-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ

03-May-2026



କଟକ(ତପନ ମହାନ୍ତି): ରାଜ୍ୟ ବାହାରେ ବିଜେଡି ଦଳର ଆକାଉଣ୍ଟ ଖୋଲା ଯାଇଥିବା ବିଷୟ ଦଳର ସଭାପତିଙ୍କୁ  ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଜଣାଇବାରୁ ଦଳ ଶ୍ରୀ ବିଶ୍ୱାଳଙ୍କୁ  ବହିଷ୍କାର କରିଛି। ସେହିପରି ବିଧାୟକ  ସୌ୍ଭିକ ବିଶ୍ୱାଳ ପିତାଙ୍କ ପ୍ରତି ହୋଇଥିବା ଅନ୍ୟାୟର ଉଚିତ ଜବାବ ଦେବାକୁ ଯାଇ ରାଜ୍ୟସଭା ନିର୍ବାଚନରେ ଦଳର ହୁଇପ ଜାରି ହୋଇଥିଲେ ମଧ୍ୟ ଏହାକୁ ବେଖାତିର କରି  କ୍ରସ ଭୋଟିଙ୍ଗ କରି  ଦିଲ୍ଲୀପ ରାୟଙ୍କ ସପକ୍ଷରେ ଭୋଟ ଦେଇଥିଲେ। ଏହାପରେ ଶ୍ରୀ ବିଶ୍ବାଳ କର୍ମୀଙ୍କ ସହିତ 

ବାରମ୍ବାର ରୁଦ୍ଧଦ୍ୱାର ବୈଠକ କରିବା ଦେଖିବାକୁ ମିଳୁଥିଲା। ଆଜି ନିଜର ଶକ୍ତି ପ୍ରଦର୍ଶନ କରିବାକୁଯାଇ ଚୌଦ୍ୱାର କଟକ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡ. ପ୍ରଭାତ ରଞ୍ଜନ ବିଧାୟକଙ୍କ ଦ୍ୱାର ସ୍ଥାନୀୟ ଓଏମପି ସ୍ଥିତ ଚାଉଳିଆଗଞ୍ଜ  ଖେଳ ପଡିଆରେ କର୍ମୀ ସମିଳନୀ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସମିଳନୀରେ ଶ୍ରୀ ବିଶ୍ୱାଳ ଚୌଦ୍ୱାରର କପିଳେଶ୍ଵର ମନ୍ଦିରରେ ପୂଜାଅର୍ଚନା କରି ବିଶାଳ ଶୋଭାଯାତ୍ରାରେ  ଚୌଦ୍ୱାର ଦେଇ ଜଗତପୁର ବ୍ୟାରେଜ, ଯୋବ୍ରା, ମାତାମଠ, ନୂଆପାଟଣା, ମଙ୍ଗଳାବାଗ, ଗୋପାଳ ସାହି, ରାଣୀହାଟ ଦେଇ ଚାଉଳିଆଗଞ୍ଜ ଖେଳ ପଡିଆରେ ପହଂଚିଥିଲେ। ସେଠାରେ ଶ୍ରୀ ବିଶ୍ୱାଳଙ୍କୁ କର୍ମୀ ମାନେ ହୁଳହୁଳି, ଉତ୍ତରୀୟ, ପୁଷ୍ପଗୁଛ ଦେଇ ସମ୍ବୋର୍ଦ୍ଧନା ଦେଇଥିଲେ। ପରେପରେ ବୈଷ୍ଣବ ସାମଲ ଙ୍କ  ସଭାପତିତ୍ବରେ ଏକ ସଭାର ଆୟୋଜନ କରାଯାଇଥିଲା। ମଞ୍ଚରେ ବସିଥିବା ଅତିଥି ମାନଙ୍କର 

ପରିଚୟ ପ୍ରଦାନ କରାଯାଇଥିଲା। ଅତିଥିମାନେ ସେମାନଙ୍କର ଭାଷଣ ରଖିଥିଲେ। ଆୟୋଜିତ ସଭାରେ ୧୦ହଜାରରୁ ଉର୍ଦ୍ଧ କର୍ମୀଙ୍କ ସମାଗମ ଦେଖିବାକୁ ମିଳିଥିଲା। ପ୍ରକାଶ ଥାଉକି ୧୫ ଶହରୁ ଉର୍ଦ୍ଧ କର୍ମୀ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ  ସିବେନ୍ଦ୍ର ହାତୀ, ପୂର୍ବାଞ୍ଚଳ ଶାନ୍ତି କମିଟି ସଭାପତି  ବିଜୟ ସାହୁ ସମର୍ଥନ ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ସଚିବ ପୂର୍ତ୍ତ ବିଭାଗ ଗୋପାଳ କୃଷ୍ଣ ବେହେରା, ପୂର୍ବତନ ସଭାପତି ଅର୍ବାନ ବ୍ୟାଙ୍କ ଶରତ ପ୍ରଧାନ, ସମବାୟ ବିତ ମହେନ୍ଦ୍ର ନାୟକ, ପୂର୍ବାଞ୍ଚଳ ଶାନ୍ତି କମିଟି  ସମ୍ପାଦକ ପ୍ରଫୁଲ୍ଲ ସାହୁ,  ପୂର୍ବତନ ଛାତ୍ର ନେତା ସତ୍ୟ ମହାନ୍ତି, କର୍ପୋରେଟର ସୁବ୍ରତ ଘଡ଼ାଇ, ମିନା ସାହୁ, ପଦ୍ମିନୀ ସାହୁ, ବିଶ୍ୱବନ୍ଦିତା ପଣ୍ଡା, ଅରବିନ୍ଦ ଜେନା, ଯତୀନ୍ଦ୍ର  ବେହେରା, ସବିତା ମାହାଲି, ଚୌଦ୍ୱାର ମୁନିସିପାଲିଟି  ଉପାଧ୍ୟକ୍ଷ  ଶୁଭେନ୍ଦୁ  ସାମଲ, ପୂର୍ବତନ କର୍ପୋରେଟର ପବିତ୍ର ଭୂୟାଁ, ସମେତ କଳାକାର ସଂଘ, ୨୨ଦିଗଭାଗ ସଂକୀର୍ତନ ମଣ୍ଡଳୀର କର୍ମକର୍ତା  ପ୍ରମୁଖ ଉପସ୍ଥିତି ଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା ଚୌଦ୍ୱାର ପୌରପାଳିକାର ଉପାଧ୍ୟାକ୍ଷ ଶୁଭେନ୍ଦୁ ସାମଲଙ୍କୁ ବିଜେଡି  ଦଳ ନିଲମ୍ବିତ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like