-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ

03-May-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରର ଅଗ୍ରଣୀ ନୃତ୍ଯ ସଂଗୀତ ଅନୁଷ୍ଠାନ ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଟାଉନ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ଆନ୍ତର୍ଜାତିକ ନୃତ୍ଯ ଦିବସ ଅବସରରେ ଏକା ନୃତ୍ୟ ସନ୍ଧ୍ୟା ଆୟୋଜନ କରାଯାଇଥିଲା।
ଆୟୋଜିତ ଏହି ନୃତ୍ଯ ସଂଗୀତର ଅପୂର୍ବ  ସଂଯୋଜନାର ଆରମ୍ଭରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ଏକାଡେମୀର ସଭାପତି ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ସଭାପତିତ୍ବରେ ନାଟ୍ୟକାର, ଲେଖକ, ନିର୍ଦେଶକ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ମୁଖ୍ଯ ଅତିଥି ଭାବରେ ଯୋଗ ଦେଇଥିବା ବେଳେ, ସମ୍ମାନୀତ ଅତିଥି ଭାବରେ ଓ.ଟିଭି ଜିଲ୍ଲା ପ୍ରତିନିଧି ଘଟେଶ୍ୱର ମିଶ୍ର, ସଂସ୍କୃତି ଗବେଷକ ଅଧ୍ୟାପକ ସନ୍ଦୀପ କୁମାର କୁଅଁର, କବି କପିଳେଶ୍ୱର ଖମାରୀ, ନାଟ୍ୟକର୍ମୀ ରାମ ପ୍ରସାଦ ଦାଶ ଓ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ଯୋଗ ଦେଇ ଥିଲେ। ଅନୁଷ୍ଠାନର ସଂପାଦିକା  ସୁଶ୍ରୀ ଜ୍ୟୋତିରେଖା ତ୍ରିପାଠୀ ମଂଚାସୀନ ହୋଇଥିଲେ। କବି ରତ୍ନମୟ ତ୍ରିପାଠୀ ଉଭୟ କାର୍ଯ୍ୟକ୍ରମ ଓ ସାଂସ୍କୃତିକ ସଭାକୁ

ସଂଯୋଜନା କରିଥିଲେ। ଅତିଥି ମାନେ ଆନୁଷ୍ଠାନିକ ନୃତ୍ଯ ଓ ସଂଗୀତ ଶିକ୍ଷା ଉପରେ ବର୍ତ୍ତମାନ ଗୁରୁତ୍ବାରୋପ କରିବା ସହ  ସମସ୍ତଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ନୃତ୍ଯଗୀତର ଆବଶ୍ୟକତା ରହିଥିବା ପ୍ରକାଶ କରି ବଲାଙ୍ଗୀରରେ ଶାସ୍ତ୍ରୀୟ ନୃତ୍ୟର  ପରଂପରା ରହିଥିବା ପ୍ରକାଶ କରିଥିଲେ। ପରେ ପରେ ଆରମ୍ଭ ହୋଇଥିଲା ନୃତ୍ଯ କାର୍ଯ୍ୟକ୍ରମ। ଶ୍ରୀୟା ଙ୍କ ସଂଯୋଜନାରେ ଏକାଡେମୀର ଛାତ୍ରୀ ମାନେ ସୃତି, ସ୍ୱାଧୀନତା, ଆଦ୍ୟା, ସରନ୍ୟା,  ଶ୍ରୀ, ସିଦ୍ଧି, ସ୍ରିଷ୍ଟି, ପ୍ରତୀକ୍ଷା, ଆରାଧ୍ୟା, ପ୍ରିୟଙ୍କା, ପ୍ରିନସି ଓ ଅନ୍ଯମାନେ ଓଡିଶୀ, ଲୋକନୃତ୍ଯ ଓ ଆଧୁନିକ ନୃତ୍ଯ  ପରିବେଷଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like