-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର

03-May-2026



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଆଜି ଅତାବିରା ସାମ୍ବାଦିକ ମାନଙ୍କ ପକ୍ଷରୁ ସାମ୍ବାଦିକତା ଜଗତର ଆଦ୍ୟ ପୁରୁଷ ଦେବର୍ଷି ନାରଦଙ୍କ ଜନ୍ମ ଜୟନ୍ତୀ ଅତାବିରା ୫୩ ନମ୍ବର ଜାତୀୟ ରାଜପଥ କଡ଼ରେ ଅବସ୍ଥିତ ଅଗ୍ରସେନ୍ ଭବନ ପରିସରରେ ଅତି ଶୃଙ୍ଖଳିତ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ସାମ୍ବାଦିକ ମନୀଷ ଶର୍ମାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦେବର୍ଷି ନାରଦଙ୍କ ତୈଳ ଚିତ୍ରରେ ପୂଜାର୍ଚ୍ଚନା ଓ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ସଭାରେ ଉପସ୍ଥିତ ସାମ୍ବାଦିକମାନେ ଦେବର୍ଷି

ନାରଦଙ୍କ ଜୀବନ ଶୈଳୀ ଓ ତାଙ୍କ ସମ୍ବାଦ ପରିବେଷଣର କଳା ଉପରେ ଆଲୋକପାତ କରିଥିଲେ। ତିନି ଲୋକରେ ଦେବତା ଙ୍କ ଠାରୁ ଆରମ୍ଭ କରି ଦାନବଙ୍କ ପର୍ଯ୍ୟନ୍ତ ସମ୍ବାଦ ପହଞ୍ଚାଇବା ଏବଂ ପ୍ରତିଟି ଖବର ପଛରେ ବିଶ୍ୱ କଲ୍ୟାଣର ଉଦ୍ଦେଶ୍ୟ ରଖିବା ହିଁ ନାରଦଙ୍କ ବୈଶିଷ୍ଟ୍ୟ ଥିଲା। ଆଜିର ସମୟରେ ସାମ୍ବାଦିକତା ମଧ୍ୟ ସେହିପରି ସର୍ବଜନହିତାୟ ଓ ସମାଜର ମଙ୍ଗଳ ପାଇଁ ଉଦ୍ଦିଷ୍ଟ ହେବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା।
ନାରଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସମ୍ବାଦ ଗ୍ରହଣ ଓ ପ୍ରକାଶନ କ୍ଷେତ୍ରରେ ନିରପେକ୍ଷତା,ନିଃସ୍ୱାର୍ଥପରତା ଓ ସଠିକତା ଏହି ତିନୋଟି ମୁଖ୍ୟ ସ୍ତମ୍ଭକୁ ପାଥେୟ କରି ନିଜର କର୍ତ୍ତବ୍ୟ ସମ୍ପାଦନ କରିବା ପାଇଁ ଉପସ୍ଥିତ ସମସ୍ତ ସାମ୍ବାଦିକ ବନ୍ଧୁ ଶପଥ

ପାଠ କରିଥିଲେ। କାର୍ଯ୍ୟକ୍ରମର ଆରମ୍ଭରେ ସାମ୍ବାଦିକ ନବୀନ ଦାଶ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ, ସାମ୍ବାଦିକ ଆକାଶ ମିଶ୍ର ମଞ୍ଚ ପରିଚାଳନା କରିଥିଲେ। ଶେଷରେ ଖିରୋଜ ନାଏକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଅତାବିରାର ଅଗ୍ରଣୀ ସାମ୍ବାଦିକମାନଙ୍କ ଏହି ପ୍ରୟାସ ଅଞ୍ଚଳରେ ଏକ ଆଧ୍ୟାତ୍ମିକ ଓ ବୈଦ୍ଧିକ ବାତାବରଣ ସୃଷ୍ଟି କରିଛି। ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ରାଜେଶ ପଣ୍ଡା, ମୋହନ ସାହୁ ,ପବିତ୍ର ମେହେର, ଜନକ ଦାଶ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ମତ ପ୍ରକାଶ କରିବା ସହ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like