଯୋଗ ଦେଇ ଆଗାମୀ ଦିନରେ ଦେଶର ଭାଗ୍ଯ ଜେନ୍-ଜି ମାନଙ୍କ ଉପରେ ନିର୍ଭରଶୀଳ ବୋଲି କହିଥିଲେ। ବିଶିଷ୍ଟ ଆଶୁକବି, ପ୍ରଖ୍ୟାତ ଶିକ୍ଷାବିତ୍ ତଥା ସୁଦକ୍ଷ ସଂଗଠକ ଡ. ହେମନ୍ତ କୁମାର ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ମାଟ୍ରିକ ପରୀକ୍ଷା ଫଳକୁ ନେଇ କେହି ଅତ୍ଯଧିକ ଉତ୍ସାହିତ କିମ୍ବା ନିରୁତ୍ସାହିତ ହେବା ଉଚିତ ନୁହେଁ ବୋଲି କହିଥିଲେ। ଶତକଡା ପ୍ରାପ୍ତାଙ୍କ ବଢିବା, କମିବା ଏକ ସ୍ବାଭାବିକ ପ୍ରକ୍ରିୟା ବୋଲି ମଧ୍ୟ ଡ. ଦାଶ କହିଥିଲେ। କଲେଜର ଉପଦେଷ୍ଟା ଡମ୍ବରୁ ଧର ରଣା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସମସ୍ତେ ଜ୍ଞାନର ଦୀପକୁ ପ୍ରଜ୍ଜ୍ଵଳିତ କରିବାକୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ସଂଗୀତ, ଡିବେଟ, ବକ୍ତୃତା, ପ୍ରବନ୍ଧ, ରଙ୍ଗୋଲି ଆଦି ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିବୃନ୍ଦ ସାର୍ଟିଫିକେଟ, ମେଡାଲ ଓ ମୋମେଣ୍ଟୋ ପ୍ରଦାନ କରିଥିଲେ। ଶେଷରେ ଇଂରାଜୀ ଅଧ୍ଯାପକ ବୁଦ୍ଧଦେବ ପ୍ରଧାନ ଧନ୍ଯବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଜ୍ୟୋତି ରଞ୍ଜନ ପ୍ରଧାନ, ରାକେଶ ବାରିକ, ବିଶ୍ବ ରଞ୍ଜନ ରାଉତ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like