-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*

03-May-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ଅଂଚଳରେ ସବୁ ବର୍ଷ ଠାରୁ ଚଳିତ ବର୍ଷର ଗ୍ରୀଷ୍ମ ତାତି ଅଧିକ ହେଉଛି । ବିଗତ ଦଶବର୍ଷ ମଧ୍ୟରେ ମେ ମାସରେ ଏଭଳି ଅସହ୍ଯ ଗରମ କେବେ ଅନୁଭୂତ ହୋଇନଥିବା କହି ଛନ୍ତି ସ୍ଥାନୀୟ ଅଞ୍ଚଳବାସୀ । ଜନସଂଖ୍ୟା ବୃଦ୍ଧି ସହ ଜଙ୍ଗଲ କ୍ଷୟ ସହରୀକରଣ ଯୋଗୁଁ ଜଳସ୍ତର ହ୍ରାସ ସହ ବାୟୁ ମଣ୍ଡଳ ତାପମାତ୍ରା ଅସ୍ଵାଭାବିକ ଭାବେ ବୃଦ୍ଧି ପାଇଛି । ଯାହାଫଳରେ ଉତ୍ତପ୍ତ ପରିବେଶ ମଧ୍ୟରେ ଅସହ୍ୟ ତାତିରେ ରହିବାକୁ ପଡ଼ୁଛି । ଦିନ ୧୨ ଘଣ୍ଟା ପରେ ଘରୁ ବାହାରିବା ମୁସ୍କିଲ ହେଉଛି। ଦୈନନ୍ଦିନ ବଜାରରେ ଦିନ ୧୨ ଘଣ୍ଟା ରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଅସମ୍ଭାଳ ଗରମ ଅନୁଭୂତ ହେଉଛି। ତାତି ଗୁଳୁଗୁଳି ଭୟରେ ବାହାରୁ ନାହାନ୍ତି ଲୋକ। ଡାବୁଗାଁ ଅଂଚଳରେ ଦିନବେଳେ ବଜାର ଜନ ଶୂନ୍ୟ ହୋଇ ପଡୁଛି । କାଆଁ ଭାଁ ଦୋକାନ କିଛି ଖୋଲା ଥିବା ବେଳେ କାମ ଥିଲେ ବାଧ୍ୟରେ କିଛି ଲୋକ ବାହାରୁ ଥିବା ବଜାରରେ ଦେଖୁବାକୁ ମିଳୁଛି। ଗତ କିଛିଦିନ ହେବ ଅଧିକରୁ ଅଧିକ ଗରମ ଗୁଳୁଗୁଳି ଜାରି ରହିଛି। ପାଣିପାଗ ବିଭାଗ ସୂଚନା ପ୍ରକାରେ ଦିନରେ ପାରଦ ୨୭ ଡିଗ୍ରୀ ରୁ ୩୮ ଡିଗ୍ରୀ ସେଲସିୟସରୁ କମ୍ ରହୁ ନାହିଁ । ପ୍ରାକୃତିକ ଜଙ୍ଗଲ ଧ୍ବଂସ ଓ ହ୍ରାସ ହେବା ଏହାର ପ୍ରମୁଖ କାରଣ ହୋଇଥିବାବେଳେ ପରିବେଶବିତ୍ ଚିନ୍ତା ପ୍ରକଟ କରିଛନ୍ତି । ତେଣୁ ବନୀକରଣ, ଜଙ୍ଗଲର ପୁନଃଉଦ୍ଧାର ଗଛ ସଂଖ୍ୟା ବୃଦ୍ଧିର ନିହାତି ଆବଶ୍ୟକ‌ତା ରହିଛି। ଏକ ଦଶନ୍ଧି ତଳେ ଡାବୁଗାଁ ଅଞ୍ଚଳରେ ଏପ୍ରକାର ଗ୍ରୀଷ୍ମ ପ୍ରବାହ ନଥିଲା |ଜନସଂଖ୍ୟା ବୃଦ୍ଧି ସହ କଂକ୍ରିଟ ଜଙ୍ଗଲ ବଢିବାରେ ଲାଗିଛି। ଦିନକୁ ଦିନ କୋଠା ଗୃହ ନିର୍ମାଣ ପୁଣି ଏଥି ପାଇଁ ବ୍ୟବହାର ହେଉଥ‌ିବା ଲୁହା ଛଡ, ମେଟାଲ, କଂକ୍ରିଟ ଚିପ୍ସ ଟାଇଲ ଆଦି ସାମଗ୍ରୀ ବ୍ୟବାହର ହେଉଥିବାରୁ ଉତ୍ତାପ ବୃଦ୍ଧି ପାଇଛି। ପରିବେଶ ସନ୍ତୁଳନ ରଖିବା ପାଇଁ ଅଧୂକ ସଂଖ୍ୟାରେ ବୃକ୍ଷ ରୋପଣ ଏହାର ଏକ ମାତ୍ର ବିକଳ୍ପ । ଖାଲି ସରକାରୀ ସ୍ଥାରରେ ନୁହେଁ ସାଧାରଣ ନାଗରିକ ମାନେ ମଧ୍ୟ ଏଥିପ୍ରତି ଧ୍ୟାନ ଦେବା ସହ ବୃକ୍ଷ ରପଣକୁ ଗୁରୁତ୍ୱ ଦେବାର ଆବଶ୍ୟକତା ରହୁଛି। ନଚେତ ଆଗାମୀ ଦିନରେ ଗ୍ରୀଷ୍ମ ପ୍ରବାହକୁ ମୁକାଭିଲା କରିବା କଷ୍ଟକର ହୋଇ ପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like